Odisha Link
Bridging the Missing Links in Odisha
Browsing Tag

Corona death

ଭାରତରେ କରୋନା ଯୋଗୁଁ ଯାଇଛି ୪୭ ଲକ୍ଷ…

ଓଏଲ୍‌ ବ୍ୟୁରୋ: ମହାମାରୀ କରୋନା ସାରା ବିଶ୍ବବାସୀଙ୍କୁ ଅସ୍ତବ୍ୟସ୍ତ କରି ସାରିଛି। ଏବେବି ବିଶ୍ବରୁ ସମ୍ପୂର୍ଣ୍ଣ ଭାବେ ନିପାତ ହୋଇନାହିଁ ମହାମାରୀ କରୋନା। ବହୁ ଦେଶରେ ଏବେ ବି କରୋନା ମାମଲା ସକ୍ରିୟ ରହିଛି । ଏସବୁ ମଧ୍ୟରେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ (WHO) ଜାରି କରିଛି ଏପରି ଏକ ରିପୋର୍ଟ ଯାହାକୁ…

ଚାଲିଗଲା ଆଉ ୭ ଜୀବନ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୮୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୭ ଜଣଙ୍କର ଜୀବନ ନେଇଛି ମହାମରୀ କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋାନା ଜନିତ ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କରୋନା: ଚାଲିଗଲା ଆଉ ୬ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ହାର କମିବାରେ ଲାଗିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୭୪୫ ଜଣ କରୋନା ମାମଲା ରାଜ୍ୟରେ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରାରନା ଜନିତ ମୃତ୍ୟୁ ସଂଖ୍ୟା ୮୦୮୪କୁ ବୃଦ୍ଧି…

କରୋନା: ଚାଲିଗଲା ଆଉ ୬୬ ଜୀବନ

ଭୁବନେଶ୍ବର: ରାଜ୍ୟରେ ପୂର୍ବଅପେକ୍ଷା କରୋନା ମାମଲା ଧିରେ ଧିରେ କମିବାରେ ଲାଗିଛି। ଅନ୍ୟପଟେ ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ…

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ଆଉ ୫୮…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି।…

ଥମୁନି ମୃତ୍ୟୁହାର: କରୋନା ନେଲା ଆଉ ୬୫…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫କୁ ବୃଦ୍ଧି…

ଆଉ ୪୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନାହିଁ ଅଙ୍କୁଶ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧କୁ ବୃଦ୍ଧି…

ଦିନକରେ କରୋନା ନେଲା ୩୮ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ କିଛିଦିନ ହେବ କମିବାରେ ଲାଗିଛି କରୋନା ସଂକ୍ରମଣ। ହେଲେ କମୁନାହିଁ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୯୫୭ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩,୬୭୧କୁ ବୃଦ୍ଧି ପାଇଛି ।…

କମୁଛି ସଂକ୍ରମଣ, ବଢ଼ୁଛି ମୃତ୍ୟୁ ସଂଖ୍ୟା:…

ଭୁବନେଶ୍ବର: ରାଜ୍ୟରେ କିଛି ଦିନ ହେବ କରୋନା ଗ୍ରାଫରେ ଲାଗିଛି ଅଙ୍କୁଶ। ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ କମିବାକୁ ଲାଗିଥିବା ବେଳେ ମୃତ୍ୟୁ ସଂଖ୍ୟା ଚିନ୍ତାର କାରଣ ପାଲଟିଛି। ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୯୬ ଜଣ ପଜିଟିଭ ଚିହ୍ନଟ ହୋଇଥିବା…

ବଡ଼ ଖବର: ରାଜ୍ୟରେ ୩ ହଜାର ଟପିଲା ମୃତ୍ୟୁ…

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଯାହାକୁ ନେଇ ଚିନ୍ତାରେ ସରକାର। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୧ ଜଣଙ୍କ…