Odisha Link
Bridging the Missing Links in Odisha
Browsing Tag

Condolence

ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା…

ଭୁବନେଶ୍ୱର: ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ୱର୍ଗତଃ ନାୟକ ଜଣେ ସମାଜସେବୀ ଭାବେ ବେଶ ଜଣାଶୁଣା ଥିଲେ। ସେ…

ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକରେ…

କଟକ: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ। ଆଜି ଏସସିବି କୋଭିଡ୍ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଡି. ପ୍ରକାଶ। ଆଜି ଅପରାହ୍ନ ୪.୧୫ରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ଏ ନେଇ ସୂଚନା ଦେଇଛନ୍ତି ଏସସିବି ଜରୁରୀକାଳୀନ ଅଧିକାରୀ…

ମହିଳା ମୋର୍ଚ୍ଚାର ପୂର୍ବତନ ରାଷ୍ଟ୍ରୀୟ…

ଭୂବନେଶ୍ୱର : ଭାରତୀୟ ଜନତା ପାର୍ଟୀ ମହିଳା ମୋର୍ଚ୍ଚାର ପୂର୍ବତନ ରାଷ୍ଟ୍ରୀୟ ସଭାନେତ୍ରୀ କିରଣ ମାହେଶ୍ୱରୀଙ୍କ ଗତ କାଲି ରାତିରେ ଦେହାନ୍ତ ହୋଇଯାଇଛି। ସ୍ୱର୍ଗତାଃ ମାହେଶ୍ୱରୀଙ୍କ ଅମର ଆତ୍ମାର ସଦଗତି କାମନା କରାଯାଇ ରାଜ୍ୟ ବିଜେପି ତରଫରୁ ନୀରବ ପ୍ରାର୍ଥନା କରାଯାଇଥିଲା । ଜଣେ ଦୃଢ ଓ ସୁସଂଗଠିକା…

ରାଜ୍ୟର ପ୍ରଥମ ମହିଳାଙ୍କ ବିୟୋଗରେ ଶୋକ…

ଭୁବନେଶ୍ବର: ରାଜ୍ୟପାଳ ପ୍ରଫେଶର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀ ପରଲୋକ ଘଟିଛି। ରାଜ୍ୟର ପ୍ରଥମ ମହିଳା ସୁଶୀଳା ଦେବୀଙ୍କ ବିୟୋଗରେ ଆଜି ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଗୃହରେ ଶୋକ ପ୍ରସ୍ତାବ ଆଗତ ହେବା ପରେ…

ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ…

ଭୁବନେଶ୍ୱର : ବିଶିଷ୍ଟ ରାଜନୈତିଜ୍ଞ ତଥା ପୂର୍ବତନ ବାଚସ୍ପତି, ମନ୍ତ୍ରୀ ଓ ସାଂସଦ ଶରତ କରଙ୍କ ବିୟୋଗରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ୱର୍ଗତଃ କର ଜଣେ ଦକ୍ଷ ସଙ୍ଗଠକ ଏବଂ…