Odisha Link
Bridging the Missing Links in Odisha
Browsing Tag

Delhi

ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ…

ଓଏଲ୍‌ ବ୍ୟୁରୋ: ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପ-ମୁଖ୍ୟମନ୍ତ୍ରୀ ଆଜି ଦିଲ୍ଲୀସ୍ଥିତ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ମୁଖ୍ୟମନ୍ତ୍ରୀ ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି…

ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଦିଲ୍ଲୀ…

ଓଏଲ୍‌ ବ୍ୟୁରୋ: ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ୯୬ ବର୍ଷୀୟ ଆଡଭାନୀଙ୍କୁ ବୁଧବାର ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କର ସ୍ଵାସ୍ଥ୍ୟବସ୍ଥା ବର୍ତ୍ତମାନ ସ୍ଥିର ଥିବା ଦିଲ୍ଲୀ ଏମ୍ସ ପକ୍ଷରୁ ସୂଚନା ମିଳିଛି। ବାର୍ଦ୍ଧକ୍ୟ ଜନିତ ସମସ୍ୟା ଯୋଗୁଁ ସେ ଗତ କିଛି…

ମୁଖ୍ୟମନ୍ତ୍ରୀ ଚର୍ଚ୍ଚା ଭିତରେ ସୁରେଶ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ତେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି। ଏସବୁ ମଧ୍ୟରେ ବ୍ରଜରାଜନଗରର ନବ ନିର୍ବାଚିତ ବିଧାୟକ ସୁରେଶ ପୂଜାରୀଙ୍କୁ ଦିଲ୍ଲୀ ଡାକରା ହୋଇଛି। ମିଳିଥିବା ସୂଚନା ମୁତାବକ…

ବେବି କେୟର ସେଣ୍ଟରରେ ଅଗ୍ନିକାଣ୍ଡ,…

ଓଏଲ୍‌ ବ୍ୟୁରୋ: ଶନିବାର ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀରେ ଘଟିଛି ଦୁର୍ଘଟଣା। ଏକ ବେବି କେୟର ସେଣ୍ଟରରେ ଅଗ୍ନିକାଣ୍ଡ ଯୋଗୁଁ ୭ ଜଣ ଶିଶୁଙ୍କ ଜୀବନ ଚାଲିଯାଇଛି। ନିଆଁ ଲାଗିବା ଖବର ଜଣାପଡ଼ିବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ୧୨ ଜଣ ଶିଶୁଙ୍କୁ…

ଗିରଫ ହେଲେ ଅରବିନ୍ଦ କେଜ୍ରିଓ୍ବାଲଙ୍କ…

ଓଏଲ୍‌ ବ୍ୟୁରୋ: ବେଲ୍‌ରେ ଜେଲ ବାହାରକୁ ଆସିଥିବା ଦିଲ୍ଲ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସହଯୋଗୀ ବୈଭବ କୁମାରଙ୍କୁ ବାନ୍ଧିଲା ପୁଲିସ। କେଜ୍ରିଓ୍ବାଲଙ୍କ ଦଳ ଆମ୍‌ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ବାତୀ ମାଲିଓ୍ବାଲଙ୍କ ଅଭିଯୋଗ କ୍ରମେ ଦିଲ୍ଲୀ ପୁଲିସ ବୈଭବ କୁମାରଙ୍କୁ ଗିରଫ କରିଛି। ଦୁଇ…

‘ଜେଲ୍‌ରେ ରହି ଚଲାଇବି…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ବିଗୁଲ ବାଜିବା ପରେ ଦିଲ୍ଲୀ ରାଜନୀତି ସରଗରମ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ କରିଛି ଇଡି। ଦିଲ୍ଲୀର ତଥା କଥିତ ମଦ ଦୁର୍ନୀତି ମାମଲାରେ ଗିରଫ ହେବା ପରେ କେଜ୍ରିଓ୍ବାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି।…

