Odisha Link
Bridging the Missing Links in Odisha
Browsing Tag

CoronaUpdates

କରୋନା ନେଲା ଆଉ ୪ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ବରଣ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ…

ରାଜ୍ୟରେ କରୋନା: ୧୨୨୦ କରୋନା ପଜିଟିଭ୍…

ଭୁବନେଶ୍ବର: ରାଜ୍ୟରେ କରୋନା ହାର ଦିନକୁ ଦିନ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୫୦୦୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ…

ରାଜଧାନୀରୁ ୨୫୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀରୁ ମୋଟ୍‌ ୨୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୭୩ ଜଣ ସଂଗରୋଧ ଓ ୧୮୦ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୯୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।…

କରୋନା: ରାଜ୍ୟରେ ୩୪୪୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୩୪୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୯୧୧୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍…

କରୋନା: ରାଜଧାନୀରେ ଆଉ ୧୯୮ ନୂଆ ପଜିଟିଭ…

ଭୁବନେଶ୍ବର: ରାଜଧାନୀରେ ବାଡ଼ବନ୍ଧ ମାନୁନି କରୋନା। ଦିନକୁ ଦିନ ଭୁବନେଶ୍ବରରେ ଅଣାୟତ୍ତ ହେଉଛି କରୋନା ସ୍ଥିତି। ଆଜି ଭୁବନେଶ୍ବରରେ ଆଉ ୧୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜଧାନୀରେ ମୋଟ ୫୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ସୂଚନା ରହିଛି। ଆଜି…

ଭଲ ଖବର: ରାଜ୍ୟରେ ୨୫ ହଜାର ଡେଇଁଲା…

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୧୨୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨୫୭୩୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୪୮୫ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୨୫,…

ରେକର୍ଡ ଭାଙ୍ଗୁଛି କରୋନା: ୨୪ ଘଣ୍ଟାରେ…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଏପରିକି କ୍ରମାଗତ ଭାବେଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୧୬ଲକ୍ଷ୯୫ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।…

ଟେଷ୍ଟିଂ ଓ ଟ୍ରେସିଂ ବଢ଼ୁଥିବାରୁ ବଢ଼ୁଛି…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସ୍ଥିତି। ଯାହା ପାଇଁ ରାଜ୍ୟବାସୀ ଚିନ୍ତାରେ। ଅପରପକ୍ଷେ ରାଜ୍ୟ ସରକାର ଚନ୍ତିତି ନହେବା ପାଇଁ ରାଜ୍ୟବାସୀଙ୍କୁ କହିଛନ୍ତି। ଆମ ରାଜ୍ୟର ସ୍ଥିତି ଅନ୍ୟ ରାଜ୍ୟଠାରୁ ସମ୍ପୂର୍ଣ୍ଣ ଭିନ୍ନ ରହିଛି। ରାଜ୍ୟରେ ଆରୋଗ୍ୟ ହାର ବଢୁଛି, ମୃତ୍ୟୁ ହାର କମୁଛି।…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: କରୋନା…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଗୁଡ଼ୁଛି କରୋନା ସ୍ଥିତି। ଏପରିକି ରାଜ୍ୟ ୯୭ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଆକ୍ରାନ୍ତଙ୍କ ମୃତ୍ୟୁପରେ ମୃତ ବ୍ୟକ୍ତିଙ୍କ ଶବକୁ ବାରମ୍ବାର ଅସମ୍ମାନ ପରେ ଚେତିଲେରାଜ୍ୟ ସରକାର। ଏଭଳି ଶବ ଅସମ୍ମାନ ଖବରକୁ ନଜରରେ ରଖି ରାଜ୍ୟ ସରକାର କରିଛନ୍ତି ବଡ଼ ଘୋଷଣା। ଏଣିକି…

ଭୁବନେଶ୍ବରରେ ୧୨ଶହ ଟପିଲା ଆକ୍ରାନ୍ତଙ୍କ…

ଭୁବନେଶ୍ବର: ରାଜ୍ୟ ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪ ଜଣ କ୍ବାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ବାକି ୧୫ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ତେବେ ନୂଆ ସଂକ୍ରମିତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ୍…