Odisha Link
Bridging the Missing Links in Odisha
Browsing Tag

death case

ହେପାଜତ ମୃତ୍ୟୁ ଘଟଣା : ନିଲମ୍ବନ ହେବେ ୬…

ଓଏଲ୍‌ ବ୍ୟୁରୋ : ବନ ବିଭାଗ ହେପାଜତରେ ଧନେଶ୍ଵର ବେହେରା ମୃତ୍ୟୁ ମାମଲାରେ ବଡମ୍ବା ରେଞ୍ଜର ସୁବ୍ରତ ବେହେରା ସମେତ ୬ଜଣ ବନ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ତେବେ ଏହି ମାମଲାରେ ୬ ବନ କର୍ମଚାରୀଙ୍କୁ ନିଲମ୍ବନ କରାଯିବ ବୋଲି ଜଣା ପଡିଛି। ବଡମ୍ବା ରେଞ୍ଜରକୁ ଛାଡି ବାକି ୬ଜଣଙ୍କୁ…

ଏସିଏଫ୍‌ ସୌମ୍ୟଙ୍କ ମୃତ୍ୟୁ ମାମଲା,…

ଭୁବନେଶ୍ବର: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁର ୭ ଦିନ ପରେ ବି ମୃତ୍ୟୁର କାରଣ ପାଉନି ପୁଲିସ୍। ଅନ୍ୟପଟେ ସୌମ୍ୟଙ୍କ ମୃତ୍ୟୁ ମାମଲାରେ ଆସୁଛି ଥରକୁ ଥର ନୂଆ ଟ୍ବିଷ୍ଟ। ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ବୟାନ ଆସିବାରେ ଲାଗିଛି। ଏସବୁ ମଧ୍ୟରେ ପାରଳାଖେମୁଣ୍ଡି ସହକାରୀ ବନ…

ଦେଶରେ ଅଣାୟତ୍ତ କରୋନା: ଦିନକରେ ୪…

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ ହେଲାଣି କରୋନା। କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଦୈନିକ ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷରୁ ଉର୍ଦ୍ଧ୍ବ ହେଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ୧ ହଜାରରୁ ଅଧିକ କରୋନା…

ରାଜ୍ୟରେ ଆଉ ୧୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି ମହାମାରୀ କରୋନା। ଦିନକୁ ଦିନ ସଂକ୍ରମଣ ହାର ବଢ଼ୁଥିବା ବେଳେ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି। ମୃତକଙ୍କ…

କାୟା ମେଲାଉଛି କରୋନା: ଦିନକରେ ୪୬୯୫୧…

ନୂଆଦିଲ୍ଲୀ: ପୁଣି ଥରେ ଚିନ୍ତା ବଢ଼ାଇଲାଣି ମହାମାରୀ କରୋନା। ଦେଶରେ ଦିନକୁ ଦିନ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୪୬ ହଜାର ୯୫୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୨୧୨ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୯୬୭କୁ ବୃଦ୍ଧି ପାଇଛି। ଦେଶରେ…

ଆଖି ବୁଜିଲେ ଆଉ ୧୬ କରୋନା ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଗତ ୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏନେଇ…

ଆଖି ବୁଜିଲେ ଆଉ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ମୃତ୍ୟୁ ହାରରେ ବ୍ରେକ୍‌ ଳାଗୁନି। ୨୪ ଘଣ୍ଟା ମଧ୍ୟରେ ୬୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

ଆଖି ବୁଜିଲେ ଆଉ ୧୬ କରୋନା ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଦେଶରେ କରୋନା: ୯୦ ଲକ୍ଷ ଟପିଲା ଆକ୍ରାନ୍ତ…

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୯୦ ଲକ୍ଷ ଟପିଛି। ଗତ ୨୪ ଘଣ୍ଟାରେ ୪୫ହଜାର ୮୮୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ ୪ ହଜାର ୩୬୫କୁ ବୃଦ୍ଧି ପାଇଛି। ଏଥିସହ ୨୪ ଘଣ୍ଟାରେ ୫୮୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟି ମୋଟ୍ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୨…

ଆଖି ବୁଜିଲେ ଆଉ ୧୭ କରୋନା ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କିମିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ମାତ୍ର ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୬୦କୁ ବୃଦ୍ଧି ପାଇଛି।…