Odisha Link
Bridging the Missing Links in Odisha
Browsing Tag

Covid-19

କରୋନା: ଦେଶରେ ଦିନକରେ ୬୧,୪୦୮…

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୬୧ ହଜାର ୪୦୮କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୦୬,୩୪୮ ରେ ଏହା ସହ ୨୪ଘଣ୍ଟାରେ ୫୭,୪୬୯ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗତ ୨୪ ଘଣ୍ଟା ଭିତରେ କରୋନା…

ଭିକ୍ଷୁକ ପାଣ୍ଡିଆନ୍‌ଙ୍କ ମହାନତା:…

ମଦୁରାଇ: ବର୍ତ୍ତମାନର କରୋନା କାଳରେ ସରକାରଙ୍କ କୋଭିଡ ଫଣ୍ଡକୁ ବିଭିନ୍ନ ଲୋକ କିଛି ନା କିଛି ରିଲିଫ୍‌ ଦେଉଛନ୍ତି। ନେତାଠୁ ଜନତା ବଡ଼ ବ୍ୟବସାୟୀଙ୍କଠୁ ଆରମ୍ଭ କରି ଛୋଟ ବ୍ୟବସାୟୀ ସମସ୍ତେ କରୋନା କାଳରେ କିିଛି ଟଙ୍କା ମୁଖ୍ୟମନ୍ତ୍ରୀ କୋଭିଡ ଫଣ୍ଡକୁ ଦାନ କରିଛନ୍ତି। ଏମଧ୍ୟରେ ଆଉ ଏକ ଖବର ସାମ୍ନାକୁ…

୨୪ ଘଣ୍ଟାରେ ୬୪ ହଜାରରୁ ଉର୍ଦ୍ଧ୍ବ…

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ ବିଗୁଡ଼ିଛି କରୋନା ସ୍ଥିତି। ଦେଶରେ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି କରୋନା ପଜିଟିଭଙ୍କ ସଂଖ୍ୟା। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨୭ଲକ୍ଷ ୬୭ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା…

ଓଡିଶାରେ କରୋନା: ଦିନକରେ ୧୦ ମୃତ, ମୋଟ…

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି। ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବରଗଡ, କଟକ, ଗଞ୍ଜାମ, ପୁରୀ, ରାୟଗଡା,…

କରୋନା: ଭୁବନେଶ୍ୱରରୁ ଆଉ ୧୭୦ ପଜିଟିଭ୍…

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୨୮୯ରେ ପହଁଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୭୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ଅଛନ୍ତି ଏବଂ ୧୮୪ଜଣ ଆରୋଗ୍ୟ ଲାଭ…

କୋଭିଡ-୧୯ର ୭୩ଟି ପ୍ରକାର ଷ୍ଟ୍ରେନ୍…

ଭୁବନେଶ୍ୱର: ପ୍ରଥମ ଥର ପାଇଁ କୋଭିଡ୍‌-୧୯ ସଂକ୍ରମଣର ୭୩ଟି ପ୍ରକାର ଷ୍ଟ୍ରେନ୍ ଚିହ୍ନଟ କରିବାରେ ସଫଳ ହୋଇଛନ୍ତି ଭାରତୀୟ ଜେନୋମିକ୍ ଗବେଷକ। ନୂଆଦିଲ୍ଲୀ ସ୍ଥିତ ଇନଷ୍ଟିଚ୍ୟୁଟ ଅଫ ଜେନୋମିକ୍ସ ଆଣ୍ଡ ଇଂଟିଗ୍ରେଟିଭ ବାୟୋଲଜି (ଆଇଜିଆଇବି) ଏବଂ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)…

ଉତ୍ତରପ୍ରଦେଶ: ୧୧ ମନ୍ତ୍ରୀଙ୍କୁ କରୋନା,…

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଆଇନ ମନ୍ତ୍ରୀ ବ୍ରଜେଶ ପାଠକ ଆଜି କରୋନା ଆକ୍ରାନ୍ତ ହୋଇଛନ୍ତି ବୋଲି ଟୁଇଟ୍‌ କରି ଜଣାଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ନିଜର ପରୀକ୍ଷା କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି। ପାଠକଙ୍କୁ ମିଶାଇ ରାଜ୍ୟରେ ଏଯାବତ୍‌ ୧୧ ଜଣ ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: କେନ୍ଦ୍ର ପେଟ୍ରୋଲିଅମ୍‌ ଓ ଇସ୍ପାତ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ନିଜେ ଟୁଇଟ୍‌ କରି ଜଣାଇଛନ୍ତି ଧର୍ମେନ୍ଦ୍ର। ପଡ଼ୋଶୀ ଗୁରୁଗ୍ରାମରେ ଥିବା ମେଦାନ୍ତ ହସ୍ପିଟାଲରେ ସେ ଏବେ ଚିକିତ୍ସିତ ହେଉଛନ୍ତି।…

AIIMS ନଯାଇ ଘରୋଇ ହସ୍ପିଟାଲ କାହିଁକି…

ନୂଆଦିଲ୍ଲୀ: "ସାଧାରଣ ଲୋକଙ୍କ ଆସ୍ଥା ଓ ବିଶ୍ବାସ ବଢ଼ାଇବା ପାଇଁ ପ୍ରଭାବଶାଳୀ ବ୍ୟକ୍ତିବିଶେଷ ସରକାରୀ ଅନୁଷ୍ଠାନଗୁଡ଼ିକୁ ପ୍ରୋତ୍ସାହିତ କରିବା କଥା।" କରୋନା ଆକ୍ରାନ୍ତ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଚିକିତ୍ସା ବାବଦରେ ଆଜି ଏମିତି କହିଛନ୍ତି କଂଗ୍ରେସ ସାଂସଦ ଶଶି ଥରୁର। ଦିଲ୍ଲୀର ଏମ୍‌ସରେ…

ଚାରିଦିନ ତଳେ ପ୍ରଧାନମନ୍ତ୍ରୀଙ୍କ…

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଂଗରୋଧରେ ରହିବାକୁ ଓ କୋଭିଡ୍‌ ପରୀକ୍ଷଣ କରାିବାକୁ ସେ ପରାମର୍ଶ ଦେଇଛନ୍ତି। ତେବେ ସେ ଚାରିଦିନ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନକୁ ଯାଇଥିଲେ ବୋଲି ଜାତୀୟ…