Odisha Link
Bridging the Missing Links in Odisha
Browsing Tag

corona

କରୋନା ନେଲା ଆଉ ୬୮ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ। ସଂକ୍ରମଣ ତଳମୁହାଁ ହେଉଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ୨୪ ଘଣ୍ଟାରେ ୭୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ…

ଦିନକରେ ୧୨୮ ଛୁଆ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଉପର ତଳ ହେବାରେ ଲାଗିଛି କରୋନା ସଂକ୍ରମଣ। ଏସବୁ ମଧ୍ୟରେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୯୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ହେଲେ ଚିନ୍ତା ବଢ଼ାଉଛି ଆକ୍ରାନ୍ତ ଶିଶୁଙ୍କ ସଂଖ୍ୟା। କାରଣ ଦିନକରେ ୦-୧୮ ବର୍ଷ ବୟସର ୧୨୮ ନୂଆ ରୋଗି ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ଚିହ୍ନଟ ହୋଇଥିବା…

ନ୍ୟୁଜିଲାଣ୍ଡ ଲକ୍‌ଡାଉନ୍

ଓ୍ବିଲିଂଟନ୍: ପୁଣି ଫେରିଲା ଲକ୍‌ଡାଉନ୍। ୩ ଦିନ ପାଇଁ ସାରା ଦେଶରେ କଟକଣା ଲଗାଇଲେ ନ୍ୟୁଜିଲାଣ୍ଡ ସରକାର। ଗୋଷ୍ଠୀ ସଂକ୍ରମଣକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ଫେବୃଆରୀ ପରେ ନ୍ୟୁଜିଲାଣ୍ଡରେ ପ୍ରଥମ ଥର ପାଇଁ ଲକ୍‌ଡାଉନ୍‌ କଟକଣା ଲଗାଇଛନ୍ତି ସରକାର। ଗୋଷ୍ଠୀ ସଂକ୍ରମଣକୁ ନଜରରେ ରଖି…

ରାଜ୍ୟର ୧୨ ଜିଲ୍ଲାରେ ହେବ ସେରୋ ସର୍ଭେ

ଭୁବନେଶ୍ୱର: କରୋନା କାଳରେ ରାଜ୍ୟର ୧୨ଟି ଜିଲ୍ଲାରେ ହେବ ସେରୋ ସର୍ଭେ। ରାଜ୍ୟସ୍ତରୀୟ ସେରୋଲୋଜିକାଲ ସର୍ଭେ ପାଇଁ ଆରଏମଆରସି ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ,…

ରାଜ୍ୟରେ କରୋନା ନେଲା ଆଉ ୬୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧କୁ ବୃଦ୍ଧି ପାଇଛି।…

କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୭୨୦…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୨୧ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୨୯୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଶିଶୁଙ୍କୁ ସଂକ୍ରମଣ ହେବାର ସମ୍ଭାବନା…

ଭୁବନେଶ୍ବର: ୧୮ ବର୍ଷରୁ କମ୍ ବୟସ୍କଙ୍କୁ ସଂକ୍ରମଣ ସମ୍ଭାବନା ରହିଛି। ପିଆଇବି ବୁଲେଟିନ ଅନୁସାରେ ଦେଶରେ ମାତ୍ର ୧୨% ଶିଶୁ କରୋନା ଆକ୍ରାନ୍ତ ହେଉଛନ୍ତି। ଶିଶୁଙ୍କ ସିଭିଅରିଟି କମ୍ ରହିଛି। ସଂକ୍ରମଣ ଉପରମୁଁହା ହେଲେ କୌଣସି ଲହର ଆସିଲା ବୋଲି ଜଣାପଡ଼ିବ। ଏବେ ସେମିତି ଅବସ୍ଥା ନାହିଁ ବୋଲି ଡିଏମଇଟି…

ବୁର୍ଲା ଭୀମସାରରେ ୨ ଶିଶୁ କୋଭିଡ ପଜିଟିଭ…

ସମ୍ବଲପୁର: ରାଜ୍ୟରେ କରୋନା ମାମଲା ପୂର୍ବଅପେକ୍ଷା ଧିରେ ଧିରେ କମିବାରେ ଲାଗିଛି। ଅନ୍ୟପଟେ ସମ୍ବଲପୁର ବୁର୍ଲା ଭୀମସାରରେ ୨ ଶିଶୁ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଭୀମସାର ସୁପରିଟେଣ୍ଡେଣ୍ଟ ଡାକ୍ତର ଲାଲମୋହନ ନାୟକ ସୂଚନା ଦେଇଛନ୍ତି। ସମ୍ବଲପୁର ବୁର୍ଲା ଭୀମସାରରେ ୨ ଶିଶୁ କୋଭିଡ୍ ପଜିଟିଭ…

କରୋନା: ଚାଲିଗଲା ଆଉ ୬୬ ଜୀବନ

ଭୁବନେଶ୍ବର: ରାଜ୍ୟରେ ପୂର୍ବଅପେକ୍ଷା କରୋନା ମାମଲା ଧିରେ ଧିରେ କମିବାରେ ଲାଗିଛି। ଅନ୍ୟପଟେ ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ…