Odisha Link
Bridging the Missing Links in Odisha
Browsing Tag

Corona Upate

କରୋନା: ରାଜ୍ୟରେ ୩୧୪୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା। ଆଜି ୨୪ ଘଣ୍ଟା ମଧ୍ୟରେ ୩୧୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୪୧୪୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।…

କରୋନା : ଦେଶରେ ୮୦୪୭୨ ନୂଆ ଆକ୍ରାନ୍ତ;…

ନୂଆଦିଲ୍ଲୀ: ଭାରତରେ କରୋନା ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୦ ହଜାର ୪୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ଲକ୍ଷ ୨୨ ହଜାର ୭୬୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୧୭୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ…