Odisha Link
Bridging the Missing Links in Odisha
Browsing Tag

Cyclone

ଭୀଷଣ ବାତ୍ୟା ରୂପନେଲା…

ଓଏଲ୍‌ ବ୍ୟୁରୋ: ଘନୀଭୂତ ହୋଇ ଭୀଷଣ ବାତ୍ୟାରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’। ଏହାର ପ୍ରଭାବ ପଶ୍ଚିମବଙ୍ଗ ଉପରେ ବିଶେଷ ଭାବେ ପଡ଼ିବ। ପଶ୍ଚିମବଙ୍ଗର ସାଗର ଦ୍ୱୀପପୁଞ୍ଜରୁ ପ୍ରାୟ ୨୭୦ କିଲୋମିଟର ଦୂରରେ ଦକ୍ଷିଣ-ଦକ୍ଷିଣ-ପୂର୍ବରେ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହି ମନ୍ଥର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା;…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ବାତ୍ୟା ମିଢିଲିର ରୂପ ନେଲା ଗଭୀର ଅବପାତ। ବାତ୍ୟାର ରୂପ ନେବାପରେ ତାହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଉପକୂଳ ମୁହାଁ ହେଲା ବେଳକୁ ଏହା ଦୁର୍ବଳ ହୋଇ ବାଂଲାଦେଶର ମୋଙ୍ଗଲା ଓ ଖେପୁପରା ନିକଟରେ ସ୍ଥଳଭାଗ ଅତିକ୍ରମ…

ଅବପାତରେ ପରିଣତ ହେବ ବାତ୍ୟା…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ‘ହାମୁନ’ ଓ ଆରବ ସାଗରରେ ‘ତେଜ’ ସକ୍ରିୟ ରହିଛି। ବଙ୍ଗୋପସାଗରରେ ଭୀଷଣ ରୂପ ନେଲା ବାତ୍ୟା ‘ହାମୁନ୍‌’। ଏହା ଆହୁରି ଘନୀଭୂତ ହୋଇ ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ୬ ଘଣ୍ଟା ହେଲା ୧୮ କିମି ବେଗରେ ଆଗକୁ ଗତି କରୁଛି। ସାମୁଦ୍ରିକ ଘୂର୍ଣ୍ଣିଝଡ଼ ହାମୁନ୍ ବର୍ତ୍ତମାନ…

ପାର୍ବଣ ଋତୁରେ ପୁଣି ଓଡ଼ିଶାକୁ ବାତ୍ୟା ଭୟ

ଓଏଲ୍‌ ବ୍ୟୁରୋ: ପାର୍ବଣ ଋତୁରେ ପୁଣିଥରେ ଓଡ଼ିଶାକୁ ବାତ୍ୟା ଭୟ। ଅକ୍ଟୋବର ପ୍ରଥମ ସପ୍ତାହରେ ଆସିପାରେ ବାତ୍ୟା। ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ହୋଇ ଓଡ଼ିଶାମୁହାଁ ହୋଇପାରେ ବୋଲି କିଛି ମଡେଲର ଆକଳନରୁ ସୂଚନା ମିଳୁଛି। ପଶ୍ଚିମା ବାୟୁ ସହ ଜଡ଼ିତ ବିଷୁବରେଖା ନିକଟସ୍ଥ…

ଗୁଜରାଟ ମୁହାଁ ବାତ୍ୟା, ମାଡ଼ି ଆସୁଛି…

ଓଏଲ୍‌ ବ୍ୟୁରୋ: ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ‘ବିପର୍ଯ୍ୟୟ’। ସାମୁଦ୍ରିକ ଝଡ଼ ବିପର୍ଯ୍ୟୟ ଘନିଭୂତ ହେବା ସହିତ ମହାବାତ୍ୟାର ରୂପ ନେଇଛି। ଏହା ସହିତ ଗୁଜରାଟ ଉପକୂଳରେ ମାଡ଼ ହେବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରିଛନ୍ତି। ବାତ୍ୟା ମୁକାବିଲା ନେଇ…

