Odisha Link
Bridging the Missing Links in Odisha
Browsing Tag

dam gate

ହୀରାକୁଦ ଡ୍ୟାମରେ ଖୋଲିଲା ଆଉ ୪ ଗେଟ୍

ସମ୍ବଲପୁର: ଆଜି ହୀରାକୁଦ ଡ୍ୟାମରେ ଖୋଲିଲା ଆଉ ୪ ଗେଟ୍। ଏହା ସହ ବର୍ତ୍ତମାନ ମୋଟ ୮ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୦୯.୭୯ ଫୁଟ ରହିଛି। ଖୋଲାଯାଇଥିବା ୮ଟି ଗେଟରୁ ଏବେ ଜଳ ନିଷ୍କାସିତ ହେଉଛି। ଏହି ସମୟ ମଧ୍ୟରେ ଉପର ମୁଣ୍ଡରୁ ଜଳଭଣ୍ଡାରକୁ ସେକେଣ୍ଡ ପ୍ରତି ୧,୮୪,୮୯୯…

ହୀରାକୁଦର ୧୨ଟି ଗେଟ୍ ନେଇ ଜଳ ନିଷ୍କାସନ

ଭୁବନେଶ୍ୱର: ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ହେଉଥିବାରୁ ହୀରାକୁଦର ଜଳସ୍ତର ଧୀରେ ଧୀରେ ବଢିବାରେ ଲାଗିଛି। ଫଳରେ ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ ଖୋଲାଯାଇଛି। ଏବେ ମୋଟ ୧୨ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି। ସୂଚନାଯୋଗ୍ୟ, ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ…

ହୀରାକୁଦ ଡ୍ୟାମ୍‌ର ୯ଟି ଗେଟ୍‌ ଦେଇ…

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ବୁଧବାର ଆଉ ୪ଟି ଗେଟ୍ ଖୋଲାଯାଇଛି। ଏବେ ହୀରାକୁଦ ଜଳଭଣ୍ଡାରର ୯ଟି ଗେଟ୍ ଦେଇ ବନ୍ୟାଜଳ ଜଳ ନିଷ୍କାସନ ଜାରି ରହିଥିବା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଡ୍ୟାମ୍‌ର ବାମପଟର ୬ ଓ ଦକ୍ଷିଣ ପଟର ୩ ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି।…