ବାୟୁସେନା ବିମାନ ଦୁର୍ଘଟଣା: ବଞ୍ଚିଗଲେ…
ବୁଧବାର ଘଟିଥିବା ମର୍ମନ୍ତୁଦ ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ପ୍ରତିରକ୍ଷା ମୁଖ୍ୟ ଜେନେରାଲ୍ ବିପିନ ରାଓ୍ବତ, ତାଙ୍କ ପତ୍ନୀ ମଧୁଲିକା ରାଓ୍ବତଙ୍କ ସମେତ ମୋଟ ୧୪ ଜଣଙ୍କର ପ୍ରାଣହାନି ଘଟିଛି। ତେବେ ଏହି ଦୁର୍ଘଟଣାରେ ଏକମାତ୍ର ବ୍ୟକ୍ତି ଭାବେ ଗ୍ରୁପ୍ କ୍ୟାପ୍ଟେନ୍ ବରୁଣ ସିଂହ ବଞ୍ଚି ଯାଇଛନ୍ତି।…