ଓଡ଼ିଶାରେ ପ୍ରସ୍ତୁତ ହେବ କରୋନା…
ଭୁବନେଶ୍ୱର: ଓଡ଼ିଶାରେ ପ୍ରସ୍ତୁତ ହେବ କରୋନା ଭ୍ୟାକ୍ସିନ୍। ଏ ନେଇ ଆଜି ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ବସି ଏ ସମ୍ପର୍କରେ ଆଲୋଚନା କରାଯାଇଛି।
ରାଜଧାନୀ ଉପକଣ୍ଠ ଅନ୍ଧାରୁଅରେ ଏହି ଅତ୍ୟାଧୁନିକ ଉତ୍ପାଦନକେନ୍ଦ୍ର ପ୍ରତିଷ୍ଠା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଟୀକା ଉତ୍ପାଦନ ଲାଗି ଭାରତ…