Odisha Link
Bridging the Missing Links in Odisha
Browsing Tag

Cm naveen pattnaik

ସାରସକଣା ସଡ଼କ ଦୁର୍ଘଟଣା: ମୃତକଙ୍କ…

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛଇ। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣ ଓଡ଼ିଶାର ଅଧିବାସୀ ଏବଂ ଆଉ ଜଣେ ହେଉଛନ୍ତି ଝାଡଖଣ୍ଡର ଅଧିବାସୀ। ମୃତକଙ୍କ ପରିବାରକୁ…

ଆଜି ସୁନ୍ଦରଗଡ଼ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ପୂର୍ବାହ୍ନ…

ଏଣିକି ଅନଲାଇନରେ ହେବ ଲର୍ଣ୍ଣିଂ…

ଭୁବନେଶ୍ୱର:  ଅନ ଲାଇନରେ ହେବ ଲର୍ଣ୍ଣିଂ ଲାଇସେନ୍ସ। ରାଜ୍ୟରେ ସବୁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ କାଗଜବିହୀନ ହେବ। ୯ଟି ଅନଲାଇନ ସେବାର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ରାଜ୍ୟ ଭାବେ ଲର୍ନର ଲାଇସେନ୍ସ ପାଇଁ ମୋବାଇଲ ଆପ୍ କରିଛି ଓଡିଶା ।

ପୁରୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘ ଦିନ ପରେ ପ୍ରଥମଥର ପାଇଁ ଶ୍ରୀମନ୍ଦିର ଆସିଛନ୍ତି ମୁଖ୍ୟମନ୍ତ୍ରୀ। ଏହାପୂର୍ବରୁ ପୁରୀ ମନ୍ଦିର ପାଖକୁ ଯାଇଥିଲେ ମଧ୍ୟ କଟକଣା ପାଇଁ ମନ୍ଦିର ଭିତରକୁ ଯାଇନଥିଲେ ନବୀନ। କେବଳ ବିକାଶମୂଳକ କାର୍ଯ୍ୟର…

ଶିଶୁ ଓ ମହିଳାଙ୍କ ବିରୋଧରେ ଅପରାଧ…

ଭୁବନେଶ୍ବର: ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି। ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ ଦୃଷ୍ଟିରେ…

ଆସନ୍ତାକାଲି କଟକ ଯିବେ ମୁଖ୍ୟମନ୍ତ୍ରୀ

କଟକ: ଆସନ୍ତାକାଲି କଟକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ। କଟକ ଓଡ଼ିଆ ବଜାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ୍‌ଙ୍କ ବାସଭବନରେ ପହଞ୍ଚି, ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହା ପରେ ନେତାଜୀଙ୍କ ନାମରେ ଖାନନଗରରେ ହେବାକୁ ଯାଉଥିବା ଅନ୍ତଃରାଜ୍ୟ ବସ ଟର୍ମିନାଲର ଶିଳାନ୍ୟାସ…

ଭାରତୀୟ ମହିଳା ହକି ଦଳରେ ୪ ଓଡ଼ିଆ

ଭୁବନେଶ୍ୱର: ଭାରତୀୟ ମହିଳା ହକି ଦଳରେ ୪ ଓଡ଼ିଆ। ହକି ଇଣ୍ଡିଆ ପକ୍ଷରୁ ୨୫ ଜଣିଆ ମହିଳା ଦଳ ଆର୍ଜେଣ୍ଟିନା ଟୁର୍ ପାଇଁ ଘୋଷଣା କରାଯାଇଛି। ଆଜି ଭାରତୀୟ ମହିଳା ହକି ଦଳ ଆର୍ଜେଣ୍ଟିନା ଅଭିମୁଖେ ଯାତ୍ରା କରିଛି। କରୋନା କାଳରେ ଦେଶ ବାହାରେ ଭାରତୀୟ ମହିଳା ହକି ଦଳର ଏହା ପ୍ରଥମ ମ୍ୟାଚ୍। ଏହି ଟିମ୍‌ରେ ୪…

ମୁଖ୍ୟମନ୍ତ୍ରୀଙ୍କ ୨୮୯ କୋଟିର ପ୍ୟାକେଜ…

ଭୁବନେଶ୍ୱର: ଦୀର୍ଘ ନଅ ମାସ ହେଲା ମହାମାରୀ କରୋନା ରାଜ୍ୟବାସୀଙ୍କ ଆର୍ଥିକ ମେରୁ ଦଣ୍ଡକୁ ଭାଙ୍ଗି ଦେଇଥିବା ବେଳେ ଏଥିରୁ ନିସ୍ତାର ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ୟାକେଜ ଘୋଷଷଣା କରିଛନ୍ତି। ମଧ୍ୟମ, କ୍ଷୁଦ୍ର ଓ ଅଣୁ ଶିଳ୍ପ ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏମଏସଏମଇ…

ଆଜି ଏକାମ୍ରକ୍ଷେତ୍ରର ଉନ୍ନତିକରଣ ନେଇ…

ଭୁବନେଶ୍ବର: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲିଙ୍ଗରାଜ ମନ୍ଦିର ଗ୍ରସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଲିଙ୍ଗରାଜ ମନ୍ଦିର ଗସ୍ତ କରି ଏକାମ୍ରକ୍ଷେତ୍ର ଉନ୍ନତିକରଣର ସମୀକ୍ଷା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିରର ଚତୁଃପାର୍ଶ୍ବ ବୁଲି…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି। କୋଭିଡ ସ୍ଥିତିରେ ଜାତୀୟ ସ୍ତରରେ ଗାଇଡଲାଇନ ପାଇଁ ମୁଖ୍ୟମନ୍ତ୍ରୀ ଚିଠିରେ କହିଛନ୍ତି। ବୋର୍ଡ ପରୀକ୍ଷା ପାଇଁ ଟାଇମ…