Odisha Link
Bridging the Missing Links in Odisha
Browsing Tag

Corona Test

ଉତ୍କଳ ବିଶ୍ୱବିଦ୍ୟାଳୟରେ କରୋନା ପରୀକ୍ଷା

ଭୁବନେଶ୍ବର: ଏପ୍ରିଲ ୨ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ। ୫୦ ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାମିଲ ହେବା ପାଇଁ ଉପରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରାଯାଇଛି। ଭେଙ୍କେୟା ନାଇଡୁଙ୍କ ଗସ୍ତକୁ ନଜରରେ ରଖି କ୍ୟାମ୍ପସରେ କରୋନା ପରୀକ୍ଷା କରାଯାଉଛି।…

ଶସ୍ତା ହେଲା କୋଭିଡ ପରୀକ୍ଷା, ଶହେ…

ଭୁବନେଶ୍ବର: ରାଜ୍ୟରେ ବିଗତ କିଛିଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ରାଜ୍ୟ ସରକାର କୋଭିଡ ଟେଷ୍ଟ ସଂଖ୍ୟା ପୂର୍ବ ଅପେକ୍ଷା କମ୍‌ କରି ଦେଇଛନ୍ତି। ଏସବୁ ସତ୍ତ୍ବେ ରାଜ୍ୟ ସରକାର କୋଭିଡ ଟେଷ୍ଟକୁ ନେଇ ନେଇଛନ୍ତି ବଡ଼ ପଦକ୍ଷେପ। ରାଜ୍ୟ ସରକାର ସୋମବାର ଦିନ ର‍୍ୟାପିଡ…

ରାଜ୍ୟରେ ୨୪ ଘଣ୍ଟାରେ ୪୫,୬୭୬ କରୋନା…

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫ ହଜାର ୬୭୬ କରୋନା ନମୁନା ଟେଷ୍ଟ ହୋଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର ସୂଚନା ଦେଇଛନ୍ତି। ରାଜ୍ୟରେ ଆରଟିପିସିଆର, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ମାଧ୍ୟମରେ କରୋନା ନମୁନା ଟେଷ୍ଟ କରାଯାଇଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ,…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୧୩୨୦ କରୋନା…

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୧ ହଜାର ୩୨୦ କରୋନା ଟେଷ୍ଟ ହୋଇଛି। ଏନେଇ ବୁଧବାର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଆରଟିପିସିଆର, ଆଣ୍ଟିଜେନ, ଟ୍ରୁନଟ୍‌ ମାଧ୍ୟମରେ କରୋନା ଟେଷ୍ଟ କରାଯାଇଛି। ଗତ ୨୪ ଘଣ୍ଟାରେ ଆରଟିପିସିଆରରେ ୯ ହଜାର ୦୦୬, ଆଣ୍ଟିଜେନରେ ୪୨ ହଜାର…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୩ ହଜାର ୯୪୦…

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୯୪୦ କରୋନା ଟେଷ୍ଟ କରାଯାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର ସୂଚନା ଦେଇଛନ୍ତି। ଆରଟିପିସିଆର, ଆଣ୍ଟିଜେନ, ଟ୍ରୁନଟ୍‌ ମାଧ୍ୟମରେ ଟେଷ୍ଟ କରାଯାଇଛି। ଆରଟିପିସିଆରରେ ୭ ହଜାର ୧୨୩, ଆଣ୍ଟିଜେନରେ ୩୬ ହଜାର ୭୦୦ ଓ…

ରାଜ୍ୟରେ ୨୪ ଘଣ୍ଟାରେ ୪୯ ହଜାର ୩୯୩…

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୯ ହଜାର ୩୯୩ କରୋନା ଟେଷ୍ଟ ହୋଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୋମବାର ସୂଚନା ଦେଇଛନ୍ତି। ଆରଟିପିସିଆର, ଆଣ୍ଟିଜେନ, ଟ୍ରୁନଟ୍ ମାଧ୍ୟମରେ ଟେଷ୍ଟ କରାଯାଇଛି। ଆରଟିପିସିଆରରେ ୮ ହଜାର ୭୨୮, ଆଣ୍ଟିଜେନରେ ୪୦ ହଜାର ୫୧୪ ଓ ଟ୍ରୁନଟ୍ ମାଧ୍ୟମରେ…

ରାଜ୍ୟରେ ୨୪ ଘଣ୍ଟାରେ ୫୦ ହଜାର ୯୭୯…

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ମଧ୍ୟରେ ୫୦ ହଜାର ୯୭୯ ନମୁନା ପରୀକ୍ଷା କରାଯାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗର ଜଣେ ବରିଷ୍ଠ ଅଧିକାରୀ ଶନିବାର ସୂଚନା ଦେଇଛନ୍ତି। ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ କରାଯାଉଥିବା ବେଳେ ଏହା ପୁଣି ୫୦ ହଜାରରୁ ଅଧିକ ହୋଇଛି। ଆରଟିପିସିଆର୍‌,…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୧ ହଜାର ୨୭୫…

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୧ ହଜାର ୨୭୫ କରୋନା ଟେଷ୍ଟ କରାଯାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟାରେ ମୋଟ୍ ୪୧ ହଜାର ୨୭୫ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌…

ରାଜ୍ୟରେ ୨୪ ଘଣ୍ଟାରେ ୪୫ହଜାର ୧୬୫ ନମୁନା…

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୫ହଜାର ୧୬୫ ନମୁନା ପରୀକ୍ଷା ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ ନମୁନା ପରୀକ୍ଷା କରାଯାଇଛି। ଆଣ୍ଟିଜେନ୍‌ରେ ୩୮,୧୬୫, ଆରଟିପିସିଆରରେ ୬,୮୩୬ ଓ…

ରାଜ୍ୟରେ ୨୪ ଘଣ୍ଟାରେ ୫୦ ହଜାର ୪୨୧…

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୦ ହଜାର ୪୨୧ କରୋନା ଟେଷ୍ଟ କରାଯାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ମଙ୍ଗଳବାର ସୂଚନା ଦେଇଛନ୍ତି। ଆରଟିପିସିଆରରେ ୭ ହଜାର ୮୬, ଆଣ୍ଟିଜେନରେ ୪୩ ହଜାର ୨୩୨ ଓ ଟ୍ରୁନଟ୍ ମାଧ୍ୟମରେ ୧୦୩ଟି ଟେଷ୍ଟ କରାଯାଇଛି।…