Odisha Link
Bridging the Missing Links in Odisha
Browsing Tag

Commissioner Police

ଏତଲା ନେବାକୁ ଘରକୁ ଆସିବ ପୁଲିସ

ଭୁବନେଶ୍ବର: ଆସନ୍ତାକାଲି ଠାରୁ ରାଜ୍ୟରେ ଆରମ୍ଭ ହେଉଛି ଲକ୍‌ଡାଉନ୍‌। ମେ' ୫ରୁ ଆରମ୍ଭ ହୋଇ ଲକ୍‌ଡାଉନ୍‌ ମେ ୧୯ ତାରିଖ ଯାଏଁ ବଳବତ୍ତର ରହିବ। ଏହି ସମୟରେ ଅମାନିଆଙ୍କ ଉପରେ ସ୍ବତନ୍ତ୍ର ଭାବେ ନଜର ରଖାଯିବ। ଏହାକୁ ନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଛି। ଏଣିକି…

ଖୁବଶୀଘ୍ର ଧରାପଡ଼ିବ ହାଇଦର: କମିଶନରେଟ୍…

କଟକ: ଗ୍ୟାଙ୍ଗଷ୍ଟାର ହାଇଦରକୁ ଧରିବା ପାଇଁ ବଡ଼ଧରଣର ଅଭିଯାନ ଆରମ୍ଭ କରିିଛି କମିଶନରେଟ୍ ପୁଲିସ୍। କଟକ ଡିସିପିଙ୍କ ନେତୃତ୍ୱରେ ୪ଟି ଟିମ୍ ଗଠନ କରି ହାଇଦରକୁ ଠାବ କରିବା ପାଇଁ ଉଦ୍ୟମ ଆରମ୍ଭ କରାଯାଇଛି। ଗ୍ୟାଙ୍ଗଷ୍ଟାର ହାଇଦର ଅପରାଧିକ ସାମ୍ରାଜ୍ୟ ସହ ସଂପୃକ୍ତ ଥିବା ଜିଲ୍ଲା କେନ୍ଦ୍ରାପଡ଼ା,…

ଭାରତ ବନ୍ଦ: ବିନା ହେଲମେଟ…

ଭୁବନେଶ୍ବର: ଆଜି କୃଷକ ମାନଙ୍କ ଡ଼ାକରାରେ ଭାରତ ବନ୍ଦ ପାଳନ କରାଯାଉଛିି। ଏନେଇ ଦିଲ୍ଲୀରୁ ପଲ୍ଲୀ ପର୍ଯ୍ୟନ୍ତ ଏହି ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ଏହି ବନ୍ଦକୁ କୃଷକ ସଂଗଠନ ମାନଙ୍କ ବ୍ୟତିତ ବିଭିନ୍ନ ରାଜନୈତିକ ଦଳ ବି ସମର୍ଥନ ଜଣାଇଛନ୍ତି। ବନ୍ଦକୁ ଆଖି ଆଗରେ ରଖି ସକାଳୁ ଆରମ୍ଭ ହୋଇଥିଲା…

ସାମ୍ବାଦିକ ପ୍ରବୀର ପ୍ରଧାନଙ୍କୁ…

ଭୁବନେଶ୍ବର: ଭୁବନେଶ୍ବର କମିଶନରେଟ ପୁଲିସ ମୁଖ୍ୟାଳୟରେ ପ୍ରବୀର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ନିଜେ ଉପସ୍ଥିତ ରହି ପ୍ରବୀରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପ୍ରବୀର ଜଣେ କର୍ତ୍ତବ୍ୟନିଷ୍ଠ ଓ ଏକ ମେଳାପି ସାମ୍ବାଦିକ ଥିଲେ ବୋଲି କହିଛନ୍ତି ପୁଲିସ କମିଶନର।…

NIA ତଦନ୍ତ ଆତଙ୍କବାଦ ସଂକ୍ରାନ୍ତରେ…

ଭୁବନେଶ୍ୱର: ଭୁବନେଶ୍ୱରରେ ଜଣକୁ ଏନଆଇଏ ଉଠାଇ ନେବା ପ୍ରସଙ୍ଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। କମିଶନର କହିଛନ୍ତି ଯେ, ଏନଆଇଏ କରୁଥିବା ଏକ ତଦନ୍ତ ସଂକ୍ରାନ୍ତରେ ଜଣେ ଛାତ୍ରକୁ ପଚରାଉଚୁରା ହେଉଛି। ଆମେ ପାଇଥିବା ସୂଚନା ଅନୁସାରେ ଏହି ତଦନ୍ତ ଆତଙ୍କବାଦ ସଂକ୍ରାନ୍ତରେ…

ନାବାଳିକା ଗଣଦୁଷ୍କର୍ମ ମାମଲା: ୪୮ ଘଣ୍ଟା…

ଭୁବନେଶ୍ଵର: ରାଜଧାନୀରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ସପ୍ତାହରୁ ଅଧିକ ଦିନ ପରେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରି ନାହିଁ। ସେପଟେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ କମିଶନରେଟ୍ ପୋଲିସ ଉପରେ ଗିରଫଦାରୀ ନେଇ ଚାପ…