Odisha Link
Bridging the Missing Links in Odisha
Browsing Tag

COURT

ଆଇଏଏସ ବିଜୟଙ୍କ ଜାମିନ ପ୍ରସଙ୍ଗ: ରାୟ…

ଭୁବନେଶ୍ୱର: ଆଇଏଏସ ବିଜୟକେତନ ଉପାଧ୍ୟାୟଙ୍କ ଜାମିନ ଆବେଦନର ଶୁଣାଣି ଶେଷ ହୋଇଛି। ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ ଶୁଣାଣି ଶେଷ କରି ନିଜର ରାୟକୁ ସଂରକ୍ଷିତ ରଖିଛନ୍ତି। ଲାଞ୍ଚମାମଲାରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ବିଜୟକେତନ ଏବେ ଝାରପଡ଼ା ଜେଲରେ ଅଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ମୋ…

୯ଜଣ ହତ୍ୟାକାରୀଙ୍କୁ ଆଜୀବନ ଜେଲଦଣ୍ଡ

ରାୟଗଡ଼ା: ୨ବର୍ଷ ତଳର ଏକ ହତ୍ୟାକାଣ୍ଡର ରାୟ ଶୁଣାଇଛନ୍ତି ରାୟଗଡ଼ା ଜିଲ୍ଲା ଦୌରା ଜଜ। କୋର୍ଟ ତାଙ୍କ ରାୟରେ ୯ଜଣ ହତ୍ୟାକାରୀଙ୍କୁ ଆଜୀବନ ଜେଲ ଦଣ୍ଡ ଶୁଣାଇଛନ୍ତି। ରାୟଗଡ଼ା ଟିକିରି ଥାନା ଅନ୍ତର୍ଗତ ପୋଡକଣା ଗ୍ରାମର ଛେଳିଆ ମାଝୀ ହତ୍ୟାକାଣ୍ଡର ବିଚାର କରି ଜିଲ୍ଲା ଦୌରା ଜର୍ଜ ସୋମଶେଖର ଜେନା ଏହି ସଜା…

ନିର୍ଭୟା: ଦୋଷୀଙ୍କୁ ତୁରନ୍ତ ଫାଶୀ ଦେବା…

ନୂଆଦିଲ୍ଲୀ: ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ତୁରନ୍ତ ଫାଶୀ ଦେବା ଲାଗି ହୋଇଥିବା ଆବେଦନର ଶୁଣାଣିକୁ ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୧୮ ତାରିଖରେ ଏହି ଆବେଦନର ଶୁଣାଣି ହେବ। ନିର୍ଭୟା ମାମଲାର ଦୋଷୀମାନଙ୍କୁ ଶୀଘ୍ର ଫାଶୀ ଦେବା ଲାଗି ଦାବି କରି…

ରାଜ୍ୟରେ ପ୍ରତିଷ୍ଠା ହେବ ୨୪ଟି ଫାଷ୍ଟ…

ଭୁବନେଶ୍ୱର: ରାଜ୍ୟରେ ଖୁବ୍‌ ଶୀଘ୍ର ୨୪ଟି ଫାଷ୍ଟ ଟ୍ରାକ୍‌ ସ୍ୱତନ୍ତ୍ର କୋର୍ଟ ପ୍ରତିଷ୍ଠା କରାଯିବ। ଏ ନେଇ କହିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା। ମାନ୍ୟବର ଉଚ୍ଚତମ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶା ସିଭିଲ୍‌ କୋର୍ଟ ଆଇନ-୧୯୮୪…

ସାଲେପୁର ଦୁଷ୍କର୍ମ ଓ ହତ୍ୟା ମାମଲା:…

ଭୁବନେଶ୍ବର: ବହୁ ଚର୍ଚ୍ଚିତ ସାଲେପୁର ନାବାଲିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିୟୁକ୍ତ ମହମ୍ମଦ ମୁସ୍ତାକକୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। କଟକ ସ୍ପେଶାଲ ପୋକ୍ସୋ କୋର୍ଟ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଗତ ବର୍ଷ ଏପ୍ରିଲ ୨୧ ତାରିଖରେ କଟକ ଜିଲ୍ଲା ସାଲେପୁର ଥାନା ଅଞ୍ଚଳର ଏକ ଗାଁରେ ଏହି…

