Odisha Link
Bridging the Missing Links in Odisha
Browsing Tag

CDPO

ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ…

ଧର୍ମଗଡ଼: ଲାଞ୍ଚ ନେବା ପଡ଼ିଲା ମହଙ୍ଗା । ଅଙ୍ଗନବାଡ଼ି କର୍ମୀଙ୍କ ଠାରୁ ୫୦୦୦ ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ପଡ଼ିଲେ କୋକସରା ସିଡିପିଓ। ଭିଜିଲାନ୍ସ ତାଙ୍କଠାରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ଆଲୋଚନା ହେଉଛି। ସୂଚନା ଅନୁସାରେ, ୩ ମାସର ବକେୟା ଦରମା କରାଇଦେବା ପାଇଁ…

ନିଲମ୍ବିତ ହେଲେ ନନ୍ଦପୁର ସିଡିପିଓ

ଭୁବନେଶ୍ବର: ନିଲମ୍ବିତ ହେଲେ ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କୋରାପୁଟ ଜିଲ୍ଲାପାଳ ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ରଙ୍କୁ ନିଲମ୍ବନ କରିଛନ୍ତି। ଲାଞ୍ଚ ନେବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରାପଡିଥିଲେ ସିଡିପିଓ। ଏକ ଏସଏଚଜି ଗ୍ରୁପଠାରୁ ୧ଲକ୍ଷ…

ନିଲମ୍ବିତ ହେଲେ ବୈପାରୀଗୁଡ଼ା ସିଡିପିଓ

ଜୟପୁର: ନିଲମ୍ବିତ ହେଲେ ସରକାରୀ ଅଫିସର। ଦୁର୍ନୀତି ଅଭିଯୋଗରେ ବୈପାରୀଗୁଡ଼ା ସିଡିପିଓ ସୁରମା ମହାପାତ୍ରଙ୍କୁ ନିଲମ୍ବନ କରାଯାଇଛି। ମହିଳା ଓ ଶିଶୁକଲ୍ୟାଣ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ହରେକୃଷ୍ଣ ପ୍ରଧାନ ସୂଚନା ଦେଇଛନ୍ତି। ଶ୍ରୀମତି ମହାପାତ୍ରଙ୍କ…