ଜେଲ୍ ପାଇଁ କରୋନା ଏସଓପି
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି କରୋନା। ଜେଲ୍ରେ କରୋନା ସଂକ୍ରମଣ ରୋକିବା ପାଇଁ ନୂଆ ଏସଓପି ଜାରି କରାଯାଇଛି। ଜେଲ୍କୁ ନୂଆ କରି ଆସୁଥିବା ଅଭିଯୁକ୍ତଙ୍କ ପାଇଁ ଗୃହ ବିଭାଗ ଏହି ଏସଓପି ଜାରି କରିଛି। ଗୃହ ବିଭାଗର ନିର୍ଦ୍ଦେଶ ଅନୁସାରେ କୋର୍ଟରେ ହାଜର ପୂର୍ବରୁ…