Odisha Link
Bridging the Missing Links in Odisha
Browsing Tag

Cm Naveen Patnaik

ପରିବହନ ବ୍ୟବସ୍ଥାରେ ସୁଦୃଢ଼ତା; ଆଜି ଆଉ…

ଓଏଲ୍‌ ବ୍ୟୁରୋ: ଆହୁରି ସୁଗମ ହେବ ପରିବହନ ବ୍ୟବସ୍ଥା। ଆଜି ଆଉ ୫ଟି ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। କଟକ, ସମ୍ବଲପୁର, ଝାରସୁଗୁଡା, କନ୍ଧମାଳ, ସୋନପୁର ଗ୍ରାମାଞ୍ଚଳବାସୀଙ୍କୁ ଉନ୍ନତ ଗମନାଗମନ ସେବା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ…

ସୁଗମ ହେବ ପରିବହନ ବ୍ୟବସ୍ଥା; ଆଜି ଆଉ…

ଓଏଲ୍‌ ବ୍ୟୁରୋ: ଆହୁରି ସୁଗମ ହେବ ପରିବହନ ବ୍ୟବସ୍ଥା। ଆଜି ଆଉ ୫ଟି ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀ ଗ୍ରାମାଞ୍ଚଳବାସୀଙ୍କୁ ଉନ୍ନତ ଗମନାଗମନ ସେବା ପ୍ରଦାନ କରିବା ପାଇଁ…

ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି ସୁଯୋଗ;…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ହେବ ବିଶ୍ୱ ମାନଚିତ୍ରରେ ଏକ ସମୃଦ୍ଧ ଶିଳ୍ପଶକ୍ତି। ଯୁବବର୍ଗଙ୍କ ପାଇଁ ରାଜ୍ୟରେ ଶିଳ୍ପାୟନ ଦ୍ଵାରା ସୃଷ୍ଟି ହେବ ବ୍ୟାପକ ନିଯୁକ୍ତି ସୁଯୋଗ। ଆଜି ପାରାଦୀପରେ ମୁଖ୍ୟମନ୍ତ୍ରୀ ୩ଟି ନୂତନ ପ୍ରକଳ୍ପର ଶୁଭାରମ୍ଭ କରିବାକୁ ଯାଉଛନ୍ତି।

କଟକରୁ ବିଧାୟକ ହେବେ ଅରିନ୍ଦମ!

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଓଡ଼ିଶା ରାଜନୀତି ସରଗରମ। ବିଭିନ୍ନ ଦଳ ସାଧାରଣ ନିର୍ବାଚନକୁ ନଜରରେ ରଖି ରଣନୀତି ପ୍ରସ୍ତୁତ କରୁଥିବା ବେଳେ ରାଜ୍ୟସଭା ନିର୍ବାଚନକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଫେବ୍ରୁଆରୀ ୨୭ରେ ଅନୁଷ୍ଠିତ ହେବ ରାଜ୍ୟସଭା ନିର୍ବାଚନ। ଓଡ଼ିଶାରୁ ୩ଜଣ…

ନାମାଙ୍କନ ଭରିଲେ ଶୁଭାଶିଷ ଓ ଦେବାଶିଷ;…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏହାରି ମଧ୍ୟରେ ଆଗାମୀ ରାଜ୍ୟସଭା ନିର୍ବାଚନ…

ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍…

ଓଏଲ୍‌ ବ୍ୟୁରୋ: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ। ୨୦୨୪ ବର୍ଷ ପାଇଁ ଏହା ଦ୍ଵିତୀୟ କ୍ୟାବିନେଟ୍ ବୈଠକ ହେବ। ଆଜି ଅପରାହ୍ନରେ ଲୋକସେବା ଭବନରେ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ…

ରୂପାନ୍ତରଣରେ ସଜେଇ ହେଉଛି ସାରା ରାଜ୍ୟ;…

ଓଏଲ୍‌ ବ୍ୟୁରୋ: ରୂପାନ୍ତରଣରେ ସଜେଇ ହେଉଛି ସାରା ରାଜ୍ୟ। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ଗୁଣାତ୍ମକ ଶିକ୍ଷାଦାନ ଜରିଆରେ ସୁନିଶ୍ଚିତ ହେଉଛି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ। ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ଯାଜପୁର ଜିଲ୍ଲାର ଆଉ ୮୭ଟି ରୂପାନ୍ତରିତ…

ଆଜି ୫ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍;…

ଓଏଲ୍‌ ବ୍ୟୁରୋ: ଆହୁରି ସୁଗମ ହେବ ପରିବହନ ବ୍ୟବସ୍ଥା। ଆଜିଠୁ ଆଉ ୫ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍। ବରଗଡ଼, ସୁନ୍ଦରଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍। ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ କରିବେ। ପ୍ରାଥମିକ ପର୍ଯ୍ୟାୟରେ ଗାଁରୁ ବ୍ଲକ୍…

ରାଜ୍ୟ ସରକାରଙ୍କ ନିଯୁକ୍ତି ପର୍ବ: ଆଜି…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍ଓ ପରୀକ୍ଷାରେ ୭୧୬ଜଣ ସହକାରୀ ଉପବିଭାଗ ଅଧିକାରୀ ପଦବୀ ପାଇଁ ଉତ୍ତୀର୍ଣ୍ଣ ହୋଇଛନ୍ତି। ତେବେ ଆଜି ଓଡ଼ିଶା ସଚିବାଳୟ ସେବା କ୍ୟାଡରରେ ୭୧୬ଜଣ ସହକାରୀ ଉପବିଭାଗ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ପ୍ରଦାନ କରିବାକୁ…

ଏଥର ନିର୍ବାଚନ ଲଢ଼ିବିନି: ପାଣ୍ଡିଆନ

ଓଏଲ୍‌ ବ୍ୟୁରୋ: ଭାରତୀୟ ପ୍ରଶାସନିକ ସେବାରୁ ସ୍ବେଚ୍ଛାକୃତ ଅବସର ନେଇ ରାଜ୍ୟର ଉନ୍ନତିରେ ଲାଗିପଡିଛନ୍ତି ୫ଟି-ଅଧ୍ୟକ୍ଷ। ଆଗାମୀ ନିର୍ବାଚନରେ ସେ ଲଢ଼ିବେ ନା ନାହିଁ ଚର୍ଚ୍ଚା ହେଉଥିବାବେଳେ ଏନେଇ ସ୍ପଷ୍ଟୀକରଣ ରଖିଛନ୍ତି। ଜାତୀୟ ଖବର ସରବରାହ ସଂସ୍ଥା ANIକୁ ପ୍ରଥମଥର ଭି.କେ ପାଣ୍ଡିଆନ ସାକ୍ଷାତକାର…