Odisha Link
Bridging the Missing Links in Odisha
Browsing Tag

Covid Hospital

ସମ୍ କୋଭିଡ୍ ହସ୍ପିଟାଲରୁ ସୁସ୍ଥ ହେଲେ ୩…

ଭୁବନେଶ୍ୱର: କୋଭିଡ ୧୯ର ନୂଅ ଭ୍ୟାରିଏଂଟ ଓମାଇକ୍ରନ ଏବଂ ତୃତୀୟ ଲହରର ଭୟ ସାରା ବିଶ୍ୱକୁ ଆଚ୍ଛାଦିତ କରି ରଖିଥିବା ବେଳେ ସମ୍ କୋଭିଡ୍ ହସ୍ପିଟାଲରୁ ଆସିଛି ଭଲ ଖବର। ଓମାଇକ୍ରନରେ ଆକ୍ରାନ୍ତ ତିନି ଜଣ ସଂକ୍ରମିତ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ମଙ୍ଗଳବାର ଘରକୁ ଫେରିଛନ୍ତି। ନାଇଜେରିଆରୁ ଫେରିଥିବା ଜଣେ…

୧୦ ଦିନ ମଧ୍ୟରେ କୋଭିଡ ହସ୍‌ପିଟାଲ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୦ ଦିନ ମଧ୍ୟରେ…

ତାଳଚେର ଏମସିଏଲ୍ ହସ୍ପିଟାଲ ହେଲା କୋଭିଡ୍…

ଭୁବନେଶ୍ବର: ତାଳଚେର ଏମସିଏଲ୍ ହସ୍ପିଟାଲ ହେଲା କୋଭିଡ୍ ହସ୍ପିଟାଲ। ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କୋଭିଡ୍‌-୧୯ ମାମଲାକୁ ଦୃଷ୍ଟିରେ ରଖି ତାଳଚେରସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ୍‌-୧୯ ହସ୍ପିଟାଲରେ ପରିଣତ କରିବା ପାଇଁ ଅନୁମତି ଦେବା ଲାଗି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ଏପ୍ରିଲ ୨୪ରେ…

କରୋନାରୁ ମୁକ୍ତି ପାଇଁ ସରକାରୀ…

ସୁରଟ: ଗୁଜୁରାଟର ଅଣାୟତ୍ତ କରୋନା ସ୍ଥିତି। ଏପରିକି ଡାକ୍ତରଖାନା ବାହାରେ ଆମ୍ବୁଲାନ୍ସର ସାଇରନ୍‌ ଧ୍ବନୀ ବାଜୁଥିବା ବେଳେ ମେଡିକାଲ ଭିତରୁ ଶୁଭୁଛି ମନ୍ତ୍ର ଧ୍ବନୀ। ଏକଥା ଆପଣଙ୍କ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏକଦମ୍‌ ସତ। ଦିନକୁ ଦିନ ଗୁଜୁରାଟର ସୁରଟ ସହରରେ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଏପରିକି…

ଭୀମସାରରେ ହେବ ୨ୟ କୋଭିଡ ହସ୍ପିଟାଲ

ଭୁବନେଶ୍ୱର: ପୁଣି କାୟା ବିସ୍ତାର କଲାଣି ମହାମାରୀ କରୋନା। ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। ପଶ୍ଚିମ ଓଡ଼ିଶାରେ ସ୍ଥିିତି ସଙ୍ଗୀନ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି ଦିଆଯାଇଛି। ବୁର୍ଲା ଭୀମସାରରେ ଦ୍ୱିତୀୟ କୋଭିଡ…

ଆଜିଠୁ ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ…

ଭୁବନେଶ୍ୱର: ହୁହୁ ବଢିବାରେ ଲାଗିଛି କରୋନା ସଂକ୍ରମଣ ସଂଖ୍ୟା। ରାଜଧାନୀରେ ମଧ୍ୟ ସଂକ୍ରମଣ ହାର ଦିନକୁ ଦିନ ବଢିବାରେ ଲାଗିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ପଦକ୍ଷେପମାନ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ଆଜିଠାରୁ ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ ହସ୍ପିଟାଲ। ଆଇସିୟୁ ସହ ମୋଟ ୧୫୦…

ଶଯ୍ୟା ନିଅଣ୍ଟ, ଡାକ୍ତରଖାନା ବାହାରେ…

ଅହମଦାବାଦ: ଦେଶରେ ମହାମାରୀ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଯାହାର ପ୍ରଭାବ ଏବେ ମେଡିକାଲ ଉପରେ ପଡ଼ୁଥିବାର ଦେଖିବାକୁ ମିଳିଛି। ଏପରିକି କରୋନା ରୋଗୀ ମେଡିକାଲର ଖଣ୍ଡିଏ ବେଡ ପାଇବା ପାଇଁ କରୁଛନ୍ତି ପ୍ରତୀକ୍ଷା। ଗୁଜୁରାଟର ଅହମଦାବଦ ସହରରୁ ଆସିଛି ଏଭଳି ଫଟୋ ଯାହା ଆପଣଙ୍କ ନିଦ ହଜାଇ ଦେବ।…

କୋଭିଡ୍‌ ହସ୍ପିଟାଲ୍‌ରେ ନିଆଁ, ୪‌ ମୃତ

ନାଗପୁର: କୋଭିଡ୍‌ ହସ୍ପିଟାଲ୍‌ରେ ନିଆଁ। ମହାରାଷ୍ଟ୍ର ନାଗପୁରର ଏକ କୋଭିଡ୍‌ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗତକାଲି ରାତି ପ୍ରାୟ ୮ଟା ବେଳେ ନାଗପୁର ସ୍ଥିତ ୱେଲ୍‌ ଟ୍ରିଟ୍‌ ହସ୍ପିଟାଲ୍‌ରେ ନିଆଁ ଲାଗି…

କୋଭିଡ୍‌ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ, ୨…

ମୁମ୍ବାଇ: କୋଭିଡ୍‌ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ। ଗତରାତିରେ ମୁମ୍ବାଇର ଏକ ମଲ୍‌ରେ ଥିବା ସନରାଇଜ୍‌ ହସ୍ପିଟାଲରେ କୋଭିଡ୍ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାରୁ ଦୁଇଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ହସ୍ପିଟାଲ…

ଗଞ୍ଜାମରେ ବନ୍ଦ ହେବ ୨ କୋଭିଡ୍‌…

ଗଞ୍ଜାମ: କରୋନାର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାରେ ଖୋଲାଯାଇଥିବା ୨ କୋଭିଡ୍‌ ହସ୍ପିଟାଲ ବନ୍ଦ କରାଯିବ। ଶୀତଳାପଲ୍ଲୀ ଟାଟା ହସ୍ପିଟାଲ ଓ ଗୋଳନ୍ଥରା ଅଶ୍ୱିନୀ ହସ୍ପିଟାଲ ବନ୍ଦ କରାଯିବ। ଶୀତଳାପଲ୍ଲୀ ଟାଟା ହସ୍ପିଟାଲକୁ ୨୦ରୁ ବନ୍ଦ ହେବ ଏବଂ ଅଶ୍ୱିନୀ ହସ୍ପିଟାଲ ଡିସେମ୍ବର ୩୧ ତାରିଖରୁ ବନ୍ଦ…