Odisha Link
Bridging the Missing Links in Odisha
Browsing Tag

CM Naveeen patnaik

ମାଟି ଅତଡ଼ା ଧସି ୩ ମହିଳା ମୃତ ଘଟଣା: …

ଭୁବନେଶ୍ବର: କୋରାପୁଟ ଜିଲ୍ଲା ପଟାଙ୍ଗୀ ଅନ୍ତର୍ଗତ ପଡ଼ାଗୁଡ଼ା ଚୂନମାଟି ଅତଡା ଧସି ୩ ଜଣଙ୍କ ମୃତ୍ୟୁ ଘଟଣା। ମୃତକଙ୍କ ପରିବାରକୁ ୫ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା। ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ଘଟଣାରେ ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ…

ମେ ୧୫ରୁ ବିଭିନ୍ନ ବିଭାଗର କାର୍ଯ୍ୟ…

ଭୁବନେଶ୍ବର: ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ଉପରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ମେ ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରୁଛି। ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନରେ…

ମାସ୍କ ନପିନ୍ଧିଲେ ୨ ହଜାର ଫାଇନ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଥିବା ବେଳେ ମାସ୍କ ପିନ୍ଧିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ଆଜିଠାରୁ ରାଜ୍ୟରେ ୧୪ ଦିନ ଲାଗି ମାସ୍କ ଅଭିଯାନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେବା ସହ ମାସ୍କ ନପିନ୍ଧିଲେ ୨ ଗୁଣ ଜରିମାନା ଦେବାକୁ ପଡ଼ିବ ବୋଲି କହିଛନ୍ତି। ଏହାପରେ…

ମାସ୍କ ନପିନ୍ଧିଲେ ୨ ଗୁଣା ଜରିମାନା:…

ଭୁବନେଶ୍ୱର: ପୁଣି ଘାରିଛି କରୋନାର ଦ୍ବିତୀୟ ଲହରୀ। ଏହାକୁ ଦୃଷ୍ଟିରେ ରଖି ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ଷେରୁ ଅଧିକ ସମୟ ହେଲା ସାରା ବିଶ୍ୱ ଏକ ଅସାଧାରଣ ପରିସ୍ଥିତି ଦେଇ ଗତି କରୁଛି। ମାନବ ଇତିହାସରେ ଏଭଳି ସଂକଟ ନିକଟ ଅତୀତରେ କେବେ ବି…

ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ…

ଭୁବନେଶ୍ୱର: ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କରୋନା ସମ୍ପର୍କରେ ରାଜ୍ୟବାସୀଙ୍କୁ କିଛି ପରାମର୍ଶ ଦେଇପାରନ୍ତି ବୋଲି ଆଶା କରାଯାଉଛି। ରାଜ୍ୟରେ ଏବେ ହୁ ହୁ ପଢିବାରେ ଲାଗିଛି କରୋନା ସଂକ୍ରମଣ ହାର। ଦିନକୁ ଦିନ କରୋନା ଲମ୍ବଡିଆଁ…