Odisha Link
Bridging the Missing Links in Odisha
Browsing Tag

Corona Updates

କରୋନା: ରାଜ୍ୟରେ ୫ ହଜାର ଟପିଲା ମୃତ୍ୟୁ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ମାମଲା କମିବାରେ ଲାଗିଛି। ହେଲେ ରାଜ୍ୟରେ କମୁନି ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟାରେ ୨୨୧୫ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

ଦିନକରେ ୨୨୧୫ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା। ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ଦୈନନ୍ଦିନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ୯,୫୪,୩୨୬ରେ ପହଁଞ୍ଚିଛି ପଜିଟିଭ ସଂଖ୍ୟା। ଦିନକରେ ଚିହ୍ନଟ…

ରାଜ୍ୟରେ ଆଉ ୬୪ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ଧିରେ ଧିରେ କମିବାରେ ଲାଗିଛି। ହେଲେ ମତ୍ୟୁ ସଂଖ୍ୟାରେ ଲାଗୁନି ବିରାମ। ଦିନକୁ ଦିନ ରାଜ୍ୟରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ରାଜ୍ୟରେ ଆଉ ୬୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଦିନକରେ ୨୦୭୦ ପଜିଟିଭ ଚିହ୍ନଟ,…

ଭୁବନେଶ୍ବର: ମହାମାରୀ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ରାଜ୍ୟର କିଛି ଜିଲ୍ଲାରେ କରୋନା ମାମଲା କମ୍‌ ଚିହ୍ନଟ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ବର ଓ କଟକ ଜିଲ୍ଲାରେ ଏବେ ବି ମାମଲା ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ରାଜ୍ୟରେ ୨୪ ଘଣ୍ଟାରେ ୨୦୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ…

ଥମୁନି ମୃତ୍ୟୁ ସଂଖ୍ୟା, ଆଉ ୬୫ ଜଣଙ୍କର…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। କିଛିଦିନ ହେବ ଦୈନିକ ୩ ହଜାର ତଳେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା। ହେଲେ ଲଗାତାର ଉପରମୁହାଁ ରହୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ଜଣ କରୋନା…

୨୪ ଘଣ୍ଟାରେ ୨୬୪୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିକର ଖବର। ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

କମୁଛି ସଂକ୍ରମଣ, ଚିନ୍ତା ବଢ଼ାଉଛି ମୃତ୍ୟୁ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ତଳମୁହାଁ ହେବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୧୯ ନୂଆ ପିଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୩ ଜଣଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୦୩,୭୮୯ ରେ…

କରୋନା: ୩ ହଜାର ତଳକୁ ଖସିଲା ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଛି କରୋନା ସଂକ୍ରମଣ। ଗତ ଦୁଇ ଦିନ ଧରି ରାଜ୍ୟରେ ସଂକ୍ରମଣ ସାମାନ୍ୟ ବଢ଼ୁଥିବା ବେଳେ ଆଜି ହ୍ରାସ ପାଇଛି। ୩ହଜାର ତଳକୁ ଖସିଛି ସଂକ୍ରମଣ। ଗତ ୨୪ ଘଣ୍ଟାରେ ୬୪ ହଜାର ୨୫୫ କରୋନା ଟେଷ୍ଟ ହୋଇଥିବା ବେଳେ ରାଜ୍ୟରେ ୨ହଜାର ୯୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

କରୋନା: ଦିନକରେ ୨୯୫୭ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟ ପାଇଁ ଆଶ୍ବସ୍ତିକର ଖବର। ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେବାରେ କରୋନା ଗ୍ରାଫ। ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୫୭ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୩,୪୯୦ରେ…

ତଳମୁହାଁ କରୋନା ଗ୍ରାଫ୍, ଦିନକରେ ୩୪୦୫…

ଭୁବନେଶ୍ବର: ରାଜ୍ୟ ପାଇଁ ଆଶ୍ବସ୍ତିକର ଖବର। ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେବାରେ କରୋନା ଗ୍ରାଫ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୫୯,୫୨୬ରେ ପହଁଞ୍ଚିଛି। ରାଜ୍ୟରେ ଚିହ୍ନଟ ହୋଇଥିବା…