Odisha Link
Bridging the Missing Links in Odisha
Browsing Tag

Dead

ଭାରତ-ଚୀନ ବିବାଦ: ୨ ଓଡ଼ିଆ ଯବାନ ଶହୀଦ

ଭୁବନେଶ୍ବର: ଗଲୱାନା ଉପତ୍ୟକାରେ ଭାରତ ଓ ଚୀନ ମୁହାଁମୁହିଁ ଘଟଣା ଦିନକୁ ଦିନ ତୀବ୍ର ରୂପ ନେବାରେ ଲାଗିଛି। ଦେଶ ପାଇଁ ଜୀବନ ଦେଲେ ୨ ଓଡ଼ିଆ ଯବାନ। ଗଲ୍‌ଓ୍ୱାନ୍‌ ଉପତ୍ୟକାରେ ଭାରତ-ଚୀନ ସେନା ମୁହାଁମୁହିଁ ଘଟଣାରେ ଭାରତର ୨୦ ଯବାନ ଶହୀଦ ହୋଇଛନ୍ତି। ସେହି ଶହୀଦ ଯବାନଙ୍କ ମଧ୍ୟରେ ୨ଜଣ ଓଡ଼ିଆ ଅଛନ୍ତି। ଜଣେ…

ପରଲୋକରେ ବାଲେଶ୍ବରର ସଦର ବିଧାୟକ ମଦନ…

ଭୁବନେଶ୍ବର: ପରଲୋକରେ ବାଲେଶ୍ବରର ସଦର ବିଧାୟକ ମଦନ ମୋହନ ଦତ୍ତ। ସେ ଭାରତୀୟ ଜନତା ଦଳର ବିଧାୟକ ଥିଲେ। ମଦନ ମୋହନ ଦତ୍ତଙ୍କ ଆଜି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିବା ତାଙ୍କ ପୁଅ ମାନସ ଦତ୍ତ ସୂଚନା ଦେଇଛନ୍ତି। ପ୍ରାୟ ଦେଢ଼ମାସ ହେବ ସେ…

ସୁଶାନ୍ତଙ୍କ ଆତ୍ମହତ୍ୟାକୁ ସହି ପାରିଲେନି…

ପାଟନା: ବଲିଉଡର ଷ୍ଟାଇଲିସ୍‌ ଷ୍ଟାର ସୁଶାନ୍ତ ସିଂ ରାଜପୁତଙ୍କ ଅକାଳ ବିୟୋଗରେ ସାରା ଦେଶ ସ୍ତବ୍ଧ। ସୁଶାନ୍ତଙ୍କ ବିୟେଗରେ ତାଙ୍କ ପରିବାର ଆଗରେ ଦୁଃଖର ପାହାଡ଼ ଠିଆ ହୋଇଛି। ପରିବାର ଆଖିରୁ ଲୁହ ଝରିବା ବନ୍ଦ ହୋଇନଥିବା ବେଳେ ଏପରି ସମୟରେ ତାଙ୍କ ପରିବାରକୁ ଆଉ ଏକ ଦୁଃଖ। ସୁଶାନ୍ତଙ୍କ ଏପରି ଅକାଳ…

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ…

ମୁମ୍ବାଇ: ବଲିଉଡ ସିନେ ଜଗତରେ ଶୋକର ଛାୟା। ବଲିଉଡର ଷ୍ଟାଇଲିସ୍‌ ହିରୋ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ। ମୁମ୍ବାଇ ସ୍ଥିତ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ସୁଶାନ୍ତ। ସୁଶାନ୍ତଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ। ମହେନ୍ଦ୍ର ସିଂହ ଧୋନୀଙ୍କ ବାୟୋପିକରେ ମୁଖ୍ୟ ଭୂମିକାରେ…

ବଲିଉଡର ପ୍ରସିଦ୍ଧ ସିଙ୍ଗର ଓ୍ୱାଜିଦ୍‌…

ମୁମ୍ବାଇ: ବଲିଉଡ ସଙ୍ଗୀତ ଜଗତରେ ଶୋକର ଛାୟା। ବଲିଉଡର ପ୍ରସିଦ୍ଧ ମ୍ୟୁଜିକ୍‌ କମ୍ପୋଜର୍‌ ତଥା ସିଙ୍ଗର୍‌ ଓ୍ୱାଜିଦ୍‌ ଖାନ୍‌ ଆଉ ନାହାନ୍ତି। ଗତକାଲି ବିଳମ୍ବିତ ରାତିରେ ଓ୍ବାଜିଦଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲା। ଗତକାଲି ବିଳମ୍ବିତ ରାତିରେ ମୁମ୍ବାଇର ଏକ ଘରୋଇ…

