ପୁଣି ମୁଣ୍ଡ ଟେକିଲାଣି ଡେଙ୍ଗୁ,…
ଓଏଲ୍ ବ୍ୟୁରୋ: ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୌସୁମୀ ବର୍ଷାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ରାଜ୍ୟରେ ଡେଙ୍ଗୁ ସ୍ଥିତି ଉଦବେଗଜନକ। ଡେଙ୍ଗୁ ସ୍ଥିତି ଗତବର୍ଷ ତୁଳନାରେ ଦୁଇ ଗୁଣା ବୃଦ୍ଧି ପାଇଛି।…