Odisha Link
Bridging the Missing Links in Odisha
Browsing Tag

corona vaccination

ସପ୍ତାହକୁ ୩ ଦିନ ହେବ ଟିକାକରଣ

ଭୁବନେଶ୍ବର : ରାଜ୍ୟରେ ସୋମ, ଗୁରୁ ଏବଂ ଶନିବାର ୩ ଦିନ ହେବ ଟିକାକରଣ। ଦୈନିକ ଟିକାକରଣରେ ବିଭିନ୍ନ କେନ୍ଦ୍ରରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ନିୟୋଜିତ ହେବା ସହ ଟିକା ନେଉଥିବାରୁ ସ୍ବାସ୍ଥ୍ୟସେବା ପ୍ରଭାବତି ହେଉଛି । ତେଣୁ ଏଣିକୁ ସପ୍ତାହକୁ ୩ ଦିନି ଟିକାଦାନ କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟ…

କରୋନା ଟିକା ନେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କରୋନା ଟିକା ନେବେ ପ୍ରଧାନମନ୍ତ୍ରୀ ଓ ରାଜ୍ୟର ସବୁ ମୁଖ୍ୟମନ୍ତ୍ରୀ । ଦ୍ୱିତୀୟ ପର୍ଯ୍ୟାୟରେ ସେମାନେ କୋରୋନା ଟିକା ନେବେ। ୫୦ ବର୍ଷରୁ ଅଧିକ ବୟସର ମନ୍ତ୍ରୀ, ନେତାଙ୍କୁ ଟିକା ଦିଆଯିବ । ତେବେ ଜାନୁଆରୀ ୧୬ ତାରିଖରୁ ସାରା ଦେଶରେ ଟିକାକରଣ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ…

ଟିକା ପ୍ରସ୍ତୁତ କରି ବିଶ୍ୱ ସାମ୍ନାରେ…

ଭୁବନେଶ୍ୱର: କରୋନା ମହାମାରୀର ସଙ୍କଟକୁ ସୁଯୋଗରେ ପରିଣତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସ୍ୱଦେଶୀ ଟିକା ପ୍ରସ୍ତୁତ କରି ସମଗ୍ର ବିଶ୍ୱ ସାମ୍ନାରେ ନିଜର ସାମର୍ଥ୍ୟ ଏବଂ ଅପାର ଶକ୍ତିର ପରିଚୟ ଦେଇଛି ତଥା ଆଞଗନିର୍ଭର ଭାରତର ସବୁଠୁ ବଡ଼ ଅଧ୍ୟାୟ ଲେଖିଛି ବୋଲି ଶନିବାର…

ରାଜ୍ୟରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ…

ଭୁବନେଶ୍ୱର: ରାଜ୍ୟରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ଆରମ୍ଭ ହୋଇଛି। ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଦିଆଗଲା ପ୍ରଥମ ଟିକା। ଏନେଇ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ସ୍ୱାସ୍ଥ୍ୟ ସଚିବ କହିଛନ୍ତି, କୋଭିଡ ଯୁଦ୍ଧର ଅନ୍ତିମ ପର୍ଯ୍ୟାୟରେ ଆମେ ଉପନୀତ ହୋଇଛୁ। ଆଜି…

କରୋନା ପାଇଁ ଜାତୀୟ ପୋଲିଓ ଟିକାକରଣ…

ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୧୬ ତାରିଖରେ ସାରା ଦେଶରେ ଆରମ୍ଭ ହେବାକୁ ଯାଉଛି କରୋନା ଟିକାକରଣ। ଫଳରେ ଆସନ୍ତା ଜାନୁଆରୀ ୧୭ ତାରିଖରେ ହେବାକୁ ଥିବା ଜାତୀୟ ପୋଲିଓ ଟିକାକରଣ ଅଭିଯାନକୁ କେନ୍ଦ୍ର ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର…

ଟୀକାକରଣ ପାଇଁ ଆଜି ମୁଖ୍ୟମନ୍ତ୍ରୀମାନଙ୍କ…

ନୂଆଦିଲ୍ଲୀ: ଜାନୁଆରୀ ୧୬ ତାରିଖରେ ଦେଶରେ ଆରମ୍ଭ ହେବାକୁ ଯାଉଛି ଟୀକାକରଣ। ଯେଉଁଥିପାଇଁ ଆଜି ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅପରାହ୍ନ ୪ଟାରେ ଭିଡିଓ କନଫରେସିଂ ଜରିଆରେ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ…

କରୋନା ଟିକାକରଣ ପାଇଁ ଆମେ ପ୍ରସ୍ତୁତ:…

ଭୁବନେଶ୍ବର: କାନ୍ଧ ତଳେ ଦିଆଯିବ କରୋନା ଟିକା। ଟିକା ନେବା ପରେ ବ୍ୟକ୍ତିଙ୍କୁ ଅବଜରଭେସନ୍ ରୁମରେ ୩୦ ମିନିଟ୍ ରଖାଯିବ, ପାର୍ଶ୍ୱ ପ୍ରତିକ୍ରିୟା ଦେଖା ନଗଲେ ତାଙ୍କୁ ଛଡ଼ାଯିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ କହିଛନ୍ତି। ସେ ଆହୁରୀ କହିଛନ୍ତି,…