କୋର୍ଟରେ ହାଜର ହେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର: ଭୁବନେଶ୍ବର କୋର୍ଟରେ ହାଜର ହେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ୨୦୦୪ ଓ ୨୦୧୧ରେ ଏକ ମାମଲାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଶୁକ୍ରବାର ଭୁବନେଶ୍ୱର କୋର୍ଟରେ ହାଜର ହୋଇଛନ୍ତି। ପୂର୍ବରୁ କୋର୍ଟ ଦ୍ବାରା ଧାର୍ଯ୍ୟ ହୋଇଥିବା ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଷଡ଼ଙ୍ଗୀ କୋର୍ଟରେ ହାଜର…

ରାଜ୍ୟର ୬୦ ପ୍ରତିଶତ ଅଦାଲତରେ ନାହିଁ…

ନୂଆଦିଲ୍ଲୀ: ସାରା ଦେଶରେ ସ୍ବଚ୍ଛ ଭାରତ ଅଭିଯାନ ଦ୍ବାରା ଶୌଚାଳୟ ନିର୍ମିତ ହେଉଛି। ଅପରପକ୍ଷେ ଦେଶର ଥିବା ୧୬ ହଜାର ଅଦାଲତ ମଧ୍ୟରୁ ୧୫ ପ୍ରତିଶତ ଅଦାଲତରେ ମହିଳାଙ୍କ ପାଇଁ ଶୌଚାଳୟ ନାହିଁ। ନିକଟରେ ହୋଇଥିବା ଏକ ସର୍ବେକ୍ଷଣରୁ ଏହା ଜଣାପଡ଼ିଛି। କେନ୍ଦ୍ର ସରକାରଙ୍କ ସ୍ୱଚ୍ଛ ଭାରତ ଅଭିଯାନ ଜରିଆରେ ଗତ…

ଅନୁଭବଙ୍କ ନାଁରେ ମହିଳା ସାମ୍ବାଦିକଙ୍କ…

କଟକ : ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ମହିଳା ସାମ୍ବାଦିକ ଆଣିଥିବା ଅଭିଯୋଗ ମାମଲାରେ ଆଜି କଟକ ଜେଏମଏଫସି କୋର୍ଟରେ ଅଭିଯୋଗକାରିଣୀ ସସ୍ମିତା ଆଚାର୍ଯ୍ୟଙ୍କ ବୟାନ ରେକର୍ଡ କରାଯାଇଛି। ୧୬୪ ଧାରାରେ କୋର୍ଟଙ୍କ ସମ୍ମୁଖରେ ସସ୍ମିତା ତାଙ୍କର ବୟାନ ରଖିଛନ୍ତି। ଏହି ସମୟରେ ପୁରୀଘାଟ ପୁଲିସ୍‌ ଏବଂ…

ଅଯୋଧ୍ୟା ବୋମା ବିସ୍ଫୋରଣ ମାମଲା:…

ପ୍ରୟାଗରାଜ: ୨୦୦୫ରେ ହୋଇଥିବା ଅଯୋଧ୍ୟା ବୋମା ବିସ୍ଫୋରଣ ମାମଲାର ଶୁଣାଣି ଆଜି ଆହ୍ଲାବାଦର ଏକ ସ୍ୱତନ୍ତ୍ର କୋର୍ଟ ପ୍ରଦାନ କରିଛନ୍ତି। ସ୍ବତନ୍ତ୍ର କୋର୍ଟ ୪ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିବାବେଳେ ଜଣକୁ ଦୋଷମୁକ୍ତ କରିଛନ୍ତି। ଆଜୀବନ କାରାଦଣ୍ଡ ପାଇଥିବା ୪ ଜଣ ହେଲେ ଡ.ଇରଫାନ,ମହମ୍ମଦ…