କରୋନା: ରାଜ୍ୟରେ ଆଉ ୩ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୧, ୬୯୬ଟି ସାମ୍ପଲ୍ ଟେଷ୍ଟ ହୋଇଛି।
ଚିହ୍ନଟ…