Odisha Link
Bridging the Missing Links in Odisha
Browsing Tag

CM Naveeen patnaik

ଆଜି ଅପରାହ୍ନରେ ବାତ୍ୟାଞ୍ଚଳ ଏରିଏଲ…

ଭୁବନେଶ୍ୱର: ଆଜି ଅପରାହ୍ନରେ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆକାଶମାର୍ଗରୁ ବାତ୍ୟା ‘ୟଶ’ ପରର ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ପ୍ରଭାବିତ ଅଞ୍ଚଳ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରପଡାରେ ସେ ସ୍ଥିତି ଅନୁଧ୍ୟାନ କରିବେ। ୧୨.୩୦ରେ ସମୟରେ ମୁଖ୍ୟମନ୍ତ୍ରୀ ଏହି…

ବାତ୍ୟା ମୁକାବିଲା ବେଳେ ଦୟାକରି ରାଜ୍ୟ…

ଭୁବନେଶ୍ବର: ବାତ୍ୟା ୟାସ୍ ମୁକାବିଲା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମୀକ୍ଷା ବୌଠକରେ ଭିସି ଜରିଆରେ ବିସ୍ତୃତ ବିବରଣୀ ରଖିଛନ୍ତି ମୁଖ୍ୟ ଶାସନ ସଚିବ ଏବଂ ଏସଆରସି। ଏଥିସହ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ନବୀନ…

ଆଜି ଅପରାହ୍ନରେ ବାତ୍ୟା ସ୍ଥିତି ସମୀକ୍ଷା…

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୟାସ୍ ଅତି ଭୀଷଣ ସାମୁଦ୍ରିକ ଝଡର ରୂପ ନେଇ ଓଡିଶା ମୁହାଁ ହେଉଛି। ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଥିବା ବେଳେ ପ୍ରଶାସନ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରୁଛି।  ବାତ୍ୟା ୟାସ୍‌ ନେଇ ଏସଆରସି କଣ୍ଟ୍ରୋଲ ରୁମରୁ ବାତ୍ୟା…

କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୭ ସୂତ୍ରୀ ପରାମର୍ଶ। କୋଭିଡ୍ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ, ଡିଜିପି, ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳ ଓ ଏସପିଙ୍କ ସହ କଥା ହୋଇଛନ୍ତି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ସଂକ୍ରମଣ ମାମଲା ବଢ଼ି ଚାଲିଛି। କୋଭିଡ୍…

ନଭିମୁମ୍ବାଇ ମହାନଗର ନିଗମକୁ ଓଡ଼ିଶା ଭବନ…

ଭୁବନେଶ୍ୱର: କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇରେ ରୋଗୀଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସଙ୍ଗରୋଧ ନିମନ୍ତେ ନଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଅପ୍ରେଲରୁ ବ୍ୟବହାର କରି ଆସୁଥିଲେ। ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ୧୬ ହଜାର ଟଙ୍କା…

କୋଭିଡ଼ ପରିଚାଳନା: ୩ ଜିଲ୍ଲା ପାଇଁ…

ଭୁବନେଶ୍ବର: ରାଜ୍ୟରେ ହୁହୁ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ ହାର। ଏହାକୁ ଦୃଷ୍ଟିରେ ରଖି କୋଭିଡ଼ ପରିଚାଳନା ପାଇଁ ୩ ଜିଲ୍ଲାକୁ ୭ କୋଟି ମଞ୍ଜୁର କରିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହୟତା ଅର୍ଥ ପ୍ରଦାନ କରାଯାଇଛି। ପୁରୀ ପାଇଁ ପୂର୍ବରୁ ୧୪କୋଟି…

ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ…

ବ୍ରହ୍ମପୁର: ବ୍ରହ୍ମପୁର ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା। ଅଟୋନମସ କଲେଜ ଭାବେ ଥିବା ଖଲ୍ଲିକୋଟ କଲେଜକୁ ଆଜି ଏକକ ବିଶ୍ୱବିଦ୍ୟାଳୟ ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏହି ସୂଚନା ଦିଆଯାଇଛି।…

କୋଭିଡ୍: କଟକ ପାଇଁ ୧୦ କୋଟି ଟଙ୍କା…

କଟକ: ରାଜ୍ୟରେ କରୋନା ସଂକ୍ରମଣ ହାର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ କଟକ ମ୍ୟୁନିସିପାଲିଟି ଅଞ୍ଚଳରେ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି କୋଭିଡ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ଘୋଷଣା କରିଛନ୍ତି।…

ଜୁଏଲ୍ ଓରାମ୍‌ଙ୍କୁ କରୋନା

ଭୁବନେଶ୍ବର: ସାଂସଦ ଜୁଏଲ୍ ଓରାମ୍‌ଙ୍କୁ କରୋନା। ଜୁଏଲ୍ ଓରାମ୍‌‌ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ଟୁଇଟ ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି। ଯେଉଁମାନେ କିଛି ଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର କରୋନା ପରୀକ୍ଷା କରାଇ ନିଅନ୍ତୁ ଏବଂ…

ଟିକା ପାଇଁ ମୋଦିଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ବର: ପୁଣି ନିଜର କାୟା ବିସ୍ତାର କଲାଣି ମହାମାରୀ କରୋନ। ଦିନୁ ଦିନ ଆକ୍ରାନଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହି ସମୟରେ ଟିକାକରଣକୁ ଗୁରୁତ୍ୱ ଦିଆଯାଉଥିବା ବେଳେ କରୋନା ଟିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ୪୫ ବର୍ଷରୁ…