ପରଲୋକରେ ଛତିଶଗଡ଼ର ପ୍ରଥମ ମୁଖ୍ୟମନ୍ତ୍ରୀ…

ରାୟପୁର: ପରଲୋକରେ ଛତିଶଗଡ଼ର ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀ। ମୃତ୍ୟୁ ବେଳକୁ ଅଜିତ୍‌ ଯୋଗୀଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଏନେଇ ନେଇ ଟ୍ୱିଟରେ ସୂଚନା ଦେଇଛନ୍ତି ପୁଅ ଅମିତ ଯୋଗୀ। ଅଜିତ୍‌ ଯୋଗୀ ଗତ ମେ ୯ ତାରିଖରେ ହୃଦାଘାତର ଶିକାର ହେବାପରେ ଚିକିତ୍ସା ପାଇଁ ତାଙ୍କୁ ରାୟପୁରର ଏକ ଘରୋଇ ହସ୍ପିଟାଲରେ…

ପରଲୋକରେ ବିଜେଡି ନେତା ସୁବାସ ଚୌହାନ

ଭୁବନେଶ୍ବର: ପରଲୋକରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ବିଜେଡି ନେତା ସୁବାସ ଚୌହାନ୍। ମୃତ୍ୟୁ ବେଳକୁ ତାଙ୍କ ୫୪ ବର୍ଷ ହୋଇଥିଲା। ସେ ଲିଭର କ୍ୟାନସରରେ ପୀଡିତ ଥିଲେ। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ…

ମାଡ଼ିଗଲା ମାଲବାହୀ ଟ୍ରେନ୍, ଚାଲିଗଲା ୧୪…

ଔରଙ୍ଗାବାଦ: ଆଜି ସକାଳୁ ସକାଳୁ ଅଘଟଣ। ମାଲବାହୀ ଟ୍ରେନ୍‌ ଧକ୍କାରେ ୧୪ ଜଣ ପ୍ରବାସୀ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏବଂ ୫ ଜଣ ଗୁରୁତର ଆହାତ ହୋଇଛନ୍ତି। ଆହାତ ମାନଙ୍କୁ ଔରଙ୍ଗାବାଦ ସିଭିଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ଆଜି ସକାଳ ୫ଟା ୧୫ ମିନିଟରେ ଏଭଳି ଅଘଟଣ ହୋଇଛି। ଏଭଳି ଘଟଣା…

ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ…

ଭୁବନେଶ୍ବର: ରାଜ୍ୟରେ କରୋନା ଜନିତ ମୃତ୍ୟୁରେ ଆଉ ଜଣଙ୍କ ପ୍ରାଣ ଗଲା। ମୃତ ବ୍ୟକ୍ତି ଜଣକ ଖୋର୍ଦ୍ଧା ଜିଲ୍ଲାର। ଏଥିସହିତ ଆଜି ଗଞ୍ଜାମରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୁ ସୂଚନା ମିଳିଛି। ଗଞ୍ଜାମରେ ଚିହ୍ନଟ ହୋଇଥିବା…

କୂଅରେ ଖସି ପଡ଼ିଲା ପୁଅ, ବଞ୍ଚାଇବାକୁ…

ଢେଙ୍କାନାଳ: ପିଲାଙ୍କ ଜୀବନ ରକ୍ଷା ପାଇଁ କିଛି ବି କରିପାରେ ମା। ହେଲେ ପୁଅକୁ ବଞ୍ଚାବାକୁ ଯାଇ ଶେଷରେ ମା ପୁଅଙ୍କର ମୃତ୍ୟୁ ହୋଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ତୋରଡ଼ାନାଳି ଗାଁରେ। ଖେଳୁ ଖେଳୁ ଅସାବଧାନତା ଯୋଗୁଁ କୂଅରେ ଖସି ପଡ଼ିଥିବା ଶିଶୁ…