Odisha Link
Bridging the Missing Links in Odisha
Browsing Tag

CM

ବରମୁଣ୍ଡା ବସଷ୍ଟାଣ୍ଡରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମାଷ୍ଟର ପ୍ଲାନ ଦେଖିବା ସହ କାମର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ। ବରମୁଣ୍ଡା ବସଷ୍ଟାଣ୍ଡରେ ପହଞ୍ଚି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଆନ୍ତର୍ଜାତୀକ ସ୍ତରରେ ବସଷ୍ଟାଣ୍ଡ ପାଇଁ ରାଜ୍ୟ ସରକାର ଯୋଜନା କରିଥିଲେ ଆଉ…

ହାଥରସ ଧର୍ଷଣ ଘଟଣାର ସିବିଆଇ ତଦନ୍ତ…

ଲକ୍ଷ୍ନୌ: ଆଜି ପ୍ରବଳ ପ୍ରତିରୋଧ ସତ୍ତ୍ବେ ଉତ୍ତରପ୍ରଦେଶର ହାଥରସରେ ଧର୍ଷିତାଙ୍କ ପରିବାର ବର୍ଗଙ୍କୁ ଭେଟିଛନ୍ତି କଂଗ୍ରେସ ନେତା ରାହୁଳ ଗାନ୍ଧୀ ଓ ପ୍ରିୟଙ୍କା ଭଦ୍ରା। ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ନ ମିଳିବା ଯାଏଁ କଂଗ୍ରେସର ଲଢ଼େଇ ଜାରି ରହିବ ବୋଲି ପ୍ରିୟଙ୍କା ଗଣମାଧ୍ୟମକୁ କହିବାର କିଛି ସମୟ ପରେ…

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ…

ଲକ୍ଷ୍ନୌ: ଶୁକ୍ରବାର ସଂଧ୍ୟାରେ କଡ଼ା ନିରାପତ୍ତା ମଧ୍ୟରେ ଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟ "ଲୋକଭବନ" ସାମନାରେ ଦୁଇଜଣ ମହିଳା ଆତ୍ମାହୂତି ଉଦ୍ୟମ କରିଛନ୍ତି। ସମ୍ପର୍କରେ ମା' ଓ ଝିଅ ଏହି ଦୁଇ ମହିଳା ଦେହରେ ନିଆଁ ଲଗାଇ ଦେଇଥିଲେ। କାର୍ଯ୍ୟରତ ସୁରକ୍ଷାକର୍ମୀ ତୁରନ୍ତ ସେମାନଙ୍କୁ…

ଆଜି ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ କଥା…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସର ମୁକାବିଲା କରିବା ପାଇଁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର। ଏପରିକି ୩ ମେ' ପର୍ଯ୍ୟନ୍ତ ସାରା ଦେଶ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାରି ମଧ୍ୟରେ ଆଜି ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହିତ କଥାହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କରୋନା ମୁକାବିଲା ଓ…

ସଙ୍କଟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ,…

ମୁମ୍ବାଇ: ମହାମାରୀ କରୋନା ଭାଇରସ୍‌ ଦିନକୁ ଦିନ ଭାରତରେ କାୟା ବିସ୍ତାର କରିବାରେ ଲାଗିଛି। ଏହି ଭାଇରସ୍‌ ଦ୍ବାରା ସବୁଠୁ ପ୍ରଭାବିତ ରାଜ୍ୟ ହେଉଛି ମହାରାଷ୍ଟ୍ର। ଏହାରି ମଧ୍ୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଆସନକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାଜ୍ୟପାଳଙ୍କ ଦ୍ୱାରା ଉଦ୍ଧବ…

କ୍ବାରାଣ୍ଟିନ୍‌ରେ ଗୁଜରାଟ ମୁଖ୍ୟମନ୍ତ୍ରୀ

ଅହମଦାବାଦ: ଆତ୍ମ ଏକାନ୍ତବାସରେ ରହିଲେ ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ। କରୋନା ଆକ୍ରାନ୍ତଙ୍କ ସହ ମିଶିବା ପରେ ଗତକାଲି ଠାରୁ ସେ ଏକାନ୍ତବାସରେ ଅଛନ୍ତି। ମଙ୍ଗଳବାର ଦିନ କଂଗ୍ରେସ ବିଧାୟକ ଇମ୍ରାନ ଖେଡ଼ାଓ୍ବାଲା ଓ ଅନ୍ୟ ୨ ଜଣ କଂଗ୍ରେସ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ…

କରୋନା: ସଚେତନତା ବାର୍ତ୍ତା ଦେଲେ…

ଭୁବନେଶ୍ବର: ଦିନକୁ ଦିନ ଭାରତରେ କାୟା ବିସ୍ତାର କରୁଛି କରୋନା ଭାଇରସ୍। ଏପର୍ଯ୍ୟନ୍ତ ଭାରତର ୧୦୮ ଜଣ ଲୋକ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। କରୋନାକୁ ନେଇ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ଲୋକଙ୍କୁ ସଚେତନତା କରିବାକୁ ଚେଷ୍ଟା କରୁଛନ୍ତି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାକୁ…

ଦିନ ୨ଟାରେ ଶକ୍ତି ପରୀକ୍ଷା ଦେବେ ଉଦ୍ଧବ

ମୁମ୍ବାଇ: ଆଜିଠାରୁ ମହାରାଷ୍ଟ୍ର ବିଧାନସଭାର ୨ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ଅନ୍ୟପଟେ ଆଜି ଦିନ ୨ଟାରେ ବିଧାନସଭାରେ ଶକ୍ତି ପରୀକ୍ଷା ଦେବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଆଜି ବୃହରେ ବହୁମତ ଦର୍ଶାଇବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଗତକାଲି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ସଚିବାଳୟ ଯାଇ…

ଦାୟିତ୍ବ ନେଲେ ଉଦ୍ଧବ, ସଞ୍ଜୟ କହିଲେ ଏବେ…

ମୁମ୍ବାଇ: ଗତକାଲି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ ଶିବସେନା ସୁପ୍ରିମୋ ଉଦ୍ଧବ ଠାକରେ। ଆଜି ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀ ଦାୟିତ୍ବ ନେଇଛନ୍ତି ଉଦ୍ଧବ ଠାକରେ।। ଉଦ୍ଧବ ଆଜି ମହାରାଷ୍ଟ୍ର ସଚିବାଳୟକୁ ଯାଇ ନିଜ କାର୍ଯ୍ୟଭାର ଦାୟିତ୍ବ ଗ୍ରହଣ କରିଛନ୍ତି। ଅନ୍ୟପଟେ ଶିବସେନା…

ମହାରାଷ୍ଟ୍ରରେ ବାଜି ପଲଟିଲା,…

ମୁମ୍ବାଇ: ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୀତି ଖେଳରେ ଶେଷରେ ବାଜି ମାାରିଛି ବିଜେପି। ମହାରାଷ୍ଟ୍ରରେ ଶିବସେନା, ଏନସିପି ଓ କଂଗ୍ରେସ ମିଳିତ ଭାବେ ଯେଉଁ ମେଣ୍ଟ ସରକାର କରିବେ ବୋଲି ଖବର ଥିଲା ତାହା ଏବେ କେବଳ ଖବର ହୋଇ ହିଁ ରହିଗଲା। କାରଣ ଆଜି ବିଜେପି ନେତା ଦେବେନ୍ଦ୍ର ଫଡନାଭିସ୍‌ ରାଜଭବନରେ…