ଦିଲ୍ଲୀରେ କଟକଣା: ମାର୍ଚ୍ଚ ୧୨ ଯାଏଁ…

ଓଏଲ୍‌ ବ୍ୟୁରୋ: ଚାଷୀ ଆନ୍ଦୋଳନକୁ ନଜରରେ ରଖି ଦିଲ୍ଲୀରେ ସମାବେଶ କଟକଣା ଜାରି କରାଯାଇଛି। ମାର୍ଚ୍ଚ ୧୨ ଯାଏଁ ଦିଲ୍ଲୀରେ ବଡ଼ଧରଣର ସମାବେଶ ଉପରେ ରୋକ୍‌ ଲଗାଯାଇଛି। ରାଜଧାନୀ ଭିତରକୁ ଟ୍ରାକ୍ଟର ପ୍ରବେଶ ମନା ବୋଲି ଦିଲ୍ଲୀ କମିଶନର କହିଛନ୍ତି। ପିସ୍ତଲ, ଜ୍ୱଳନଶୀଳ ପଦାର୍ଥ, ଅସ୍ତ୍ରଶସ୍ତ୍ର ଉପରେ ବି…

ଗଣତନ୍ତ୍ର ଦିବସ ପାଇଁ ଚାଲିଛି ଅଭ୍ୟାସ…

ଓଏଲ୍‌ ବ୍ୟୁରୋ: ଗଣତନ୍ତ୍ର ଦିବସ ପାଇଁ ଚାଲିଛି ଅଭ୍ୟାସ କାର୍ଯ୍ୟ। ଦିଲ୍ଲୀରେ ଗଣତନ୍ତ୍ର ଦିବସକୁ ନଜରରେ ରଖି ବିମାନ ଉଡାଣକୁ ନେଇ କଟକଣା ଜାରି କରାଯାଇଛି। ସକାଳ ୧୦ଟା ୨୦ରୁ ୧୨ଟା ୪୫ ଯାଏ ଉଡ଼ିବନି ବିମାନ। ଜାନୁଆରୀ ୨୬ ଯାଏ ଟେକ୍ ଅଫ କିମ୍ବା ବିମାନ ଲ୍ୟାଣ୍ଡିଂ କରିବନି। ବିଟିଂ ରିର୍ଟିଟ୍ ପାଇଁ…

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ମନୀଷ…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଡାହାଣହାତ କୁହାଯାଉଥିବା ମନିଷ ସିସୋଦିଆଙ୍କୁ ନେଇ ଆଉ ଏକ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ଅବକାରୀ ନୀତି ମାମଲାରେ ଜେଲରେ ଥିବା ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିଶୋଦିଆଙ୍କୁ ଦିଲ୍ଲୀ କୋର୍ଟ ତାଙ୍କ ପତ୍ନୀଙ୍କୁ ଭେଟିବାକୁ ଅନୁମତି…

ଦିଲ୍ଲୀରେ ଚିନ୍ତା ବଢ଼ାଉଛି ପ୍ରଦୂଷିତ…

ଓଏଲ୍‌ ବ୍ୟୁରୋ: ଆଉ ୨ ଦିନ ପରେ ଆଲୋକର ପର୍ବ ଦୀପାବଳୀ। ଏହା ପୂର୍ବରୁ ଦିଲ୍ଲୀରେ ପ୍ରଦୂଷିତ ବାୟୁ ଚିନ୍ତାର ବିଷୟ ପାଲଟିଛି। ପ୍ରଦୂଷଣ ରୋକିବା ପାଇଁ କୃତ୍ରିମ ବର୍ଷା କରିବାକୁ ଯୋଜନା କରୁଛନ୍ତି ଦିଲ୍ଲୀ ସରକାର। ବାୟୁର ମାନକ ବଢ଼ାଇବା ପାଇଁ କେଜ୍ରିୱାଲ ସରକାର ଆଇଆଇଟି କାନପୁରର ସହ ଆଲୋଚନା ଜାରି…