ରାଜଧାନୀରୁ ଆଉ ୩୨୯ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜଧାନୀରୁ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ରାଜଧାନୀରୁ ଆଉ ୩୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୧୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ ଗତ ୨୪ ଘଣ୍ଟାରେ ୩୪୧ ଜଣ ସୁସ୍ଥ…