ମହାବାତ୍ୟାର ରୂପ ନେଲା ‘ବିପର୍ଯ୍ୟୟ’,…

ଓଏଲ୍‌ ବ୍ୟୁରୋ: ଅତି ଭୀଷଣ ରୂପ ନେଲା ‘ବିପର୍ଯ୍ୟୟ’। ସାମୁଦ୍ରିକ ଝଡ଼ ବିପର୍ଯ୍ୟୟ ଘନିଭୂତ ହେବା ସହିତ ମହାବାତ୍ୟାର ରୂପ ନେଇଛି। ଏହା ସହିତ ଗୁଜରାଟ ଉପକୂଳରେ ମାଡ଼ ହେବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରିଛନ୍ତି। ଆଗାମୀ ୨୪ ଘଣ୍ଟା ଭିତରେ ଆହୁରି ତ୍ରୀବ ରୂପ ନେବ। ଗୋଆ, କର୍ଣ୍ଣାଟକ…

ଅତି ଭୀଷଣ ରୂପ ନେଲା ‘ବିପର୍ଯ୍ୟୟ’,…

ଓଏଲ୍‌ ବ୍ୟୁରୋ: ଅତି ଭୀଷଣ ରୂପ ନେଲା ‘ବିପର୍ଯ୍ୟୟ’। ଆଗାମୀ ୨୪ ଘଣ୍ଟା ଭିତରେ ଆହୁରି ତ୍ରୀବ ରୂପ ନେବ। ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଘନୀଭୂତ ହେଉଛି ବାତ୍ୟା ‘ବିପର୍ଯ୍ୟୟ’। ଗୁଜରାଟ ଉପକୂଳରେ ୟେଲୋ ଆଲର୍ଟ, ମାଣ୍ଡଭି ଓ କରାଚୀ ମଧ୍ୟରେ ଲ୍ୟାଣ୍ଡଫଲ୍। ଗୋଆ, କର୍ଣ୍ଣାଟକ ଏବଂ ମହାରାଷ୍ଟ୍ରରେ ଏହାର…

୩ ରାଜ୍ୟକୁ ସତର୍କ ଘଣ୍ଟି, ୨୪ ଘଣ୍ଟାରେ…

ଓଏଲ୍‌ ବ୍ୟୁରୋ: ଅତି ଭୀଷଣ ବାତ୍ୟାରେ ପରିଣତ ହେଲା ‘ବିପର୍ଯ୍ୟୟ’। ଆଗାମୀ ୨୪ ଘଣ୍ଟା ଭିତରେ ଆହୁରି ତ୍ରୀବ ରୂପ ନେବ। ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଘନୀଭୂତ ହେଉଛି ବାତ୍ୟା ‘ବିପର୍ଯ୍ୟୟ’। ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଉତ୍ତର ଏବଂ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଗୋଆ, କର୍ଣ୍ଣାଟକ ଏବଂ…

ଅତି ଭୀଷଣ ବାତ୍ୟାର ରୂପ ନେଲା…

ଓଏଲ୍‌ ବ୍ୟୁରୋ: ଅତି ଭୀଷଣ ବାତ୍ୟାରେ ପରିଣତ ହେଲା ‘ବିପର୍ଯ୍ୟୟ'। ଆଗାମୀ ୪୮ ଘଣ୍ଟା ଭିତରେ ଆହୁରି ତ୍ରୀବ ରୂପ ନେବ। ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଘନୀଭୂତ ହେଉଛି ବାତ୍ୟା ‘ବିପର୍ଯ୍ୟୟ’। ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଉତ୍ତର ଏବଂ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଗୋଆ, କର୍ଣ୍ଣାଟକ ଏବଂ…

ଅତି ଭୀଷଣ ବାତ୍ୟାର ରୂପ ନେଲା…

ଓଏଲ୍‌ ବ୍ୟୁରୋ: ଅତି ଭୀଷଣ ବାତ୍ୟାର ରୂପ ନେଲା 'ମୋକା'। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଲା। ଘଣ୍ଟା ପ୍ରତି ୯ କିମି ବେଗରେ ଉତ୍ତର ଆଡ଼କୁ ଗତି କରୁଛି 'ମୋକା'। ଆସନ୍ତା ୧୪ ମଧ୍ୟାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ସର୍ବାଧିକ…