Odisha Link
Bridging the Missing Links in Odisha
Browsing Tag

Byelection

ତିର୍ତ୍ତୋଲ ଉପନିର୍ବାଚନ ପାଇଁ…

ତିର୍ତ୍ତୋଲ: ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଡିଜିପିିଙ୍କ ସମୀକ୍ଷା। ଆଜି ଜଗତସିଂହପୁର ଏସ୍‌ପିଙ୍କ କାର୍ଯ୍ୟାଳୟରେ ବରିଷ୍ଠ ଅଧିକାରୀଙ୍କ ସହ ଡିଜିପିିଙ୍କ ସୁରକ୍ଷା ବ୍ୟବସ୍ଥା ନେଇ ବୈଠକ ହୋଇଛି। ସୁରକ୍ଷା ବ୍ୟବସ୍ଥା ନେଇ ସନ୍ତୁଷ୍ଟ ଥିବା ସହ ଶାନ୍ତିଶୃଙ୍ଖଳାର ସହିତ ନିର୍ବାଚନ ହେବ ବୋଲି କହିଲେ ଡିଜିପି…

ଉପନିର୍ବାଚନ: ଆଜି ବାଲେଶ୍ୱରରେ ଭର୍ଚୁଆଲ୍…

ବାଲେଶ୍ୱର: ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। କରୋନା ମାହମାରୀକୁ ଦୃଷ୍ଟିରେ ରଖି ନବୀନ ଭର୍ଚୁଆଲ ମାଧ୍ୟମରେ ବାଲେଶ୍ୱରବାସୀଙ୍କୁ ସମ୍ବୋଧନ କରିବା ସହ ଦଳର ପ୍ରାର୍ଥୀ ସ୍ୱରୂପ ଦାସ ଙ୍କ ପାଇଁ ପ୍ରଚାର କରିବେ। ଭର୍ଚୁଆଲ ପ୍ରଚାର ପାଇଁ…

ଉପ ନିର୍ବାଚନ: ମୁଖ୍ୟ ନିର୍ବାଚନ…

ଭୁବନେଶ୍ୱର: ଆଗାମୀ ଦିନରେ ରାଜ୍ୟର ୨ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ଉପ ନିର୍ବାଚନ ନେଇ ସମୀକ୍ଷା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ। ସୁଶୀଲ ଲୋହାନୀ ବାଲେଶ୍ୱର ଏବଂ ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଗସ୍ତ କରିବା ସହିତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କ ସହିତ ସମୀକ୍ଷା ବୈଠକ…

ତିର୍ତ୍ତୋଲରେ ମୁଖ୍ୟମନ୍ତ୍ରୀଙ୍କ ଭର୍ଚୁଆଲ…

ତିର୍ତ୍ତୋଲ: ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ଆଜି ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କ ସପକ୍ଷରେ ଭର୍ଚୁଆଲ ପ୍ରଚାର କରିଛନ୍ତି। ଏହି ଭର୍ଚୁଆଲ ପ୍ରଚାର ମାଧ୍ୟମରେ ତିର୍ତ୍ତୋଲବାସୀଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ।…

ବାଲେଶ୍ୱରରେ ବିଜେଡିର ମିଶ୍ରଣ ପର୍ବ

ବାଲେଶ୍ୱର: ଉପନିର୍ବାଚନ ପୂର୍ବରୁ ଚାଲିଛି ବିଜେଡିର ମିଶ୍ରଣ ପର୍ବ। ବାଲେଶ୍ୱରରେ ବିଜେଡି ମିଶ୍ରଣ ପର୍ବ ହୋଇଛି। ବିଜେପି ଛାଡ଼ି ଆଜି ବିଜେଡିରେ ଯୋଗଦେଇଛନ୍ତି ଘରୋଇ ବସ ମାଲିକ ସଂଘ ସମ୍ପାଦକ ନରେନ୍ଦ୍ର ବିହାରୀ ଦାସ। ନରେନ୍ଦ୍ରଙ୍କ ସମେତ ଶତାଧିକ ସମର୍ଥକ ଆଜି ବିଜେଡିରେରେ ସାମିଲ ହୋଇଛନ୍ତି। ମିଶ୍ରଣ…

