Odisha Link
Bridging the Missing Links in Odisha
Browsing Tag

demise

ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକରେ…

କଟକ: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ। ଆଜି ଏସସିବି କୋଭିଡ୍ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଡି. ପ୍ରକାଶ। ଆଜି ଅପରାହ୍ନ ୪.୧୫ରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ଏ ନେଇ ସୂଚନା ଦେଇଛନ୍ତି ଏସସିବି ଜରୁରୀକାଳୀନ ଅଧିକାରୀ…

ରାଜ୍ୟର ପ୍ରଥମ ମହିଳା ସୁଶିଳା ଦେବୀଙ୍କ…

ଭୁବନେଶ୍ବର: ପରଲୋକରେ ରାଜ୍ୟପାଳ ପ୍ରଫେଶର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀ। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସୁଶୀଳା ଦେବୀଙ୍କ ପରଲୋକ ହୋଇଛି। ରାଜ୍ୟର ପ୍ରଥମ ମହିଳା ସୁଶୀଳା ଦେବୀଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି। ସୁଶୀଳା…

ଗୋଆର ପୂର୍ବତନ ରାଜ୍ୟପାଳ ମୃଦୁଳା…

ପଣାଜୀ: ଗୋଆର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ସାହିତ୍ୟିକା ମୃଦୁଳା ସିହ୍ନାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ମୃଦୁଳା ସିହ୍ନା ଗୋଆର ପ୍ରଥମ ମହିଳା ରାଜ୍ୟପାଳ ଥିଲେ। ୧୯୪୨ ମସିହା ନଭେମ୍ବର ୨୭ ତାରିଖରେ ବିହାରର ମୁଜାଫରପୁରରେ ଜନ୍ମଗ୍ରହଣ କରିଥିଲେ। ମୃଦୁଳା…

କଣ୍ଠଶିଳ୍ପୀ ବାଲାସୁବ୍ରମଣ୍ୟମଙ୍କ…

ଚେନ୍ନାଇ: ଲୋକପ୍ରିୟ କଣ୍ଠଶିଳ୍ପୀ ତଥା ସଂଗୀତ ନିର୍ଦ୍ଦେଶକ ଏସ୍‌ପି ବାଲାସୁବ୍ରମଣ୍ୟମଙ୍କ ପରେଲୋକ। ଚେନ୍ନାଇର ଏମ୍‌ଜିଏଚ୍‌ ହସ୍ପିଟାଲ୍‌ରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ବାଲାସୁବ୍ରମଣ୍ୟମ୍‌ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ…

‘ସୋଆ’ ପକ୍ଷରୁ ପୂର୍ବତନ ରାଷ୍ଟ୍ରପତି…

ଭୁବନେଶ୍ବର: ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଗଭୀର ଶୋକ ବ୍ୟକ୍ତ କରାଯିବା ସହ ସୋଆ ପରିବାର ପକ୍ଷରୁ ତାଙ୍କ ଆତ୍ମାର ସଦଗତି କାମନା କରାଯାଇଛି। ଜାତୀୟ ରାଜନୀତିରେ ଜଣେ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ଥିବା…