Odisha Link
Bridging the Missing Links in Odisha
Browsing Tag

Crackers Blast

ବାଣ ବିସ୍ଫୋରଣରେ ଚାଲିଗଲା ୪ ଜୀବନ, ୪…

ଓଏଲ୍‌ ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଭୂଷଣ୍ଡପୁର ଗାଁରେ ଅଘଟଣ। ବାଣ ପ୍ରସ୍ତୁତ ବେଳେ ବିସ୍ଫୋରଣ ଘଟି ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତମାନଙ୍କ ପରିଚୟ ମିଳିପାରିନାହିଁ। ସୂଚନା ମୁତାବିକ, ଦୋଳ ପୂର୍ଣ୍ଣିମା ପାଇଁ…

ବାଣ ତିଆରି ବେଳେ ଅଘଟଣ, ବିସ୍ଫୋରଣରେ…

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ପଙ୍ଗାରସିଂହ ଗ୍ରାମରେ ବେଆଇନ ବାଣ ତିଆରି ବେଳେ ପ୍ରବଳ ବିସ୍ଫୋରଣ ହୋଇଛି। ଏଥିରେ ୩ଜଣ ମହିଳାଙ୍କ ସମେତ ମୋଟ ୪ ଜଣ ଗୁରୁତର ହୋଇଥିବା ଜଣାଯାଇଛି। ଘରେ ବାଣ ଭିଡୁଥିବା ବେଳେ ଏହି ବିସ୍ଫୋରଣ ହୋଇଥିଲା। ସୂଚନାଯୋଗ୍ୟ ଯେ, ଆଗକୁ ଦୋଳଯାତ୍ରା ଥିବାରୁ ଏବେ ଗାଁ…