Odisha Link
Bridging the Missing Links in Odisha
Browsing Tag

Death

ପରଲୋକରେ ସାମ୍ବାଦିକ

ଭୁବନେଶ୍ୱର: ପରଲୋକରେ ଟେଲିଭିଜନ ସାମ୍ବାଦିକ। ଓଟିଭିର ରାୟଗଡ଼ା ଜିଲ୍ଲା ପ୍ରତିନିଧି ମନୋଜ ପାତ୍ରଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ବର୍ଷ ହୋଇଥିଲା। ଗତକାଲି ମନୋଜ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ…

ଡିବିରି ନିଆଁ ନେଲା ଜୀବନ, ଜଳିଗଲେ…

କେନ୍ଦୁଝର: ଖାଇପିଇ ଶୋଇଥିଲେ। ହେଲେ ବିଳମ୍ବିତ ରାତିରେ ବିଛଣାରେ ଲାଗିଗଲା ନିଆଁ। ଯାହାଫଳରେ ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଚାକୁଣ୍ଡାପାଳ ପଞ୍ଚାୟତ ଜଡି ଚାତର ଗ୍ରାମରେ। ଖବର ଅନୁଯାୟୀ, ଜଡିଚାତର ଗ୍ରାମର ଲାଲମୋହନ ମହାନ୍ତ (…

ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୪୨୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ…

ପିଶାଚ ସ୍ବାମୀ

ସୁନ୍ଦରଗଡ଼: ସାତ ଜନ୍ମର ସାଥୀକୁ ନୃଶଂସ ଭାବେ ହତ୍ୟା କଲା ପିଶାଚ ସ୍ବାମୀ। ସ୍ତ୍ରୀକୁ କରାଢ଼ୀରେ ହାଣିଲା ସ୍ବାମୀ। ପାରିବାରରିକ କଳହରୁ ହତ୍ୟାକାଣ୍ଡ ହୋଇଥିବା ସୂଚନା। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି ସୁନ୍ଦରଗଡ଼ ଥାନା ଅନ୍ତର୍ଗତ ସୁବଳୟା ପଞ୍ଚାୟତ ନବରଙ୍ଗପୁର ଗ୍ରାମରେ। ସୂଚନାନୁଯାୟୀ, ସୁନ୍ଦରଗଡ଼…

ପରଲୋକରେ ଓସ୍କାର ଫର୍ଣ୍ଣାଣ୍ଡିଜ

ନୂଆଦିଲ୍ଲୀ: ପରଲୋକରେ ବରିଷ୍ଠ କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଣ୍ଡେଜ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କୁ ଅସୁସ୍ଥତା ଯୋଗୁ ମେଙ୍ଗାଲୁରୁ ସ୍ଥିତି ଗୋଟିଏ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେହିଠାରେ ଆଜି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସୂଚନାଯୋଗ୍ୟ, ଜୁଲାଇ ଶେଷ ଭାଗରେ…

ଆଖି ବୁଜିଲେ ଇକ୍‌ମୋ ଚିକିତ୍ସାଧୀନ…

କଟକ: ଚାଲିଗଲା ଆଉ ଜଣେ ଚିକିତ୍ସାଧୀନ ଆକ୍ରାନ୍ତଙ୍କ ଜୀବନ। କଟକ ଏସସିବି ମେଡିକାଲରେ ଇକ୍‌ମୋ ମେସିନରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କ ମୃତ୍ୟୁ ଶନିବାର ହୋଇଛି। ମୃତକଙ୍କ ନାଁ ଜଗନ୍ନାଥ ପ୍ରଧାନ(୩୨)। ଘର କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ । ଏସ୍‌ସିବିରେ ଏହା ପ୍ରଥମ ଇକ୍‌ମୋ ମୃତ୍ୟୁ…

ଜୀବନ ଯୁଦ୍ଧରେ ହାରିଗଲେ ଅଭିଷେକ, ବଞ୍ଚାଇ…

ଭୁବନେଶ୍ବର: ବଞ୍ଚାଇ ପାରିଲାନି ଇକମୋ ଚିକିତ୍ସା। ଶେଷରେ ଆଖି ବୁଜିଲେ ଭଦ୍ରକର ଅଭିଷେକ ମହାପାତ୍ର। ଡାକ୍ତରଙ୍କ ଶତଚେଷ୍ଟା, ଜନସାଧାରଣଙ୍କ ସାହାଯ୍ୟ ସତ୍ତ୍ବେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ଅଭିଷେକ। ଶୁକ୍ରବାର ରାତି ୧୦ଟା ୪୫ ମିନିଟରେ ତାଙ୍କର ପରଲୋକ ହୋଇଥିବା ସୂଚନା ରହିଛି। କୋଭିଡରେ ଆକ୍ରାନ୍ତ…

କରୋନା ନେଲା ଆଉ ୬୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୦୧କୁ ବୃଦ୍ଧି ପାଇଛି। ଏନେଇ…

ପରଲୋକରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ…

ନୂଆଦିଲ୍ଲୀ: ପରଲୋକରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ର। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ଉମାଶଙ୍କର। ଗୁରୁବାର ଅପରାହ୍ନରେ ତାଙ୍କର ମୃତ୍ୟୁ ହୋଇଛି। ଏକମାତ୍ର ଓଡ଼ିଆ ଭାବରେ ସିବିଆଇ ନିର୍ଦ୍ଦେଶକ ରହିଥିବା ଉମାଶଙ୍କର ମିଶ୍ର ୨୦୦୩ରେ ସିବିଆଇ ନିର୍ଦ୍ଦେଶକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୋଟିଏ…

ରାଉରକେଲା: ଝାଡ଼ଖଣ୍ଡ ଚିରିଗିଢିପା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁର୍ଘଟଣାରେ ରାଉରକେଲା ପାନପୋଷ ଅଞ୍ଚଳର ଗୋଟିଏ ପରିବାରର ୪ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମୃତକଙ୍କ ମଧ୍ୟରେ ୨ ଜଣ ନାବାଳକ ଥିବା ସୂଚନା। ଦୁର୍ଘଟଣାରେ ୨ଜଣ ଆହତ ହୋଇଛନ୍ତି। ମୃତକ ହେଲେ କହ୍ନେୟା ଜୈନ, ପତ୍ନୀ ରୋମା ଜୈନ, ୩…