ଆବେଦନ ପତ୍ର କମିଟଙ୍କର ନବମ ବୈଠକ
ଭୁବନେଶ୍ୱର: ବିଧାନସଭାର ଆବେଦନ ପତ୍ର କମିଟିଙ୍କର ନବମ ବୈଠକ ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୫ରେ ଅନୁଷ୍ଠିତ ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସଂପର୍କିତ ବକେୟା ଥିବା ଆବେଦନ/ନିବେଦନ ପତ୍ରଗୁଡ଼ିକ ଉପରେ…