Odisha Link
Bridging the Missing Links in Odisha
Browsing Tag

CMO ODISHA

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ…

ଓଏଲ୍‌ ବ୍ୟୁରୋ: ସରକାର ଗଠନ କରିବାର ୧୫ ଦିନ ପରେ ଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହିତ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି। ଓଡ଼ିଶାର ଶାସନଭାର ଦାୟିତ୍ବ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ…

ସିଏମ୍ଓରୁ ହଟିଲେ ୨୨ ଅଧିକାରୀ

ଓଏଲ୍‌ ବ୍ୟୁରୋ: ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ମୋହନ ସରକାର ଶାସନ ଗାଦିରେ ବସିବା ପରେ ଗତକାଲିଠୁ ଆରମ୍ଭ ହୋଇଛି ପ୍ରଥମ ବିଧାନସଭା ଅଧିବେଶନ। ଏସବୁ ଭିତରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଜଣ ଓଏସଏସ ଅଧିକାରୀଙ୍କୁ ନିଜ ବିଭାଗକୁ ଅପସାରଣ କରାଯାଇଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।…

ବିଜୁବାବୁଙ୍କ ଜୀବନୀକୁ ନେଇ ୪ଟି ପୁସ୍ତକ…

ଓଏଲ୍‌ ବ୍ୟୁରୋ: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଦୁଃସାହସିକ ଜୀବନ କାହାଣୀକୁ ନେଇ ରଚିତ ପୁସ୍ତକ ଦ ଟଲ୍ ମ୍ୟାନ୍‌ର ଓଡ଼ିଆ ଅନୁବାଦ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍ ଇନ୍ ବୁକ୍ସ ଦ୍ୱାରା ପ୍ରସ୍ତୁତ ଏହି ପୁସ୍ତକକୁ ଉନ୍ମୋଚନ କରି…

୭୮ ବର୍ଷରେ ପାଦ ଥାପିଲେ ମୁଖ୍ୟମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ୍ମଦିନ। ୭୭ ବର୍ଷ ପୂର୍ତ୍ତି ହୋଇ ୭୮ ବର୍ଷରେ ପାଦ ଥାପିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ କ୍ରମାଗତ ୫ମ ପାଳି ଶାସନର ଚତୁର୍ଥ ବର୍ଷ ପୂରଣ କରିଛନ୍ତି। ତାଙ୍କ ନେତୃତ୍ୱରେ ଓଡ଼ିଶାର ସଫଳତା ଓ ବିକାଶ…

ଖୁବଶୀଘ୍ର ଆରମ୍ଭ ହେବ ମେଟ୍ରୋ ପ୍ରକଳ୍ପ,…

ଓଏଲ୍‌ ବ୍ୟୁରୋ: ମେଟ୍ରୋ ପ୍ରକଳ୍ପକୁ ନେଇ ଆଉ ପାଦେ ଆଗେଇଲେ ରାଜ୍ୟ ସରକାର। ମେଟ୍ରୋ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିପିଆରକୁ ଅନୁମୋଦନ ମିଳିଛି। ଟେଣ୍ଡର ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ ହେବ। ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନର ପ୍ରଥମ ବୈଠକ୧୮ରେ ଅନୁଷ୍ଠିତ ହେବ। ମୁଖ୍ୟ ଶାସନ ସଚିବ…

ପରଲୋକରେ କୃଷି ବିଜ୍ଞାନର ଜନକ ଏମ୍ଏସ୍…

ଓଏଲ୍‌ ବ୍ୟୁରୋ: ଦେଶର ଜଣାଶୁଣା କୃଷି ବୈଜ୍ଞାନିକ ଏମଏସ୍ ସ୍ୱାମୀନାଥନଙ୍କର ଦେହାନ୍ତ ହୋଇଛି। ୯୮ ବର୍ଷ ବୟସରେ ସ୍ବାମୀନାଥନଙ୍କ ପରଲୋକ ହୋଇଛି। ଚେନ୍ନାଇ ଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। କୃଷି ବିଜ୍ଞାନର ଜନକ ଏମ୍ଏସ୍ ସ୍ୱାମୀନାଥନ ଦେହାନ୍ତ ଖବର ଶୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ…

ଜାଗା ମିଶନ: ୬ଟି କିସ୍ତିରେ ଦେବାକୁ…

ଓଏଲ୍‌ ବ୍ୟୁରୋ: ଜାଗା ମିଶନ ନେଇ ଆଜି ଆଉ ଏକ ବଡ଼ ଘୋଷଣା ହୋଇଛି। ବସ୍ତିବାସିନ୍ଦା ୬ ମାସରେ ୬ଟି କିସ୍ତିରେ ଦେଇ ପ୍ରିମିୟମ ଟଙ୍କା ସୁଝିବେ। ଏନେଇ ଆଜି ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ବିଏମସି କାର୍ଯ୍ୟାଳୟରେ ହିତାଧିକାରୀଙ୍କ ଭିଡ ପରେ କମିଶନର ଏହି ସୂଚନା ଦେଇଛନ୍ତି।…

ବରଗଡ଼ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ…

ଓଏଲ୍‌ ବ୍ୟୁରୋ: ବରଗଡ଼ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟି। ୩ଟି ବୃହତ ସେତୁ ନିର୍ମାଣ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା…

ଖୁବ୍‌ଶୀଘ୍ର ଓଡ଼ିଶାରେ ଗଡ଼ିବ ଆଉ ଏକ…

ଓଏଲ୍‌ ବ୍ୟୁରୋ: ଖୁବ୍‌ଶୀଘ୍ର ଓଡ଼ିଶାରେ ଆଉ ଏକ ବନ୍ଦେ ଭାରତ ଏକ୍ସପ୍ରେସ ଆରମ୍ଭ ହେବାକୁ ଯାଉଛି। ଦ୍ୱିତୀୟ ବନ୍ଦେ ଭାରତ ରାଉରକେଲାରୁ ଭୁବନେଶ୍ୱର ଯାଏଁ ଚାଲିବ ବୋଲି ଭୁବନେଶ୍ୱରରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି। ସୂଚନା ଅନୁସାରେ, ଗତ ମେ ମାସରେ ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ…

ଆଳିରେ ଡ଼ଙ୍ଗା ବୁଡ଼ି ଘଟଣା: ୪ ଲକ୍ଷ…

ଓଏଲ୍‌ ବ୍ୟୁରୋ: ସକାଳୁ ସକାଳୁ କେନ୍ଦ୍ରାପଡ଼ାରୁ ଆସିଥିଲା ଅଘଟଣ ଖବର। ଭାରସାମ୍ୟ ହରାଇ ବ୍ରାହ୍ମଣୀ ନଦୀରେ ବୁଡ଼ିଗଲା ଡଙ୍ଗା। ଆଜି ସକାଳେ କେନ୍ଦ୍ରାପଡ଼ା ଜିଲ୍ଲା ଏକମାଣିଆ ପଞ୍ଚାୟତରେ ଘଟିଛି। ଆଳିରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର…