Odisha Link
Bridging the Missing Links in Odisha
Browsing Tag

Covid-19

କରୋନାରେ ଚାଲିଗଲା ଏହି ଦେଶର…

ଜୋହାନ୍ସବର୍ଗ: କରୋନାରେ ଚାଲିଗଲା ଦକ୍ଷିଣ ଆଫ୍ରିକୀୟ ଦେଶ ଏସଭାଟିନିର ପ୍ରଧାନମନ୍ତ୍ରୀଙ୍କ ଜୀବନ। ଏସଭାଟିନିର ପ୍ରଧାନମନ୍ତ୍ରୀ ଏମ୍ବରୋସେ ଡଲାମିନି ଗତ ୧ ମାସ ହେବ ମହମାରୀ କରୋନାରେ ସଂକ୍ରମିତ ଥିଲେ। ୫୨ ବର୍ଷୀୟ ଡଲାମିନିର ଦକ୍ଷିଣ ଆଫ୍ରିକାର ଏକ ହସ୍ପିଟାଲରେ ଚିକିତ୍ସତ ହେଉଥିଲେ। ସେଠାର ସରକାର…

ଟିକା ପାଇଁ ସ୍ବତନ୍ତ୍ର co win ଆପ୍,…

ନୂଆଦିଲ୍ଲୀ: କରୋନା ଟିକା ପାଇଁ ଏକ ସ୍ବତନ୍ତ୍ର ଆପ୍ ପ୍ରସ୍ତୁତ କରାଯାଇଛି। ଏହା ବର୍ତ୍ତମାନ କାର୍ଯ୍ୟକାରୀ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୁଷଣ ପ୍ରସମିଟରେ ସୂଚନା ଦେଇଛନ୍ତି। ଏହି ଆପରେ ଅନେକ ପ୍ରକାର ସୁବିଧା ରହିଥିବାର ସୂଚନା ମିଳିଛି। ଟିକା ସଂରକ୍ଷଣ , ପରିଚଳା ଆଦିର ସୂଚନା…

କରୋନାରେ ମହାତ୍ମାଗାନ୍ଧୀଙ୍କ ଅଣନାତିଙ୍କ…

ଜୋହାନ୍ସବର୍ଗ: ମହାତ୍ମାଗାନ୍ଧିଙ୍କର ସାଉଥ ଆଫ୍ରିକାନ୍‌ ଅଣନାତି ସତୀଶ ଧୁପେଲିଆଙ୍କର ଗତକାଲି କରୋନାରେ ମୃତ୍ୟୁ ଘଟିଛି। ୬୬ ତମ ଜନ୍ମ ଦିନ ପାଳନ କରିବାର ଗତ ତିନି ଦିନ ପରେ ସତୀଶଙ୍କର ମୃତ୍ୟୁ ହୋଇଛି। ଜୋହାନ୍ସବର୍ଗର ଏକ ଡାକ୍ତରଖାନାରେ ସତୀଶଙ୍କର ମୃତ୍ୟୁ ଘଟିଛି। ଜୋହାନ୍ସବର୍ଗରେ ରହୁଥିବା ସତୀଶଙ୍କ…

ଆଶା ଦେଲା ‘ଫାଇଜର୍’, କୋଭିଡ୍‌-୧୯ ଟିକା…

ନୂଆଦିଲ୍ଲୀ: ‘ଫାଇଜର୍’ ଏବଂ ‘ବାୟୋଏନ୍‌ଟେକ୍‌’ଦ୍ବାରା ମିଳିତଭାବେ ବିକଶିତ ଟିକା କୋଭିଡ୍‌-୧୯ ସଂକ୍ରମଣ ପ୍ରତିରୋଧ କରିବାରେ ୯୦% ଫଳପ୍ରଦ ହୋଇଥିବା କଥା ସମ୍ପ୍ରତି ଚାଲିଥିବା ତୃତୀୟ ପର୍ଯ୍ୟାୟ ପରୀକ୍ଷାରୁ ଜଣାପଡ଼ିଛି। ସୋମବାର ଦିନ ଉଭୟ କମ୍ପାନି ଏ କଥା ଘୋଷଣା କରିଛନ୍ତି। ପ୍ରାଥମିକ…

କରୋନାକୁ ପରାସ୍ତ କଲେ ୯୨ ବର୍ଷୀୟା…

ଭୁବନେଶ୍ୱର: ଉପଯୁକ୍ତ ଚିକିତ୍ସା, ଯତ୍ନ ଓ ସେବା ଫଳରେ କରୋନା ଭଳି ଭୟଙ୍କର ବ୍ୟାଧିରୁ ମଧ୍ୟ ସୁସ୍ଥ ହୋଇପାରିବେ ବରିଷ୍ଠ ନାଗରିକମାନେ। ଏହି କଥାକୁ ପୁଣି ଥରେ ପ୍ରମାଣିତ କରିପାରିଛି ସମ୍ କୋଭିଡ ହସ୍ପିଟାଲ୍। କରୋନାକୁ ପରାସ୍ତ କରିଛନ୍ତି ଜଣେ ୯୨ ବର୍ଷୀୟା ବୟୋଜ୍ୟେଷ୍ଠା । କରୋନା ଆକ୍ରାନ୍ତ ହୋଇ ସମ୍‌…

ପୁଣି କରୋନା ପରାସ୍ତ: ୮୬ ବର୍ଷିୟା ମହିଳା…

ଭୁବନେଶ୍ବର : ଜଣେ ୮୬ ବର୍ଷିୟା ମହିଳା କରୋନା ସଂକ୍ରମଣରୁ ସୁସ୍ଥ ହୋଇ ପୁଣି ଥରେ ଭୟର ବାତାବରଣ ଭିତରେ ଆଶାର ସଂଞ୍ଚାର ଦେଖାଇଛନ୍ତି । ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୟୋଜ୍ୟେଷ୍ଠା ମହିଳା ସତ୍ୟଭାମା ଦାଶ । କରୋନା ସଂକ୍ରମିତ ହେବା ପରେ ଗତ ସେପ୍ଟେମ୍ବର ୨୯ ତାରିଖରେ ସେ ସମ୍‌…

କୋଭିଡ ଯୁଦ୍ଧରେ ଅବଦାନ ନିମନ୍ତେ ସୋଆକୁ…

ଭୁବନେଶ୍ୱର : କୋଭିଡ-୧୯ ମହାମାରୀ ସମୟରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ଦେଶର ଉଚ୍ଚ ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)କୁ “ଉତ୍କୃଷ୍ଟ ସଂସ୍ଥାନ ବିଶ୍ୱକର୍ମା ପୁରସ୍କାର” ରେ ସମ୍ମାନିତ କରାଯାଇଛି । ଗୁରୁବାର ସର୍ବଭାରତୀୟ…

ଦେଶରେ କରୋନା: ଦେଶରେ ୪୨ ଲକ୍ଷ ଟପିଲା…

ନୂଆଦିଲ୍ଲୀ: ଦେଶରେ ଲାଗୁ ହୋଇଛି ଅନ୍‌ଲକ୍-୪। ଅପରପକ୍ଷେ ଦେଶରେ ଅଣାୟତ୍ତ କରୋନା ସଂକ୍ରମଣ। ଦିନକୁ ଦିନ ଦେଶରେ ବଢ଼ି ଚାଲିଛି କରୋନା ପଜିଟିଭଙ୍କ ସଂଖ୍ୟା। ଏପରିକି ଦୈନିକ ସଂକ୍ରମଣରେ ଭାରତ ଏକ ନମ୍ବର ସ୍ଥାନରେ ଆସିଛି ପହଁଞ୍ଚିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୪୨ଲକ୍ଷ ୦୪ ହଜାର ପାର…

ଚଳିତ ମୌସୁମୀ ଅଧିବେଶନରେ ରହିବନି…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। କାଲିଠୁ ସାରା ଦେଶରେ ଲାଗୁ ହୋଇଛି ଅନ୍‌ଲକ୍‌-୪ କଟକଣା। କରୋନା କାଳରେ ଅନୁଷ୍ଠିତ ହେବ ସଂସଦର ମୌସୁମୀ ଅଧିବେଶନ। ହେଲେ ଦେଶରେ ଜାରି ରହିଥିବା କରୋନା ସଂକ୍ରମଣକୁ ନଜରରେ ରଖି ଚଳିତ ଥର ମୌସୁମର ଅଧିବେଶନରେ ଉଭୟ ଲୋକସଭା ଓ ରାଜ୍ୟସଭାର…

ଦେଶରେ କରୋନା: ୩୫ ଲକ୍ଷ ଟପିଲା…

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ ବିଗୁଡ଼ିଛି କରୋନା ସ୍ଥିତି। ଦେଶରେ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି କରୋନା ପଜିଟିଭଙ୍କ ସଂଖ୍ୟା। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୩୫ଲକ୍ଷ ୪୨ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା…