Odisha Link
Bridging the Missing Links in Odisha
Browsing Tag

Covid Test

ରାଜ୍ୟରେ ଦିନକରେ ୬୦,୯୦୯ କରୋନା ପରୀକ୍ଷା

ଭୁବନେଶ୍ୱର : ରାଜ୍ୟରେ ଦିନକରେ ରେକର୍ଡ ସଂଖ୍ୟକ କରୋନା ଟେଷ୍ଟ। ଗତ ୨୪ ଘଣ୍ଟାରେ ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ମାଧ୍ୟମରେ ୬୦ ହଜାର ୯୦୯ କରୋନା ଟେଷ୍ଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଆରଟିପିସିଆରରେ ୭ ହଜାର ୪୯୦,…

ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ ଟେଷ୍ଟ

ଭୁବନେଶ୍ବର: ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ କରୋନା ଟେଷ୍ଟ ହୋଇଛି। ଗତ ୨୪ ଘଣ୍ଟା ଭିତରେ ୫୩ ହଜାର ୪୭୮ କରୋନା ନମୁନା ପରୀକ୍ଷା କରାଯାଇଛି। ଏଥିମଧ୍ୟରୁ ୪୭,୫୧୨ ଜଣଙ୍କର ଆଣ୍ଟିଜେନ, ୫୮୪୯ଟି ଆରଟିପିସିଆର୍ ଓ ୧୧୭ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର…

କରୋନା ମୁକାବିଲା: ଆଜିଠୁ ରାଜଧାନୀର ୯ଟି…

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ରାଜ୍ୟର ସବୁଠାରୁ ଅଧିକ ଗଞ୍ଜାମ ଜିଲ୍ଲା ପ୍ରଭାବିତ ହୋଇଥିବା ବେଳେ ତା ପଛକୁ ଖୋର୍ଦ୍ଧା ଜିଲ୍ଲା। ବିଶେଷକରି ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନଜରରେ ରଖି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଲରେ ଆଜିଠୁ କରୋନା…

ଏଣିକି ସମ୍‌ ହସ୍ପିଟାଲରେ କୋଭିଡ୍‌‌…

ଭୁବନେଶ୍ୱର: ରାଜ୍ୟର ପ୍ରଥମ ଘରୋଇ ଡାକ୍ତରଖାନା ଭାବେ କୋଭିଡ୍‌-୧୯ ନୁମନା ପରୀକ୍ଷଣ ପାଇଁ ଅନୁମୋଦନ ପାଇଛି ଆଇଏମ୍‌ଏସ୍ ଓ ସମ୍ ହସ୍ପିଟାଲ। ଓଡ଼ିଶାରେ କୋଭିଡ୍-୧୯ ନମୁନା ପରୀକ୍ଷା ନିମନ୍ତେ ଇଣ୍ଡିଆନ୍ କାଉନସିଲ୍ ଫର୍ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍) ସମ୍‌କୁ ମନୋନୀତ କରିଛି। ରାଜ୍ୟର ଏକମାତ୍ର ଘରୋଇ…