Odisha Link
Bridging the Missing Links in Odisha
Browsing Tag

Crime Branch

ମଡେଲ ସୌମ୍ୟ ମୃତ୍ୟୁ ମାମଲା: ସୌମ୍ୟଙ୍କ…

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ମଡେଲ ସୌମ୍ୟ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ମାମଲାକୁ ନେଇ ଆଉ ଏକ ଖବର ସାମ୍ନାକୁ ଆସିଛି। ସୌମ୍ୟଙ୍କ ଘରେ ୫ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚି ପଚରାଉଚରା କରିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶରେ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚି ଥିବା ସୂଚନା ମିଳିଛି। ସୌମ୍ୟଙ୍କ…

ଅପହରଣ ଯୁବକ ମୃତ୍ୟୁ ମାମଲା ; ୨…

ଓଏଲ୍‌ ବ୍ୟୁରୋ : ଗତକାଲି ରାଜଧାନୀରେ ଏକ ଚାଞ୍ଚଲ୍ୟକର ପରିସ୍ଥିତି ସୃଷ୍ଟି ହୋଇଥିବା ଜଣା ପଡିଥିଲା। ଜଣେ ଯୁବକଙ୍କୁ ଅପହରଣ କରି ଦୁର୍ବୃତ୍ତମାନେ ନେବାବେଳେ, ଚଳନ୍ତା କାର୍‌ରୁ ଯୁବକ ଜଣକ ଡେଇଁ ପଡ଼ିଥିଲେ। ନିଜ ଜୀବନ ବଞ୍ଚାଇବ ପାଇଁ ଡେଇଁ ପଡିବା ପରେ ଥାନାରେ ପହଂଚିଥିଲେ ଯୁବକ। ତେବେ ଥାନାରେ ପହଞ୍ଚିବା…

ନବ ଦାସ ହତ୍ୟା ଘଟଣା : ତଦନ୍ତ ପାଇଁ…

ଓଏଲ୍‌ ବ୍ୟୁରୋ : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି କରିଛି। ହତ୍ୟା ଘଟଣାର ଅଭିଯୁକ୍ତ ପୁଲିସ କର୍ମଚାରୀ ଗୋପାଳକୁ ଗିରଫ କରାଯାଇଥିବାବେଳେ ତାଙ୍କୁ ରିମାଣ୍ଡରେ ନେଇ ପଚରାଉଚରା ଜାରି କରିଛି କ୍ରାଇମବ୍ରାଞ୍ଚ। ତେବେ ଏହି ଘଟଣାର ଅଧିକ ତଦନ୍ତ ପାଇଁ ରାଜ୍ୟ ବାହାରୁ…

ନିଲମ୍ବିତ ହେଲେ ନବ ଦାସଙ୍କ ପିଏସ୍ଓ

ଓଏଲ୍ ବ୍ୟୁରୋ : ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ଘଟଣାକୁ ନେଇ ତଦନ୍ତ ଜାରି ରହିଛି। ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ତଦନ୍ତ ଜାରି ରହିଥିବାବେଳେ ନବ ଦାସଙ୍କ ପିଏସ୍ଓ ମିତ୍ରଭାନୁ ଦେଓ ସସ୍‌ପେଣ୍ଡ ହୋଇଥିବା ଖବରରୁ ଜଣା ପଡିଛି। ପୂର୍ବରୁ ଝାରସୁଗୁଡ଼ା ଏସ୍‌ପି ଏବଂ ଏସ୍‌ଡିପିଓଙ୍କୁ ବଦଳି…

ଓଡ଼ିଶା ବୁଲି ଆସିଥିବା ୨ ରୁଷୀୟ ପର୍ଯ୍ୟଟକ…

ଓଏଲ୍‌ ବ୍ୟୁରୋ: ରୁଷ୍‌‌ର ରାଷ୍ଟ୍ରପତି ଭ୍ଲାଦମିର ପୁତିନଙ୍କ କଡ଼ା ବିରୋଧୀ ତଥା ସମାଲୋଚକ ଭାବେ ଜଣାଶୁଣା ପାଭେଲ ଆଣ୍ଟଭଙ୍କ(୬୫)ର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ଏବେ ଏହି ମାମଲାର ତଦନ୍ତ କରିବେ କ୍ରାଇମବ୍ରାଞ୍ଚ । ଏନେଇ ଆଜି ଡିଜିପି ସୂଚନା ଦେଇଛନ୍ତି । ଡିଜି ସୁନୀଲ ବଂଶଲ କହିଛନ୍ତି, ଏବେ…

କୋର୍ଟରେ ହାଜର ହେବେ ପୂର୍ବତନ ଜିଲ୍ଲାପାଳ…

ଓଏଲ୍‌ ବ୍ୟୁରୋ : ବ୍ୟକ୍ତିଗତ ସହାୟକଙ୍କ ହତ୍ୟା ମାମଲାକୁ ନେଇ କୋର୍ଟରେ ହାଜର ହେବେ ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲ୍‌। ପୂର୍ବତନ ଜିଲ୍ଲାପାଳଙ୍କ ବିରୋଧରେ ପୁଣି ଥରେ ମାଲକାନଗିରି SDJM କୋର୍ଟରେ ମାମଲା ଚାଲୁ ହୋଇଛି। ପୂର୍ବରୁ ତତ୍କାଳୀନ ବ୍ୟକ୍ତିଗତ ସହାୟକ ଦେବ ନାରାୟଣ…

ଏସିଏଫ୍‌ ସୌମ୍ୟ ମୃତ୍ୟୁ ମାମଲା:…

ଗଜପତି: ଦିନ ଯେତେ ଗଡ଼ୁଛି ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାକୁ ନେଇ ଟ୍ବିଷ୍ଟ ବଢ଼ିବାରେ ଲାଗିଛି। ପୂର୍ବରୁ ଗଜପତି ଏସପିଙ୍କଠାରୁ କ୍ଲିନ୍‌ଚିଟ୍‌ ପାଇଥିବା ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଶନିବାର କ୍ରାଇମବ୍ରାଞ୍ଚ ନିକଟରେ ହୋଇଛନ୍ତି ହାଜର। ୧୨ତାରିଖ ରାତିରେ DFO ସଂଗ୍ରାମ କେଶରୀ ବେହେରା…

ଏସିଏଫ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚର…

ଭୁବନେଶ୍ବର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟଙ୍କ ମୃତ୍ୟୁ ମାମଲାକୁ ମାସେରୁ ଅଧିନ ଦିନ ବିତିଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ଉପରୁ ପରଦା ହଟିପାରୁନି। ମୃତ୍ୟୁ ମାମଲାର ତନାଘନା ଜାରି ରହିଥିବା ବେଳେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏସବୁ ମଧ୍ୟରେ ସୌମ୍ୟଙ୍କ ମୃତ୍ୟୁ ମାମଲା…

ACF ସୌମ୍ୟ ମୃତ୍ୟୁ ମାମଲା…

ଭୁବନେଶ୍ବର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟଙ୍କ ମୃତ୍ୟୁ ମାମଲାକୁ ମାସେରୁ ଅଧିନ ଦିନ ବିତିଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ଉପରୁ ପରଦା ହଟିପାରୁନି। ମୃତ୍ୟୁ ମାମଲାର ତନାଘନା ଜାରି ରହିଥିବା ବେଳେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏସବୁ ମଧ୍ୟରେ ସୌମ୍ୟଙ୍କ ମୃତ୍ୟୁ ମାମଲା…

ପ୍ରଦୀପ ପାଣିଗ୍ରାହୀ ମାମଲାର କେସ୍ ଡାଏରୀ…

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ପ୍ରସଙ୍ଗରେ କେସ୍ ଡାଏରୀ ଦାଖଲ କରିବା ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି। ଜଷ୍ଟିସ୍ ଦେବବ୍ରତ ଦାଶଙ୍କୁ ନେଇ ଗଠିତ ଜଣିକିଆ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ସପ୍ତାହରେ ଏହି ମାମଲାର…