Odisha Link
Bridging the Missing Links in Odisha
Browsing Tag

Crime Branch

ରିମାଣ୍ଡରେ ଯିବେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର: ୨ ଦିନିଆ ରିମାଣ୍ଡରେ ଯିବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ ଏସ୍ଆଇଟି। ୨ ଦିନିଆ ରିମାଣ୍ଡ ପାଇଁ ଭୁବନେଶ୍ବର ଏସ୍‌ଡିଜିଏମ୍ କୋର୍ଟଙ୍କ ଅନୁମତି। ଠକେଇ ମାମଲାର ଅଧିକ ତଦନ୍ତ ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ…

ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କଲା…

ଭୁବନେଶ୍ବର: ପାଠକ ବାପା-ପୁଅ ଗିରଫ ପରେ ଗୁରୁବାର ବିଜେଡିରୁ ବହିଷ୍କୃତ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଜାଲିଆତି, ଠକେଇ ଅପରାଧିକ ଷଡଯନ୍ତ୍ର ମାମଲାରେ ପ୍ରଦୀପଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ପ୍ରଦୀପଙ୍କ ବିରୋଧରେ ୪୧୯, ୪୨୦, ୪୬୭, ୪୬୮, ୪୬୯…

ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇନେଲା…

ଭୁବନେଶ୍ବର: ପାଠକ ବାପା-ପୁଅ ଗିରଫ ପରେ ଗୁରୁବାର ବିଜେଡିରୁ ବହିଷ୍କୃତ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଇଛି କ୍ରାଇମବ୍ରାଞ୍ଚ। ଆକାଶ ପାଠକଙ୍କ ସହ ମିଶି ପ୍ରଦୀପ ପାଣିଗ୍ରାହୀ କେତେ ଜଣଙ୍କୁ ଲୁଟିଛନ୍ତି, କେତେ ଟଙ୍କା ନେଇଛନ୍ତି ? ପ୍ରଦୀପଙ୍କୁ ଏସବୁ ପଚରାଉଚରା କରୁଛି…

ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚର ୨ ଜଣିଆ…

ବ୍ରହ୍ମପୁର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ପାଠକ ବାପ ପୁଅଙ୍କ ଅଡୁଆ ବଢ଼ିବାରେ ଲାଗିଛି। ନିଜକୁ ଟାଟା ମୋଟର୍ସର ଏମ୍‌ଡି ରୂପେ ପରିଚୟ ଦେଇ ଆକାଶ ପାଠକ ଗଞ୍ଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ନିମନ୍ତେ ବ୍ରହ୍ମପୁରରେ…

ପରୀ ହତ୍ୟା ମାମଲାର ହେବ କ୍ରାଇମବ୍ରାଞ୍ଚ…

ନୟାଗଡ଼: ପରୀ ହତ୍ୟା ମାମଲାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ। କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ନିଷ୍ପତ୍ତି ହୋଇଥିବା ଆଜି ମନ୍ତ୍ରୀ ବିଧାନସଭାରେ ବିବୃତି ରଖିଛନ୍ତି। ଏହି ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୂଚନା ଦେଇଛନ୍ତି। ଏହି ମାମଲାରେ ଏଯାବତ ୩୪ ଜଣଙ୍କୁ…

ଆଦିତ୍ୟ ଦାସ ମୃତ୍ୟୁ ମାମଲା:…

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଅସନ୍ତୋଷ ପ୍ରକାଶ କରିଛନ୍ତି ହାଇକୋର୍ଟ। କ୍ରାଇମବ୍ରାଞ୍ଚ ଏହି ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କରିନପାରିଥିବାରୁ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥିସହ ଆସନ୍ତା ୧୧ ତାରିଖ ସୁଦ୍ଧା ଅପଡେଟ ଷ୍ଟାଟସ ରିପୋର୍ଟ ଦେବାକୁ ହାଇକୋର୍ଟ…

କ୍ରାଇମବ୍ରାଞ୍ଚ ହାତକୁ ଗଲା ସାରୁଅ ଜମି…

ଖୋର୍ଦ୍ଧା: କ୍ରାଇମବ୍ରାଞ୍ଚ ହାତକୁ ଗଲା ସାରୁଅ ଜମି ଜବରଦଖଲ ମାମଲା। ଖୋର୍ଦ୍ଧା ସାରୁଅରେ ଓଟିଭିର ଜମି ଜବରଦଖଲ ଅଭିଯୋଗ ପ୍ରସଙ୍ଗରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏନେଇ କ୍ରାଇମବ୍ରାଞ୍ଚ ଏଡିଜିପିଙ୍କୁ ଚିଠି ଲେଖିଲା ରାଜସ୍ୱ ବିଭାଗ। ଅନୁସୂଚିତଙ୍କ ଜମି ହଡପ ନେଇ ୩ଟି…

ସମାଜସେବୀ ଆଦିତ୍ୟଙ୍କ ମୃତ୍ୟୁର ହେବ…

ଭୁବନେଶ୍ବର: ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ। ଏହି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ପୁଲିସ ଡିଜିପି ନିର୍ଦେଶ ଦେଇଛନ୍ତି। ଗୁରୁବାର ସକାଳେ ଏନେଇ ପୁଲିସ ମହାନିର୍ଦେଶକ ଅଭୟ ଟ୍ବିଟ କରି ସୂଚନା ଦେଇଛନ୍ତି। ପୁଲିସ ଡିଜିପିଙ୍କ ଟ୍ବିଟ…

କରୋନା: କ୍ରାଇମ୍‌ବ୍ରାଞ୍ଚ୍‌ ଜାରି କଲା…

ଭୁବନେଶ୍ବର: ମହାମାର କରୋନା ଭାଇରସକୁ ନେଇ ସମସ୍ତେ ଚନ୍ତିତ। ଏହାରି ମଧ୍ୟରେ ମହାମାରୀ କରୋନା ସଂପର୍କରେ ମିଥ୍ୟା ଖବର ଓ ଗୁଜବ ପ୍ରଚାର ଭଳି ଘଟଣାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସଚେତନ କରିବା ପାଇଁ କ୍ରାଇମ୍‌ବ୍ରାଞ୍ଚ୍ ତରଫରୁ ଆଡଭାଇଜରି ଜାରି କରାଯାଇଛି। ଏଥିରେ କରୋନା ସଂପର୍କରେ କୌଣସି ଭିତ୍ତିହୀନ ଓ…

ଦିଲ୍ଲୀ ହିଂସା: ନିଲମ୍ବିତ ଆପ୍‌ ନେତା…

ନୂଆଦିଲ୍ଲୀ: ଆଜି କୋର୍ଟରେ ଆତ୍ମସର୍ପଣ କଲେ ନିଲମ୍ବିତ ଆପ୍‌ ନେତା ତାହିର ହୁସେନ। ଦିଲ୍ଲୀ ହିଂସା ସମୟରେ ଆଇବି କନେଷ୍ଟବଳ ମୃତ୍ୟୁ ଓ ହିଂସାକୁ ପ୍ରଶୟ ଦେଇଥିବା ଆରୋପରେ ଆଜି କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ନିଲମ୍ବିତ ଆପ୍‌ ନେତା ତାହିର ହୁସେନ। ସେ ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ଆତ୍ମସମର୍ପଣ…