Odisha Link
Bridging the Missing Links in Odisha
Browsing Tag

containment zone

ଭଦ୍ରକରୁ ହଟିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ: ଭଦ୍ରକ ଜିଲ୍ଲାର ଚରମ୍ପା ଓ ଏରେଇରୁ ହଟିଲା କଣ୍ଟେନମେଣ୍ଟ କଟକଣା। ଏନେଇ ଟ୍ୱିଟ୍ କରି ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ ସୂଚନା ଦେଇଛନ୍ତି। ଭଦ୍ରକ ଜିଲ୍ଲାରୁ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପୁରୁଣାବଜାର, ଚରମ୍ପା ଓ ଏରେଇଁ ପଞ୍ଚାୟତକୁ ଏପ୍ରିଲ୍‌ ୬ତାରିଖରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା…

ସୁନ୍ଦରଗଡ଼: କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା…

ଭୁବନେଶ୍ବର: ସୁନ୍ଦରଗଗଡ଼ ଜିଲ୍ଲାର ବିଶ୍ରା ବ୍ଲକରେ ୨ଜଣ କରୋନ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ବିଶ୍ରା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ତର୍କତାମୂଳକ ପଦକ୍ଷେପ ସ୍ୱରୂପ ଆସିଆନା କଲୋନୀ ଓ ଏହାର ଆଖପାଖ ଅଞ୍ଚଳକୁ ସିଲ୍ କରାଯାଇଛି। ଏହି ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ…

କଣ୍ଟେନ୍‌ମେଣ୍ଟ୍‌ ଅଞ୍ଚଳ ଘୋଷଣା ହେଲା…

ଭୁବନେଶ୍ବର: ଆଜି ଭୁବନେଶ୍ୱରର ସତ୍ୟ ନଗରକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି ବିଏମ୍‌ସି। ଜଣେ କରୋନା ସଂକ୍ରମିତ ସେହି ଅଞ୍ଚଳରୁ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନେଇଛି ବିଏମସି। ଏହି ସଂକ୍ରମିତଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ। ଯାହା ଫଳରେ ଏହା ପ୍ରଶାସନର ଚିନ୍ତା ବଢ଼ାଇଛି। ସେଥିପାଇଁ…