ଓଡ଼ିଶା କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪… ଭୁବନେଶ୍ବର: ଦିନକୁ ଦିନ ରାଜ୍ୟରେ କରୋନା ମୃତ୍ୟୁହାର କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛନ୍ତି।…