Odisha Link
Bridging the Missing Links in Odisha
Browsing Tag

Cold Wave

ଶୀତରୁ ନାହିଁ ନିସ୍ତାର, ୪ ଦିନ ଯାଏଁ…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଆହୁରି ୪ ରୁ ୫ ଦିନ ପର୍ଯ୍ୟନ୍ତ ଏଭଳି ଶୀତ ଅନୁଭୂତ ହେବ ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, ଅନୁଗୁଳ, ଝାରସୁଗୁଡା, ବରଗଡ,…

ଶୀତ ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଶୀତର ମୁକାବିଲା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି। ଶୀତ ଲହରୀ ନେଇ ଲୋକଙ୍କୁ ସତର୍କ କରାଇବାକୁ ବ୍ୟବସ୍ଥା ପାଇଁ ଚିଠି ଲେଖିଛନ୍ତି ଏସ୍‌ଆର୍‌ସି। ଆବଶ୍ୟକ ନଥିଲେ ରାତିରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ରାତିରେ…

୨୨ ଓ ୨୩ରେ କୁହୁଡ଼ି କଷ୍ଟ

ଭୁବନେଶ୍ବର:  ୨୨ ଓ ୨୩ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ପଡ଼ିବ। ୨୨ ଓ ୨୩ ରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, ମାଲକାନଗିରି, ଗଜପତି, କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡ଼ି ହେବା ଦ୍ବାରା ଜୀବନଯାତ୍ରା ପ୍ରଭାବିତ ହେବାର…