Odisha Link
Bridging the Missing Links in Odisha
Browsing Tag

covid norms violation

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ…

ଭୁବନେଶ୍ୱର: ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଚିଠି ସହ କରୋନା କଟକଣା ଉଲ୍ଲଘଂନ ସମ୍ପର୍କିତ ଦସ୍ତାବିଜ ମଧ୍ୟ ପଠାଇଛନ୍ତି । ୧୭ଟି ଫଟୋ ଏବଂ ଗୋଟିଏ ଭିଡିଓ ପଠାଇ ଅପରାଜିତା ଷଡ଼ଙ୍ଗୀ ଉକ୍ତ ଚିଠି ମାଧ୍ୟମରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସିଲ୍ ହେଲା ଅପରାଜିତା ଷଡ଼ଙ୍ଗୀଙ୍କ…

ଭୁବନେଶ୍ୱର: ସିଲ୍ ହେଲା ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସାଂସଦଙ୍କ ପଳାସପଲ୍ଲୀ ସ୍ଥିତ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି। ଘଟଣାସ୍ଥଳରେ ବିଏମସି ପହଁଚି। କମିଶନରେଟ ପୋଲିସ ସହାୟତାରେ କାର୍ଯ୍ୟାଳୟ ସିଲ୍‌ କରିଛି। କାର୍ଯ୍ୟାଳୟରେ କୋଭିଡ୍ ନିୟମ ଉଲଂଘନ…

ମନ୍ତ୍ରୀଙ୍କର ଏଭଳି ଡବଲ ଷ୍ଟାଣ୍ଡାର୍ଡ…

ଭୁବନେଶ୍ବର: ଜନ୍ମଦିନ ପାଳନ ବେଳେ କୋଭିଡ୍ ନିୟମ ଉଲ୍ଲଘଂନ କରିଥିବା ନେଇ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ବିରୋଧରେ ଆଜି କେନ୍ଦ୍ରଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର।। ଏହି ମାମଲାରେ ଜବାବ ରଖିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ। ଅପରାଜିତା କହିଛନ୍ତି,…

ସାଂସଦ ଅପରାଜିତାଙ୍କ ବିରୋଧରେ…

ଭୁବନେଶ୍ୱର: ପୁଣି ଥରେ କୋଭିଡ୍ ନିୟମ ଉଲ୍ଲଘଂନ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଜନ୍ମଦିନ ପାଳନ ବେଳେ ସାମାଜିକ ଦୂରତ୍ୱର ଉଲ୍ଲଂଘନ କରିଛନ୍ତି ସାଂସଦ। ଏନେଇ କେନ୍ଦ୍ରଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର। ଅପରାଜିତାଙ୍କ ଜନ୍ମଦିନ ବେଳର ଭିଡିଓକୁ…