ଉପନିର୍ବାଚନ: ଆଜି ପ୍ରଚାର ମଇଦାନକୁ…

ଭୁବନେଶ୍ବର: ଆସନ୍ତା ନଭେମ୍ବର ୩ ତାରିଖରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ। ସମୟ ଯେତେ ପାଖଉଛି ବିଭିନ୍ନ ଦଳ ପକ୍ଷରୁ ପ୍ରଚାର କାର୍ଯ୍ୟ ଜୋରଦାର ହେଉଛି। ଭିନ୍ନ ଭିନ୍ନ ପ୍ରସଙ୍ଗରେ ଉଷୁମ ହେଉଛି ଉପନିର୍ବାଚନ। ଏହାରି ଭିତରେ ଆଜି ଠାରୁ ବିଜେଡ଼ିର ପ୍ରଚାର ମଙ୍ଗ ଧରିବେ ଦଳର ସୁପ୍ରିମୋ ନବୀନ…

ଉପନିର୍ବାଚନ: ବିଜେଡ଼ି ନାଁରେ ଫେରାଦ ହେଲା…

ଭୁବନେଶ୍ୱର: ବାଲେଶ୍ୱରରେ ବିଜେଡ଼ି ପକ୍ଷରୁ ଆଚରଣ ବିଧି ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରି ବିଜେପି ଜିଲ୍ଲାପାଳଙ୍କୁ ଫେରାଦ ହୋଇଛି। ପ୍ରଦୀପ୍ତ ନାୟକ ଓ ଲେଖାଶ୍ରୀ ସାମନ୍ତସିଂହାର ବିଜେଡି ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ କରି ଜିଲ୍ଲାପାଳଙ୍କୁ ଫେରାଦ ହୋଇଛନ୍ତି। ବାଲେଶ୍ୱରର…

ଉପନିର୍ବାଚନ: ଭର୍ଚୁଆଲ ପ୍ରଚାର କରିବେ…

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମାହୋଲ ଏବେ ସରଗରମ। ସବୁ ଦଳ ଉପନିର୍ବାଚନ ପ୍ରଚାର ନିମନ୍ତେ ଜୋରଦାର୍ ଲାଗିଛନ୍ତି। ନିକଟରେ ବିଜେପି ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ରାଲି କରିଥିବା ବେଳେ ଉପନିର୍ବାଚନ ପ୍ରଚାର ନିମନ୍ତେ ବିଜେଡି ସୁପ୍ରିମୋ ନବୀନ…

ଧର୍ମେନ୍ଦ୍ରଙ୍କ ଭର୍ଚୁଆଲ ଜନସଭା, ରାଜ୍ୟ…

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲରେ ସରଗରମ ହେଉଛି ଉପନିର୍ବାଚନ ତାତି। ଉପନିର୍ବାଚନ ପାଇଁ ଚାଲିଛି ଛକାପଞ୍ଛା। ଏଥିସହ ଜୋର ଧରିଲାଣି ପ୍ରଚାର କାର୍ଯ୍ୟ। କରୋନା କଟକଣା ମଧ୍ୟରେ ବିଭିନ୍ନ ଦଳର ଦଳୀୟ ପ୍ରାର୍ଥୀ ବିକାଶକୁ ମୁଦ୍ଧା କରି ନିଜ ସପକ୍ଷରେ ଭୋଟ ଭିକ୍ଷା କରୁଛନ୍ତି । ଆଉ ବିଭିନ୍ନ ଦଳର…

ସରକାରୀ କଳକୁ ବ୍ୟବହାର କରି ଭୋଟରଙ୍କୁ…

ବାଲେଶ୍ୱର: ବାଲେଶ୍ୱର ଉପନିର୍ବାଚନରେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାସକ ବିଜେଡି ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ କରିଛି। ସରକାରୀ କଳକୁ ବ୍ୟବହାର କରି ବିଜେଡି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଛି, ଯାହାକି ସଂପୂର୍ଣ୍ଣଭାବେ ବେନିୟମ ଓ ବେଆଇନ। ଏହା ବିରୁଦ୍ଧରେ ବିଜେପିର ଏକ ପ୍ରତିନିଧି ଦଳ…