Odisha Link
Bridging the Missing Links in Odisha
Browsing Tag

Cm naveen pattnaik

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନ ପାଇବେ…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ୩ରୁ ଆରମ୍ଭ ହେବାକୁ ଯାଉଛି ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ଫେବ୍ରୁଆରୀ ୩ରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ…

ଆଜି ଲୋକାର୍ପିତ ହେବ ଓଡ଼ିଆ…

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଆ ବିଶ୍ବବିଦ୍ୟାଳୟର ଲୋକାର୍ପଣ ଉତ୍ସବ। ଏହାକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୯ ଏକର ଜାଗାରେ ନିର୍ମିତ ହୋଇଛି ଓଡ଼ିଆ ବିଶ୍ବବିଦ୍ୟାଳୟ। ଶାନ୍ତି ନିକେତନ ବିଶ୍ୱଭାରତୀରେ ପ୍ରଫେସର ଭାବେ କାର୍ଯ୍ୟରତ ଥିବା ପ୍ରଫେସର ସବିତା ପ୍ରଧାନଙ୍କୁ ଓଡ଼ିଆ…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ;…

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବାବେଳେ ଏହି ବୈଠକରେ ଗରୁତ୍ୱପୂର୍ଣ ପ୍ରସ୍ତାବରେ ମୋହର ଲାଗିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକାଧିକ ପ୍ରସ୍ତାବକୁ ମିଳିପାରେ କ୍ୟାବିନେଟ ମଞ୍ଜୁରୀ। ନିକଟରେ…

ଆହୁରି ସଶକ୍ତ ହେବେ ମହିଳା, ମିଶନଶକ୍ତି…

ଓଏଲ୍‌ ବ୍ୟୁରୋ: ଆହୁରି ସଶକ୍ତ ହେବେ ମହିଳା। ମହିଳାମାନଙ୍କ ଆର୍ଥିକ ବିକାଶ ସହିତ ସେମାନଙ୍କୁ ଆତ୍ମନିର୍ଭରଶୀଳ ଓ ସ୍ୱାବଲମ୍ବୀ କରିବା ଲାଗି ରାଜ୍ୟ ସରକାର ମିଶନଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ କହିଛନ୍ତି, ମିଶନଶକ୍ତି ସ୍କୁଟର ଯୋଜନାର…

ରାୟଗଡ଼ା କଲଭର୍ଟ ଭୁଶୁଡ଼ି ୫ମୃତ୍ୟୁ ଘଟଣା:…

ଓଏଲ୍‌ ବ୍ୟୁରୋ: ଆଜି ସକାଳେ ରାୟଗଡ଼ା କଲ୍ୟାଣସିଂହପୁର ନିକଟରେ ଏକ ନିର୍ମାଣଧିନ କଲଭର୍ଟ ଛାତ ଭୁଶୁଡ଼ିଯିବାରୁ ସକାଳେ ୫ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ଥିବା ଜଣାପଡ଼ିଛି। ଏହି ଅଭାବନୀୟ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ଆତ୍ମୀୟଙ୍କ ପାଇଁ…

୫ ଟଙ୍କାରେ ସୁଷମ ଖାଦ୍ୟ, ‘ଆହାର’…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟି'ରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର ପାଇଁ ୨୨୮.୭୬…

୫-ଟି ଆଧାରରେ ପୁନଃନିର୍ମାଣ ହେବ ବାହାନଗା…

ଓଏଲ୍‌ ବ୍ୟୁରୋ: ବାହାନଗା ରେଳ ଦୁର୍ଘଟଣା ପରେ ମୃତଦେହ ରଖା ଯାଇଥିବା ସ୍କୁଲ ଘର ଭଙ୍ଗାଯାଉଛି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଏନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ୫-ଟି ଆଧାରରେ ପୁନଃନିର୍ମାଣ ହେବ ବାହାନଗା ହାଇସ୍କୁଲ। ସ୍କୁଲ ପରିସରରେ ଥିବା ପ୍ରାଥମିକ ସ୍କୁଲ ସଂପୂର୍ଣ୍ଣ ଭଙ୍ଗାଯିବ।…

ଜୁନ୍ ୧୩ରେ ସମନ୍ବୟ ବୈଠକ, ରଥଯାତ୍ରା…

ଓଏଲ୍‌ ବ୍ୟୁରୋ: ରଥଯାତ୍ରା ପାଇଁ ଚଳଚଞ୍ଚଳ ପୁରୀର ରଥଖଳା। ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଆଉ ରହିଲା ୧୨ ଦିନ। ତିନି ଠାକୁରଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ରଥଯାତ୍ରା ପୂର୍ବରୁ ଆସନ୍ତା ୧୩ ତାରିଖ ପୂର୍ବାହ୍ଣ ୧୧ଟାରେ ରଥଯାତ୍ରା ତୃତୀୟ ତଥା…

ବାହାନଗା ଟ୍ରେନ୍ ଦୁର୍ଘଟଣା ନେଇ…

ଓଏଲ୍‌ ବ୍ୟୁରୋ: ଗତକାଲି ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ବାହାନଗାରରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଦୁର୍ଘଟଣା ପରେ ଅନେକ ଜୀବନ ଚାଲିଯାଇଥିବାବେଳେ ମେଡିକାଲ ବେଡ଼ରେ ମରଣ ସହ ଲଢେଇ କରୁଛନ୍ତି ଶହ ଶହ ଆହତ। ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି…

ବାଲେଶ୍ବର ଟ୍ରେନ୍‌ ଦୁର୍ଘଟଣା: ବଢୁଛି…

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଛି। ଏଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଗତକାଲି ଘଟିଥିବା ଏହି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାର…