Odisha Link
Bridging the Missing Links in Odisha
Browsing Tag

Cyclone Alert

ବାତ୍ୟା ‘ମିଗ୍‌ଜାଉଁ’ର କରାଳ ରୂପ;…

ଓଏଲ୍‌ ବ୍ୟୁରୋ: ତାଣ୍ଡବ ରଚିଛି ବାତ୍ୟା ‘ମିଗ୍‌ଜାଉଁ’। ବାତ୍ୟା ପ୍ରଭାବରେ ଚେନ୍ନାଇ ସ୍ଥିତି ବେହାଲ ହୋଇପଡିଛି। ବନ୍ୟା ଓ ଜଳବନ୍ଦୀ ସ୍ଥିତି ଯୋଗୁଁ ୮ଜଣଙ୍କ ମୃତ୍ୟୁ ହୋଇଛି। ବାତ୍ୟା ପ୍ରଭାବରେ ଭୁବନେଶ୍ବରରୁ ଚେନ୍ନାଇ ଓ ବାଙ୍ଗାଲୋର ମଧ୍ୟରେ ଗୋଟିଏ ଲେଖାଏଁ ବିମାନ ବାତିଲ ହୋଇଛି। ଆଜି ନେଲୋର ଓ…

ବାତ୍ୟା ‘ମିଗ୍‌ଜାଉଁ’…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 'ମିଗ୍‌ଜାଉଁ'। ସୁଦୃଶ ଲଘୁଚାପ ଗଭୀର ଆବପାତରେ ପରିଣତ ହୋଇଛି। ରବିବାର ଗଭୀର ଅବପାତ ବାତ୍ୟାର ରୂପ ନେବାକୁ ଯାଉଛି। ୫ ତାରିଖରେ ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍‌ କରିପାରେ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଜୋରରେ ପବନ ବହିବାର…

ପାର୍ବଣ ଋତୁରେ ପୁଣି ଓଡ଼ିଶାକୁ ବାତ୍ୟା ଭୟ

ଓଏଲ୍‌ ବ୍ୟୁରୋ: ପାର୍ବଣ ଋତୁରେ ପୁଣିଥରେ ଓଡ଼ିଶାକୁ ବାତ୍ୟା ଭୟ। ଅକ୍ଟୋବର ପ୍ରଥମ ସପ୍ତାହରେ ଆସିପାରେ ବାତ୍ୟା। ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ହୋଇ ଓଡ଼ିଶାମୁହାଁ ହୋଇପାରେ ବୋଲି କିଛି ମଡେଲର ଆକଳନରୁ ସୂଚନା ମିଳୁଛି। ପଶ୍ଚିମା ବାୟୁ ସହ ଜଡ଼ିତ ବିଷୁବରେଖା ନିକଟସ୍ଥ…

ବଙ୍ଗୋପସାଗରରେ ବାତ୍ୟାର ଆଶଙ୍କା,…

ଓଏଲ୍ ବ୍ୟୁରୋ : ବାତ୍ୟାର ଛନକା। ବଙ୍ଗୋପସାଗରରେ ଘନୀଭୂତ ହେଉଛି ଅବପାତ ଏବଂ ନେଇପାରେ ବାତ୍ୟାର ରୂପ। ପାଣିପାଗ ବିଭାଗର ସୂଚନା ଦକ୍ଷିଣ ପୂର୍ବ ପାଶ୍ୱବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଅବପାତ ବାତ୍ୟାର ରୂପ ନେଇପାରେ। ଓଡ଼ିଶାରେ ଏହାର ସିଧାସଳଖ ପ୍ରଭାବ ନ ଥିଲେ ମଧ୍ୟ…

୧୬ କି.ମି ବେଗରେ ଆସୁଛି…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ସକ୍ରିୟ ହୋଇ ଆଜି ସକାଳରେ ନେଇଛି ବାତ୍ୟାର ରୂପ। ଘଣ୍ଟାପ୍ରତି ୧୬ କିମି ବେଗରେ ମାଡ଼ି ଆସୁଛି ବାତ୍ୟା। ଏହି ବାତ୍ୟାର ନାଁ 'ଅସାନି' ରଖାଯାଇଛି। ଯାହାର ନାମ ଶ୍ରୀଲଙ୍କା ତରଫରୁ ନାମକରଣ କରାଯାଇଛି। ଯାହାର ଅର୍ଥ 'କ୍ରୋଧ'। ଏନେଇ ଭୁବନେଶ୍ବର ଆଞ୍ଚଳିକ…

ସମ୍ଭାବ୍ୟ ବାତ୍ୟାକୁ ନେଇ କ’ଣ…

ଓଏଲ୍‌ ବ୍ୟୁରୋ: ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ହୋଇଛି ଲଘୁଚାପ କ୍ଷେତ୍ର। ଏହା ଉତ୍ତରପଶ୍ଚିମ ଦିଗରେ ବଙ୍ଗୋପସାଗର ଆଡ଼କୁ ଗତି କରୁଛି। ଏହି ଲଘୁଚାପ ଆସନ୍ତାକାଲି ସୁଦ୍ଧା ଅବପାତର ରୂପ ନେବା ପରେ ଏହା ତୀବ୍ର ଅବପାତ ହେବ କି ସାମୁଦ୍ରିକ ଝଡ଼ର…

‘ବାତ୍ୟା ହେବ କି ନାହିଁ କାଲି…

ଓଏଲ୍‌ ବ୍ୟୁରୋ: ବାତ୍ୟା ବାତ୍ୟା ବାତ୍ୟା.. ଯେଉଁଠି ଦେଖ ବାତ୍ୟାକୁ ନେଇ ଚର୍ଚ୍ଚା। ଓଡ଼ିଶାକୁ ବାତ୍ୟା ଆଶଙ୍କା ଥିବା ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ରାଜ୍ୟର ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା ଲୋକଙ୍କୁ ଭୟଭୀତ ନେହେବା ପାଇଁ ବାର୍ତ୍ତା ଦେଇଛନ୍ତି। ଦକ୍ଷିଣ ଆଣ୍ଡାମାନ ସାଗରରେ…