ଖବୁଶୀଘ୍ର ରାଜ୍ୟ ମନ୍ତ୍ରିମଣ୍ଡଳର…
ଭୁବନେଶ୍ବର: ନିକଟରେ ଶେଷ ହୋଇଛି କେନ୍ଦ୍ର କ୍ୟାବିନେଟର ନବକଳେବର। ଏବେ ରଥଯାତ୍ରା ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନ ହେବ ବୋଲି ପାଓ୍ବାର କରିଡରରେ ଆରମ୍ଭ ହେଲାଣି ଚର୍ଚ୍ଚା। ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ତାଙ୍କର ନୂଆ ଟିମ୍ ଗଢ଼ିବାକୁ ଯାଉଛନ୍ତି ବୋଲି ବିଶେଷ ସୂତ୍ରରୁ ପ୍ରକାଶ ପାଇଛି।…