Odisha Link
Bridging the Missing Links in Odisha
Browsing Tag

Corona Poistive

କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ କରୋନା

ଭୁବନେଶ୍ବର: ବରିଷ୍ଠ ବିଜେଡି ନେତା ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ନିଜେ ଟୁଇଟ୍‌ କରି ଜଣାଇଛନ୍ତି ଡ. ସାହୁ। ସେ ସୁସ୍ଥ ଅଛନ୍ତି ଓ ଏବେ ଗୃହ ସଙ୍ଗରୋଧରେ ଥିବା ଉଲ୍ଲେଖ କରିଛନ୍ତି ଡ. ସାହୁ। ନିକଟ ଅତୀତରେ ତାଙ୍କ ସଂସ୍ପର୍ଶରେ ଆସିଥିବା…

ଭଦ୍ରକ ଉପଜିଲ୍ଲାପାଳଙ୍କୁ କରୋନା

ଭଦ୍ରକ: ଭଦ୍ରକ ଉପଜିଲ୍ଲାପାଳ କରୋନା ଆକ୍ରାନ୍ତ ହୋଇଥିବା ସୂଚାନ ମିଳିଛି। ଏନେଇ ଉପଜିଲ୍ଲାପାଳ ଆକ୍ରାନ୍ତ ନେଇ ଟ୍ବିଟ୍‌ ଯୋଗେ ଭଦ୍ରକ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ମୂୟାଁଙ୍କୁ ଉପଜିଲ୍ଲାପାଳ ଦାୟିତ୍ବ ଦିଆଯାଇଛି। ଆସାନ୍ତା ସେପ୍ଟେମ୍ବର ୧୫ ତାରିଖ ଯାଏଁ ଉପଜିଲ୍ଲାପାଳ…

ଆଳିର ପୂର୍ବତନ ବିଧାୟକଙ୍କୁ କରୋନା

ଆଳି : ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି କରୋନା। ଆଳି ଅଞ୍ଚଳରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା କରୋନା ଆକ୍ରାନ୍ତ ହୋଇଥିବା ସ୍ୱାବ ରିପୋର୍ଟରୁ ଜଣାପଡିଛି। ସୂଚନା ଅନୁସାରେ ଶ୍ରୀ ଶର୍ମା କିଛିଦିନ ହେବ ଜ୍ୱରରେ ପୀଡିତ…

ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା

ଝାରସୁଗୁଡ଼ା: ବହୁ ଚର୍ଚ୍ଚିତ କଳ୍ପନା ଦାସ ଏବଂ ଝିଅ ବବଲି ଡବଲ ମର୍ଡର ମାମଲାରେ ମୁଖ୍ୟ ଅଭିଯୁକ୍ତ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା। ରାୟଗଡ଼ା ଜେଲର ଏନ କେ ଦେହରିଆ ଏନେଇ ସୂଚନା ଦେଇଛନ୍ତି। ପୂର୍ବତନ ବିଧାୟକ ଅନୁପ ସାଏ ଗତକାଲି ଗୁରୁତର ଅସୁସ୍ଥ ହୋଇଥିଲେ। ଗତକାଲି ଅପରାହଣରେ ତାଙ୍କର ଛାତିରେ…

କରୋନା : ରାଜ୍ୟରେ ୩୩୭୧ ପଜିଟିଭି ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୬୦୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ…

କରୋନା : ରାଜ୍ୟରେ ୨୭୫୨ ପଜିଟିଭି ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୨୭୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୨୩୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ…

ପଟାଙ୍ଗୀ ବିଧାୟକଙ୍କୁ କରୋନା

କୋରାପୁଟ : କୋରାପୁଟ ଜିଲ୍ଲାର ପଟାଙ୍ଗୀ ବିଧାୟକ ପୀତମ ପାଢୀ କରୋନା ‌ସଂକ୍ରମିତ ହୋଇଛନ୍ତି। ତାଙ୍କର କୌଣସି ଲକ୍ଷଣ ନାହିଁ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଏବେ ଘରେ ଏକାନ୍ତବାସ‌ରେ ରହିଥିବା ସେ ସୂଚନା ଦେଇଛନ୍ତି। ବିଧାୟକ ପୀତମ ପାଢୀ କହିଛନ୍ତି ଯେ, ତାଙ୍କ ସଂସ୍ପର୍ଶରେ ଆସିଥିବା କିଛି…

କରୋନା: ନୌସେନାର ୨୧ କର୍ମଚାରୀ ଆକ୍ରାନ୍ତ

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ କବଳରେ ଭାରତୀୟ ନୌସେନାର କର୍ମଚାରୀ। ଭାରତୀୟ ନୌସେନାର ମୋଟ୍ ୨୧ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ତରଫରୁ ସୂଚନା ମିଳିଛି। ୨୧ ଜଣଙ୍କ ମଧ୍ୟରୁ ୨୦ ଜଣ ଇଣ୍ଡିଆନ୍ ନାଭାଲ ସିପ୍ ଆଙ୍ଗରେର। ଅନ୍ୟ ଜଣେ ଏପ୍ରିଲ ୭ରେ…