Odisha Link
Bridging the Missing Links in Odisha
Browsing Tag

Dead

ନନ୍ଦନକାନନରେ ହଳଦିଆ ଆନାକୋଣ୍ଡାର…

ଭୁବନେଶ୍ବର: ନନ୍ଦନକାନନରେ ଆଉ ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ। ଦର୍ଶକଙ୍କୁ ଆକର୍ଷିତ କରିବା ନିମନ୍ତେ ନନ୍ଦନକାନନ କର୍ତ୍ତୃପକ୍ଷ ଚେନ୍ନାଇରୁ ୮ଟି ହଳଦିଆ ଆନା‌କୋଣ୍ଡା ଆଣିଥିଲେ। ମାତ୍ର ଆସିଥିବା ୮ ଗୋଟି ହଳଦିଆ ଆନା‌କୋଣ୍ଡା ମଧ୍ୟରୁ ପୂର୍ବରୁ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଜି ଆଉ ଜଣଙ୍କର…

କରୋନା : ରାଜ୍ୟରେ ୧୦ ସଂକ୍ରମିତଙ୍କ…

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା…

ବର୍ଷା ବିତ୍ପାତରେ ୫ ମୃତ

ଭୁବନେଶ୍ଵର: ରାଜ୍ୟରେ ଲଘୁଚାପ ପ୍ରଭାବରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ମଧ୍ୟ ଉପୁଜିଛି। ଏହି ବର୍ଷା ବିତ୍ପାତରେ ରାଜ୍ୟରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସ୍ପଷ୍ଟ କରିଛନ୍ତି ଏସଆରସି ପ୍ରଦୀପ ଜେନା। ମୃତକଙ୍କ ମଧ୍ୟରେ…

ରାଜ୍ୟସଭା ସାଂସଦ ଅମର ସିଂହଙ୍କ ପରଲୋକ

ନୂଆଦିଲ୍ଲୀ: ପରଲୋକରେ ରାଜ୍ୟସଭା ସାଂସଦ ଅମର ସିଂହ। ମୃତ୍ୟୁ ବେଳକୁ ତାଙ୍କୁ ୬୪ବର୍ଷ ବୟସ ହୋଇଥିଲା। ସିଙ୍ଗାପୁରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ନେଇ ସୂଚନା ମିଳିଛି। ସୂଚନା ଯୋଗ୍ୟ ଯେ ଦେଢ଼ ମାସ ଧରି ସିଙ୍ଗାପୁରର ଏକ ହସ୍ପିଟାଲରେ ଆଇସିୟୁରେ ଥିଲେ।

ବିଶାଖାପାଟଣାରେ ଅଘଟଣ: ହିନ୍ଦୁସ୍ତାନ…

ବିଶାଖାପାଟଣା: ଆଜି ଆନ୍ଧ୍ର ପ୍ରଦେଶ ବିଶାଖାପାଟଣାରେ ଅଭାବନୀୟ ଘଟଣା ଘଟିଛି। ଆଜି ବିଶାଖାପାଟଣା ସ୍ଥିତ ହିନ୍ଦୁସ୍ତାନ ଶିପୟାର୍ଡ ଲିମିଟେଡରେ ଏକ କ୍ରେନ ଖସି ପଡ଼ିଛି। ଯାହାଫଲରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏନେଇ ବିଶାଖାପାଟନାର ଜିଲ୍ଲାପାଳ ବିନୟ ଚାନ୍ଦ ସୂଚନା ଦେଇଛନ୍ତି।…

ବଜ୍ରପାତରେ ଚାଲିଗଲା ୩ ମହିଳାଙ୍କ ଜୀବନ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ବଡ଼ତେଲେନପାଲ୍ଲୀରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମହାମାରୀ କରୋନା ସମୟରେ ବଜ୍ରପାତରେ ଚାଲିଗଲା ୩ ଜୀବନ। ବଜ୍ରପାତରେ ୩ଜଣ ମହିଳାଙ୍କର ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ ଜଣେ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିବାବେଳେ ବାକି ୨ ଜଣଙ୍କ ମେଡିକାଲରେ ମୃତ୍ୟୁ ହୋଇଛି।…

ପାକ୍‌ ସେନାର ଗୁଳିମାଡ଼ରେ ୩ ଭାରତୀୟ ମୃତ

ନୂଆଦିଲ୍ଲୀ: ଏଲ୍‌ଓସିରେ ୩ ଭାରତୀୟଙ୍କ ମୃତ୍ୟୁ। ଗତକାଲି ରାତିରେ ୩ ଭାରତୀୟଙ୍କୁ ହତ୍ୟା କରିଛି ପାକିସ୍ତାନୀ ସେନା। ଶୁକ୍ରବାର ରାତିରେ ପୁଞ୍ଚ ଜିଲ୍ଲା ସୀମାନ୍ତ ନିୟନ୍ତ୍ରଣ ରେଖା ପାଖରେ ଥିବା କର୍ମରା ଗ୍ରାମ ଉପରେ ପାକ୍‌ ସେନା ପକ୍ଷରୁ ଗୁଳି ଓ ମୋର୍ଟାର ମାଡ଼ କରାଯିବା ଫଳରେ ଗୋଟିଏ ପରିବାରର ୩ ଜଣଙ୍କ…

ପରଲୋକରେ ମୟୂରଭଞ୍ଜ ରାଜମାତା ଭାରତୀ…

ଭୁବନେଶ୍ବର: ପରଲୋକରେ ମୟୂରଭଞ୍ଜର ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ। ବାରିପଦାର ବେଲଗଡ଼ିଆ ସ୍ଥିତ ରାଜପ୍ରାସାଦରେ ଗତକାଲି ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲା। ଗତକାଲି ରାଜମାତା ସୁସ୍ଥ ଥିଲେ। ସକାଳ ଜଳଖିଆ ସହ ମଧ୍ୟାହ୍ନ ଭୋଜନ…

ଗାଜିଆବାଦ ବାଣ କାରଖାନାରେ ଅଗ୍ନିକାଣ୍ଡ:…

ନୂଆଦିଲ୍ଲୀ: ଆଜି ଅପରାହ୍ନରେ ଉତ୍ତର ପ୍ରଦେଶର ଗାଜିଆବାଦର ମୋଦି ନଗରରେ ଏକ ଭୟାବହ ଅଗ୍ନିକାଣ୍ଡ ହୋଇଛି। ଆଜି ଅପରାହ୍ନରେ ଏକ ବାଣ କାରଖାନାରେ ଅଗ୍ନିକାଣ୍ଡ ହୋଇଥିଲା। ଫଳରେ ଖବର ଲେଖା ହେବା ଯାଏଁ ୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହାତ ହୋଇଥିବା ଖବର ପ୍ରକାଶ ପାଇଛି। ଏଥିସହିତ କାରଖାନା…

ପରଲୋକରେ ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ…

ମୁମ୍ବାଇ: ଭାରତୀୟ ସିନେ ଜଗତର ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ। ନିଶ୍ୱାସ ପ୍ରଶ୍ୱାସ ନେବା ପରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଜୁଲାଇ ୩ ବା ଶୁକ୍ରବାର ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଛି। କିଛି ଦିନ ପୂର୍ବରୁ ତାଙ୍କର ମଧ୍ୟ କରୋନା ପରୀକ୍ଷା…