ଚିଟଫଣ୍ଡ ମାମଲାର ତଦନ୍ତରେ ବିଳମ୍ବ,…
ଓଏଲ୍ ବ୍ୟୁରୋ : ଦୀର୍ଘଦିନ ହେବ ଲାଗିରହିଥିବା ଚିଟଫଣ୍ଡ ମାମଲାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ। ଓଡ଼ିଶା ଚିଟଫଣ୍ଡ ମାମଲାର ଖଣ୍ଡପୀଠରେ ଶୁଣାଣୀ ବେଳେ କାହିଁକି ଜମାକାରୀଙ୍କୁ ଟଙ୍କା ଫେରସ୍ତ କରାଯାଉନି ବୋଲି ପ୍ରଶ୍ନ କରିଛନ୍ତି ମାନ୍ୟବର ନ୍ୟାୟାଳୟ। ଇଡି ସିବିଆଇ ତଦନ୍ତ କରୁଥିବା…