ରାଜ୍ୟରେ ୭ ଲକ୍ଷ ଟପିଲା ଆକ୍ରାନ୍ତଙ୍କ…
ଭୁବନେଶ୍ବର: ରାଜ୍ୟରେ ଲାଗୁ ହୋଇଛି ଲକ୍ଡାଉନ୍, ସଟ୍ଡାଉନ୍ ଭଳି କଟକଣା। ହେଲେ ଏବେ ବି କରୋନା ସଂକ୍ରମଣକୁ ପ୍ରତିହତ କରିବାରେ ସଫଳ ହୋଇ ନାହିଁ କଟକଣା। ଦିନକୁ ଦିନ ରାଜ୍ୟରେ ଉପର ମୁହାଁ ହେଉଛି କରୋନା ଗ୍ରାଫ। ଦିନକରେ ରାଜ୍ୟରେ ୧୧, ୦୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ…